• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odia Actress

Odia Actress Mousumi Nayak Arrest
ସୋସିଆଲ୍ ମିଡିଆ ସେନସେସନ୍ ମୌସୁମୀ ନାୟକ ଗିରଫ

ରାଜଧାନୀର ଯୁବ ଲେଖିକା ବନସ୍ମିତା ପତିଙ୍କ ସହ ଆର୍ଥିକ କାରବାରକୁ ନେଇ ଉପୁଜିଥିବା ବିବାଦରେ ଗିରଫ ହୋଇଛନ୍ତି ମୌସୁମୀ। IPC ଧାରା ୩୮୫-ଦାଦାବଟି ଆଦାୟ କରିବା, ୨୯୪-ଗାଳିଗୁଲଜ କରିବା, ୫୦୬-ଅପରାଧିକ ଧମକ ଏବଂ ୫୦୭- ଧମକ ଚମକ ଭଳି ସଂଗୀନ ଦଫା ଲଗାଇ ମୌସୁମୀଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି ଭୁବନେଶ୍ବର ଇନଫୋସିଟି ପୋଲିସ।

Odia Actress Mousumi Nayak Arrest
ଦିନେ ଥିଲେ ଗୁରୁ-ଶିଷ୍ୟା, ଏବେ ପାଲଟିଛନ୍ତି ପରମଶତ୍ରୁ

୧୨ ବର୍ଷ ତଳେ ଉଭୟେ ଥିଲେ ଗୁରୁ-ଶିଷ୍ୟା । ହେଲେ ଏବେ କିନ୍ତୁ ଅହି-ନକୁଳ ସଂପର୍କ । ବିବାଦ ଏମିତି ଉଗ୍ରରୂପ ନେଲା ଯେ, ଶେଷରେ ଗୁରୁଙ୍କୁ ଯିବାକୁ ପଡ଼ିଲା ଜେଲ୍ । 

Odia Actress Mousumi Nayak Arrest
ଓଡ଼ିଆ ଅଭିନେତ୍ରୀ ମୌସୁମୀ ନାୟକ ଗିରଫ

ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ମୌସୁମୀଙ୍କୁ ଗିରଫ କରାଯାଇଛି । ବିବାଦ ପଛରେ ରହିଛି ୫ଲକ୍ଷ ୮୦ ହଜାର ଟଙ୍କାର କାରବାର ।

Pupul Bhuyan
ଇଣ୍ଡଷ୍ଟ୍ରୀରେ ଏତେ ପ୍ରଯୋଜକ ଅଛନ୍ତି, ଟୁଟୁ ନାୟକଙ୍କ ପଛରେ କାହିଁକି ହିରୋଇନମାନେ ପଡ଼ିଛନ୍ତି ?

ଇଣ୍ଡଷ୍ଟ୍ରୀରେ ଏତେ ପ୍ରଯୋଜକ ଅଛନ୍ତି, ଟୁଟୁ ନାୟକଙ୍କ ପଛରେ କାହିଁକି ହିରୋଇନମାନେ ପଡ଼ିଛନ୍ତି ? କିଛି ଗୋଟେ ଥିବ ବୋଲି ହେଉଛି..:ପୁପୁଲ ଭୂୟାଁ

Odia tele actress Rajeswari Ray Mohapatra passes away after battle with Cancer
ମୃତ୍ୟୁ ପୂର୍ବରୁ ଅଭିନେତ୍ରୀ ରାଜେଶ୍ୱରୀଙ୍କ ସହ କ’ଣ ଘଟିଥିଲା, ସ୍ୱାମୀ କହିଲେ ଏମିତି...

