ବିଜୁ ବାବୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି ରହି ଚିକିତ୍ସିତ ହେଉଥିଲା ବେଳେ ନବୀନ ବାବୁ ତାଙ୍କୁ ଗୋଟିଏ ଦିନ ବି ଦେଖା କରିବାକୁ କି ଆଶ୍ୱାସନା ଦେବାକୁ ଯାଇନାହାନ୍ତି ବୋଲି କହିଛନ୍ତି ବିଜେପି ବିଧାୟକ । ହସ୍ପିଟାଲର ବିଲ୍ ସେତେବେଳେ ୨୨ ଲକ୍ଷ ଟଙ୍କା ହୋଇଥିଲା । ଏହା ଯେତେବେଳେ ନବୀନ ବାବୁଙ୍କୁ କୁହାଯାଇଥିଲା, ସେ ଘରେ ଲୁଚିଥିଲେ ବୋଲି କହିଛନ୍ତି ବାବୁ ।
ଆମେ 5T ରେ ମଲୁ । ସେମାନେ ଓଡ଼ିଆ ଅସ୍ମିତାରେ ମରିବେ । ନ୍ୟାରେସନ କ୍ରିଏଟ୍ କରିଦେଲେ ଆମେ ଗାଧେଇଗଲୁ । ସେମାନେ ଓଡ଼ିଆ ଅସ୍ମିତାରେ ମରିବେ ବୋଲି କହିଛନ୍ତି ଅରୁଣ । ଆମେ ଏବେ ପ୍ରତି କଥାରେ ଓଡ଼ିଆ ଅସ୍ମିତା କଥା ଉଠେଇବୁ ।
ବିଧାୟକ ଡ. ଅରୁଣ ସାହୁଙ୍କୁ ପାଠ ପଢାଇଲେ ସଂସ୍କୃତି ମନ୍ତ୍ରୀ ସୁର୍ଯ୍ୟବଂଶୀ ସୂରଜ। ଅସ୍ମିତା ମାନେ କ‘ଣ ବୁଝାଇଲେ ଶୁଣନ୍ତୁ ।