ସାଧାରଣତଃ ଆମିଷ ଖାଉଥିବା ଲୋକେ ମାଛ ଖାଇବାକୁ ପସନ୍ଦ କରିଥାନ୍ତି । ଆଜି ଆମେ ମାଛ ମଞ୍ଜିରେ ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମାଛ ମଞ୍ଜି ବରା ତରକାରି’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରିବା ।
କେବେ ଆପଣ ନୁଡୁଲ୍ସର ପକୋଡ଼ା ଖାଇଛନ୍ତି କି? ଆଜି ଆମେ ଆପଣଙ୍କୁ ଏକ ଚଟପଟା ସ୍ନାକ୍ସ ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ନୁଡୁଲ୍ସ ପକୋଡ଼ା’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ସାଧାରଣତଃ ଅଧିକାଂଶ ଲୋକ ଚିକେନ ଖାଇବାକୁ ଭଲ ପାଆନ୍ତି । ଆଜି ଆମେ ଚିକେନର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚିକେନ ଆଚାରୀ ଚମ୍ଚମ୍’ । ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ରେସିପିଟିକୁ କିଭଳି ପ୍ରସ୍ତୁତ କରାଯାଏ ।
ଆଜି ଆମେ ଆପଣଙ୍କ ପାଇଁ ଏକ ଚଟ୍ପଟା ରେସିପି ବିଷୟରେ ଜଣେଇବୁ । ଏହି ରେସିପିର ନାଁ ହେଉଛି ରାଜ୍ କଚୋରୀ’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହି ରେସିପିଟିକୁ କିଭଳି ପ୍ରସ୍ତୁତ କରାଯାଏ ।
ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମସରୁମ୍ ଚପ୍’। ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ପୂର୍ବରୁ ଚିକେନରେ ଅନେକ ରେସିପି ବିଷୟରେ ଆପଣଙ୍କୁ କହିଛୁ । ଆଜି ଆମେ ଆପଣଙ୍କୁ ମରାଠୀ ଷ୍ଟାଇଲରେ ଚିକେନର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମରାଠୀ ସ୍ପାଇସି ଚିକେନ୍’ ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ବର୍ଷାଦିନେ ସଂଧ୍ୟାରେ ଚଟପଟା ଜଳଖିଆ ଖାଇବା ପାଇଁ ସମସ୍ତେ ପସନ୍ଦ କରିଥାନ୍ତି । ଆଜି ଆମେ ଏକ ଦେଶୀ ସ୍ନାକ୍ସ ରେସିପି ବିଷୟରେ କହିବାକୁ ଯାଉଛୁ ଯାହା ଆପଣମାନେ ଆପଣଙ୍କର ସଂଧ୍ୟା ଜଳଖିଆ ଭାବେ ବନେଇ ପାରିବେ। ଏହି ସ୍ନାକ୍ସର ନାଁ ହେଉଛି ‘କଦଳୀ ମଞ୍ଜା ବରା’ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆଜି ଆମେ ଆପଣଙ୍କୁ ମଟନର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମଟନ୍ ବେସର’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ। ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆଜି ଆମେ ଆପଣଙ୍କୁ ଅଣ୍ଡାର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଅଣ୍ଡା କୋରମା’ । ଏହି ରେସିପିଟିକୁ ଆପଣ ଅତି ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆମ ଓଡ଼ିଆ ଖାଦ୍ୟର ଏକ ନିଆରା ସ୍ୱାଦ ଥାଏ । ଆଜି ଆମେ ଆପଣଙ୍କୁ ଓଡ଼ିଶାର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚାଉଳ ଦିଆ ଚୁନା ମାଛ ବରା’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ଦେଶୀ ଉପାୟରେ ଘରେ ବନେଇ ପାରିବେ ।
ଆଜି ଆମେ ବଳକା ରୁଟିରେ ପ୍ରସ୍ତୁତ ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ରୁଟି ସମୋସା’। ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।
ଘରେ ଆପଣ ଚିଙ୍ଗୁଡ଼ିର ଅନେକ ପ୍ରକାରର ରେସିପି ଖାଇଥିବେ । ଆଜି ଆମେ ଏକ ନୂଆ ଓ ଦେଶୀ ଶୈଳୀରେ ଚିଙ୍ଗୁଡ଼ିର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚିଙ୍ଗୁଡ଼ି ରସୁଣ ଚମଚମ୍’ ।