ପତ୍ନୀଙ୍କୁ ସବୁଦିନ ପାଇଁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ରାଜେଶ୍ୱରୀଙ୍କ ସ୍ୱାମୀ। କୋହଭରା କଣ୍ଠରେ ସେ କହିଛନ୍ତି, ‘ମଝିରେ ମଝିରେ ତାଙ୍କ ଦେହ ଖରାପ ହେଉଥିଲା। ତେବେ ଚିକତ୍ସା ପରେ ପୁଣି ସେ ଠିକ୍‌ ହୋଇଯାଉଥିଲେ।

Odia Tele Actress Rajeswari Ray Mohapatra No More
ପରଲୋକରେ ଓଡ଼ିଆ ଅଭିନେତ୍ରୀ ରାଜେଶ୍ୱରୀ ରାୟ

ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ହୋଇଛି। ଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ସେ ପ୍ରଶଂସା ସାଉଁଟିଥିଲେ।

Odia TV Actress Rashmirekhas Boyfriend Commits Suicide
‘ରଶ୍ମିରେଖା ମୋତେ ଡାକୁଛି, ମୁଁ ତା’ ପାଖକୁ ଯିବି’

ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁର କିଛିଦିନ ପରେ ବୟଫ୍ରେଣ୍ଡ୍‌ ସନ୍ତୋଷ ପାତ୍ର ଆତ୍ମହତ୍ୟା କରିଛନ୍ତି। ସନ୍ତୋଷ ନିଜ ବେଡ୍ ରୁମ୍‌ରେ ଆତ୍ମହତ୍ୟା କରିଛନ୍ତି। 

Rashmirekha
Breaking News: ଟେଲି ଅଭିନେତ୍ରୀ ରଶ୍ମୀରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ରଙ୍କ ଆତ୍ମହତ୍ୟା

କିଛି ଦିନ ତଳେ ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜେରାର ସମ୍ମୁଖିନ ହୋଇଥିଲେ ସନ୍ତୋଷ ପାତ୍ର ।

Odia TV Actress Rashmirekha Death Case
ସାମ୍ନାକୁ ଆସିଲା ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ପୂର୍ବର ଭିଡିଓ

ଅଭିନେତ୍ରୀ ରଶ୍ମିରେଖାଙ୍କ ମୃତ୍ୟୁ ପୂର୍ବର ଭିଡିଓ ଏବେ ସାମ୍ନାକୁ ଆସିଛି। ରଶ୍ମିରେଖା ଏକ ବାର୍‌ରେ ଡ୍ୟାନ୍ସ କରୁଥିବା ଏହି ଭାଇରାଲ୍‌ ଭିଡିଓରେ ଦେଖିବାକୁ ମିଳିଛି।

Odia TV actress death case
କୁଆଡ଼େ ଗଲେ ଅଭିନେତ୍ରୀ ରଶ୍ମିରେଖାଙ୍କ ବୟଫ୍ରେଣ୍ଡ୍‌ ସନ୍ତୋଷ ? ନୋଟିସ୍‌ ପଠାଇଲା ପୋଲିସ୍‌

ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ୍‌ ସନ୍ତୋଷ ପାତ୍ରଙ୍କୁ ନୋଟିସ୍‌ ଜାରି କରାଯାଇଛି। ଲିଭ୍ ଇନ୍‌ ରିଲେସନସିପ୍‌ରେ ଥିବା ବୟଫ୍ରେଣ୍ଡ୍‌ ସନ୍ତୋଷଙ୍କୁ ହାଜର ପାଇଁ ପୋଲିସ ନୋଟିସ୍‌ ଜାରି କରିଛି। 

Why did Odia TV actress Rashmirekha Ojha commit suicide ?
ଖୋଲିବ ରହସ୍ୟ ! କାହିଁକି ଜୀବନ ହାରିଲେ ଅଭିନେତ୍ରୀ ରଶ୍ମିରେଖା ?

କାହିଁକି ରଶ୍ମିରେଖା ଆତ୍ମହତ୍ୟା କଲେ, ଏବେ ତାର କାରଣ ଖୋଜୁଛି ପୋଲିସ। ଏଥିପାଇଁ ୨ ବଏଫ୍ରେଣ୍ଡଙ୍କୁ ଥାନାରେ ହାଜର ପାଇଁ କୁହାଯାଇଥିବା ପୋଲିସ ସୁତ୍ରରୁ ଜଣାପଡ଼ିଛି।

Odia TV Actress Rashmi Rekha Death
ଆସିଲା ଓଡ଼ିଆ ଅଭିନେତ୍ରୀ ରଶ୍ମିରେଖାଙ୍କ ପୋଷ୍ଟମର୍ଟମ ରିପୋର୍ଟ, ହେଲା ବଡ଼ ଖୁଲାସା...

ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି। ପୋଷ୍ଟମର୍ଟମ ରିପୋର୍ଟ ନେଇ କ୍ୟାପିଟାଲ ହସ୍ପିଟାଲ ସୂତ୍ରରୁ ସୂଚନା ମିଳିଛି। 

Actress Rashmirekha death - Bhubaneswar DCP Prateek Singh addresses press meet
ଟେଲି ଅଭିନେତ୍ରୀ ରଶ୍ମିରେଖା ମୃତ୍ୟୁ ଘଟଣା: ରଶ୍ମି ଆତ୍ମହତ୍ୟା କରିଥିବା କହିଲେ ଭୁବନେଶ୍ୱର ଡିସିପି

ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁକୁ ନେଇ ବଢ଼ିଛି ସସ୍‌ପେନ୍ସ । ପ୍ରାଥମିକ ତଦନ୍ତରୁ ଆତ୍ମହତ୍ୟା କରିଥିବାର କହିଲେ ଭୁବନେଶ୍ୱର ଡିସିପି ।

Odia serial actress Rashmirekha commits suicide
’ସନ୍ତୋଷ ପାତ୍ର ମୋ ଝିଅକୁ ମାରିଛି, ତାକୁ ଜେଲ୍‌ ପଠାଯାଉ’

ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତଦେହ ମିଳିବା ପରେ ସନ୍ଦେହ ସୃଷ୍ଟି ହୋଇଛି। ଝିଅର ମୃତ୍ୟକୁ ନେଇ ରଶ୍ମିରେଖାଙ୍କ ବାପା ମଧ୍ୟ ସନ୍ଦେହ ପ୍ରକାଶ କରିଛନ୍ତି। 

Odia Tele Actress Found Dead In Bhubaneswar
ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଓଡ଼ିଆ ଅଭିନେତ୍ରୀଙ୍କ ମୃତଦେହ, ସୁଇସାଇଡ୍‌ ନୋଟ୍‌ ଜବତ...

ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତଦେହ ମିଳିଛି। ଘର ମାଲିକ ରଶ୍ମିରେଖାଙ୍କ ମୃତଦେହ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ଦେଖିବା ପରେ ପୋଲିସ୍‌କୁ ଖବର ଦେଇଥିଲେ।

actress
ରାସ୍ତା କଡ଼ରେ ଫଳ ବିକୁଛନ୍ତି ଓଡ଼ିଆ ଆଲ୍‌ବମ୍‌ ଅଭିନେତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ଓ ଲକଡାଉନ୍ କଟକଣା ସମସ୍ତଙ୍କ ଜୀବନ ଉପରେ ବେଶ୍ ପ୍ରଭାବ ପକାଇଛି। ରୋଜଗାର ହରାଇ ଅନେକ ଲୋକ ଅଭାବ ଅନଟନରେ ରହିଛନ୍ତି। କଳାକାରମାନେ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହାନ୍ତି। ଟିଭି ସିରିୟଲ୍‌, ଆଲ୍‌ବମ୍‌, ମଞ୍ଚ ନାଟକ ଓ ଷ୍ଟେଜ୍ ଶୋ’ କରିଥିବା ଓଡ଼ିଆ ଅଭିନେତ୍ରୀ ପ୍ରତିଭା ମହାରଣା ଓରଫ ରିଙ୍କି ଏବେ ରାଜଧାନୀର ରାସ୍ତାକଡ଼ରେ ଫଳ ବିକ୍ରି କରୁଛନ୍ତି। ଫଳ ବେପାର କରି ସେ ନିଜ ପରିବାର ପ୍ରତିପୋଷଣ କରୁଛନ୍ତି। ୪ […]