ଘରେ ଆପଣ କଙ୍କଡ଼ାରେ ତିଆରି ବହୁ ରେସିପି ଖାଇଥିବେ । ଆଜି ଆମେ ଆପଣଙ୍କୁ କଙ୍କଡ଼ାର ଏକ ସୁଆଦିଆ ରେପିପି ବିଷୟରେ କହିବୁ । ଏହି ରେସିପି ର ନାଁ ହେଉଛି ‘କଙ୍କଡ଼ା କର୍ମା ’ । ଏହି ରେସିପିଟିକୁ ଆପଣ ଘରେ ଅତି ସହଜ ଓ ସରଳ ଭାବରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ଘରେ ମଟନ୍ର ବିଭିନ୍ନ ରେସିପି ବନେଇ ଖାଇଥିବେ । କିନ୍ତୁ ଆଜି ଆମେ ମଟନ୍ର ଏକ ନିଆରା ଓ ସୁଆଦିଆ ରେସିପି ତିଆରି କରିବୁ । ଏହି ରେସିପିଟିକୁ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ ।
ଏବେ ଚାଲିଛି ଆମ୍ବର ଋତୁ । ଆମ୍ବରେ ବିଭିନ୍ନ ପାନୀୟ ଓ ଆଚାର,ଖଟା ପ୍ରସ୍ତୁତ କରାଯାଏ । ହେଲେ ଆଜି ଆମେ ଆପଣଙ୍କ ପାଇଁ ଆମ୍ବର ଏକ ସୁଆଦିଆ ପିଠାର ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଆମ୍ବ କାକରା’।
ଆଜି ପବିତ୍ର ରଥଯାତ୍ରା । ଜଗନ୍ନାଥ ମନ୍ଦିରରେ ପ୍ରସାଦ ଓ ଭୋଗରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଇତିହାସର ଝଲକ ମିଳିଥାଏ । ସେଥିପାଇଁ ଆଜି ଆମେ ଘରେ ବନେଇବା ଜଗନ୍ନାଥଙ୍କର ପ୍ରିୟ ଭୋଗ ‘ଖଜା’
ସଂଧ୍ୟା ଟିଫିନ୍ ପାଇଁ ଗରମାଗରମ ଜଳଖିଆ ଖାଇବାକୁ ସମସ୍ତେ ପସନ୍ଦ କରନ୍ତି । ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ଏକ ସୁଆଦିଆ ଚଟପଟା ଜଳଖିଆ ରେସିପି । ଏହି ରେସିପିର ନାଁ ହେଉଛି ପନିର କର୍ଣ୍ଣ କଟ୍ଲେଟ୍ ।' ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଘରେ ଆମେ ଚିକେନର ବିଭିନ୍ନ ରେସିପି ବନେଇଥାଉ । ଆଜି ରବିବାର ରାନ୍ଧଣାରେ ଆମେ ଚିକେନର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚିକେନ କବାବ’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ଘରେ ମଟନର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ମଟନ ବୋଟି ମସାଲା’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ଅନେକ ପ୍ରକାର ଚିଙ୍ଗୁଡ଼ିର ସୁଆଦିଆ ରେସିପି ଖାଇଥିବେ କିନ୍ତୁ କେବେ ‘ଖଟାମିଠା ଚିଙ୍ଗୁଡ଼ି କଷା’ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କ ପାଇଁ ବନେଇବୁ ଚିଙ୍ଗୁଡ଼ିର ଏହି ସୁଆଦିଆ ରେସିପି ।
ଖରାବେଳେ ଖାଦ୍ୟରେ କଣ ଖାଦ୍ୟ ପ୍ରସ୍ତୁତ କରିବେ ସେଥିପାଇଁ ଚିନ୍ତିତ କି ? ବିଲ୍କୁଲ୍ ଚିନ୍ତା କରନ୍ତୁ ନାହିଁ, କାରଣ ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସୁଆଦିଆ ରେସିପି ବନେଇବୁ । ଆଜି ଗୁରୁବାର ରାନ୍ଧଣାରେ ଘରେ ବନାନ୍ତୁ ‘ମଲାଇ ମଟର ମସ୍ରୁମ୍’
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଘରେ ବିଭିନ୍ନ ପର୍ବରେ ମିଠା ଓ ପିଠା ତିଆରି କରାଯାଏ । ପବିତ୍ର ଅକ୍ଷୟ ତୃତୀୟାରେ ଆଜି ଆମେ ବନେଇବା ଓଡ଼ିଆ ଘରର ପାରମ୍ପରିକ ସୁଆଦିଆ ମିଠା ‘ଛେନା ଝିଲି’ ।