ଆଗରୁ ମଟନ୍ରେ ବହୁତ ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ। ଆଜି ଆମେ ଏକ ନୂଆ ଶୈଳୀରେ ମଟନର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଦହି ମଟନ୍’ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଘରେ ଆଳୁରେ ତିଆରି ହୋଇଥିବା ସ୍ନାକ୍ସ ଖାଇବା ପାଇଁ ବେଶୀ ସୁଆଦିଆ ଲାଗିଥାଏ । ତେବେ ଆଜି ଆମେ ଆପଣ ମାନଙ୍କୁ ଆଳୁରେ ତିଆରି ଏକ ସହଜ ଓ ଚଟପଟା ସ୍ନାକ୍ସ ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଆଳୁ ଲଚ୍ଛା ପରଟା’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ସାଧାରଣତଃ ଘରେ ପୋଟଳ ରସା,ପୋଟଳ ଭଜା ତିଆରି ହୋଇଥାଏ । ଆଜି ଆମେ ପୋଟଳର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ପୋଟଳ କୋଫ୍ତା’। ଏହି ରେସିପିଟିକୁ ଆପଣ ଅତି ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ । ତେବେ ଚାଲନ୍ତୁ ,ଜାଣିବା ଏହାକୁ କଭଳି ପ୍ରସ୍ତୁତ କରାଯାଏ ।
ଏହି ଗଣେଷ ପୂଜାରେ ଘରେ ଆପଣ ଅଳ୍ପ ଖର୍ଚ୍ଚରେ ମିଠା ବନେଇ ପାରିବେ । ଆଜି ଆମେ ଭଗବାନ ଗଣେଷଙ୍କ ଅତି ପ୍ରିୟ ଭୋଗ ବିଷୟରେ କହିବାକୁ ଯାଉଛୁ । ଏହି ମିଠା ରେସିପିର ନାଁ ହେଉଛି ‘ମୋଦକ’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।
ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସ୍ୱାଦିଷ୍ଟ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ମସ୍ରୁମ୍ ପରଟା’। ଏହି ରେସିପିଟିକୁ ଆପଣ ମାନେ ଅତି ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ । ତେବେ ଚାଲନ୍ତୁ, ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଚିକେନରେ ବହୁତ ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ। ଆଜି ଆମେ ଆପଣମାନଙ୍କୁ ଚିକେନର ଏକ ସ୍ନାକ୍ସ ରେସିପି ବିଷୟରେ କହିବାକୁ ଯାଉଛୁ। ଏହି ରେସିପିର ନା ହେଉଛି ‘ଚିକେନ କଟଲେଟ୍’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଚିଙ୍ଗୁଡିରେରେ ବହୁତ ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ। ଆଜି ଆମେ ରେଷ୍ଟୁରେଣ୍ଟ ଷ୍ଚାଇଲରେ ଚିଙ୍ଗୁଡିର ଏକ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନା ହେଉଛି ‘ଶେଜୱାନ୍ ଚିଙ୍ଗୁଡ଼ି’ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆଜି ଆମେ ଇଲିଶି ମାଛର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘‘ସିଝା ଇଲିଶି ମାଛ ବେସର । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଛତୁରେ ବିଭିନ୍ନ ପ୍ରକାରର ରେସିପି ଘରେ ପ୍ରସ୍ତୁତ କରାଯାଏ । ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ନଡ଼ିଆ ଛତୁ ବେସର’ ।
ଘରେ ତିଆରି ହୋଇଥିବା ସ୍ନାକ୍ସ ଖାଇବା ପାଇଁ ଯେତିକି ସୁଆଦିଆ ଓ ସେତିକି ସ୍ୱାସ୍ଥ୍ୟକର। ତେବେ ଆଜି ଆମେ ଆପଣମାନଙ୍କୁ ପନିର ଓ ବାଦାମରେ ତିଆରି ଏକ ସହଜ ଓ ଚଟପଟା ସ୍ନାକ୍ସ ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ପନିର-ବାଦାମ ଟିକ୍କି’। ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ କମ୍ ଖର୍ଚ୍ଚରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା
ଆମିଷରେ ମାଛକୁ ନେଇ ଅନେକ ରେସିପି ଆମେ ତିଆରି କରିଥାଉ । ମାଛର ଦେଶୀ ରେସିପି ଗୁଡିକ ଖାଇବାକୁ ବେଶୀ ସୁଆଦିଆ ଲାଗିଥାଏ । ତେବେ ଆମେ ଆପଣ ମାନଙ୍କୁ ମାଛର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ନଡ଼ିଆ କୋରାଦିଆ ମାଛ ଆମ୍ବିଳ’ । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ବନେଇ ପାରିବେ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆମ ଦେଶୀ ଓଡ଼ିଆ ଖାଇବାର ରେସିପି ସବୁଠୁ ନିଆରା । ବିଶେଷ କରି ଓଡ଼ିଆ ଦେଶୀ ରାନ୍ଧଣା ପ୍ରାୟତଃ ଆମ ସଭିଙ୍କୁ ପସନ୍ଦ ହୋଇଥାଏ । ଆଜି ଆମେ ପୋହଳା ମାଛର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ ।
ପନିର ଓ ମକାରେ ତିଆରି ଏକ ସହଜ ଓ ଚଟପଟା ସ୍ନାକ୍ସ ବିଷୟରେ ଜାଣନ୍ତୁ। ରେସିପିର ନାଁ ହେଉଛି ‘ପନିର କର୍ଣ୍ଣ କଟଲେଟ୍’’।