ଚିଙ୍ଗୁଡିରେ ବହୁତ ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ। ଆଜି ଆମେ ଚିଙ୍ଗୁଡିର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନା ହେଉଛି ‘ଚିଙ୍ଗୁଡ଼ି ଜହ୍ନି ରାଇ’ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆପଣ ମଟନର ବିଭିନ୍ନ ରେସିପି ଘରେ ବନେଇ ଖାଇଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ସୁଆଦିଆ ରେସିପି ବନେଇବୁ । ଏହି ରେସିପିର ନାଁ ହେଉଛି ‘ସାହି ମଟନ୍ କୋର୍ମା’।
ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ଉପଲକ୍ଷେ ଘରେ ପୁରୀ ଖଜା ପ୍ରସ୍ତୁତ କରି ଭଗବାନଙ୍କ ନିକଟରେ ଭୋଗ ଲଗାନ୍ତୁ । ଖଜାର ଏହି ସୁଆଦିଆ ରେସିପି ବନେଇବା ଅତି ସହଜ ଓ ସରଳ ଅଟେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ଛତୁ ବା ମସରୁମ୍ର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କୁ ଛତୁର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିଟିର ନାଁ ହେଉଛି ‘ମଲାଇ ମସରୁମ୍’ । ଏହି ରେସିପିକୁ ବନେଇବା ଅତି ସହଜ ଓ ସରଳ ଅଟେ ।
ଆପଣ ଘରେ ମଟନର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ଦେଶୀ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ରସୁଣ ଖାସି ମାଂସ’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ମାଛରୁ ତିଆରି ବହୁ ଖାଦ୍ୟ ସାମଗ୍ରୀ ଖାଇଥିବେ। ତେବେ ସୁଆଦିଆ ‘ଦହି ଇଲିଶି’କେବେ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କୁ ଏହାର ପ୍ରସ୍ତୁତି ସମ୍ପର୍କରେ କହିବୁ। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଦହି ତରକାରୀ କେବେ ଖାଇଛନ୍ତି କି? ଯଦି ନା…ତେବେ ଏବେ ହିଁ ଘରେ ବନାନ୍ତୁ ଏହି ଡିସ୍। ଟିକିଏ ଲୁଣ ଆଉ ଟିକିଏ ଜିରା ଗୁଣ୍ଡ ଦେଇ ଛୁଙ୍କ ଫୁଟାଇଲେ ପଡ଼ୋଶୀ ବି ଆସି ମାଗିନେବେ ଆପଣଙ୍କ ତରକାରୀ...ଲେଖି ରଖନ୍ତୁ ପ୍ରସ୍ତୁତ ପ୍ରଣାଳୀ
ଆଜି ରବିବାର ବନାନ୍ତୁ ପାଳଙ୍ଗ ଶାଗ ଅଣ୍ଡା ଷ୍ଟାଟର । ଆପଣ ଅନେକ୍ ଷ୍ଟାଟର ଟେଷ୍ଟ କରିଥିବେ। ହେଲେ ଆଜି ରବିବାର ବନାନ୍ତୁ ପାଳଙ୍ଗ ଶାଗ ଅଣ୍ଡାରେ ପ୍ରସ୍ତୁତ ଏକ ଷ୍ଟାଟର୍। ଏହା ପାଟିକୁ କ୍ରିପ୍ସି ଓ କ୍ରଞ୍ଚି ଲାଗିବ।
ଆପଣ ମାଛରୁ ତିଆରି ବହୁ ଖାଦ୍ୟ ସାମଗ୍ରୀ ଖାଇଥିବେ। ତେବେ ସୁଆଦିଆ ‘ସିଝା ମାଛ ଝୋଳ’ କେବେ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କୁ ଏହାର ପ୍ରସ୍ତୁତି ସମ୍ପର୍କରେ କହିବୁ। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଭାରି ସୁଆଦିଆ ଶେଉଳ ମାଛ ବେସର। ଟିକିଏ ରାଗ ରାଗୁଆକୁ ଟିକିଏ ଖଟା...ଖାଲି ହାମ୍ପୁଡ଼ୁଥିବେ...ଉଷୁନା ଚାଉଳର ଗରମ ଭାତ....ଓଃ ବହି ଜମି ଯିବ
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଦୋଳ ପୂର୍ଣ୍ଣିମାରେ ଆମ ଓଡ଼ିଆ ଘରେ ବିଭିନ୍ନ ପିଠା ଓ ମିଠାର ରେସିପି ପ୍ରସ୍ତୁତ ହୋଇଥାଏ । ତେବେ ଆଜି ଆମେ ଏହି ଦୋଳ ପୂର୍ଣ୍ଣିମାରେ ଅବସରରେ ଘରେ ଏକ ସୁଆଦିଆ ମିଠାର ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି ସୁଆଦିଆ ‘ମୋହନଥାଲ୍’।
ଭାରି ସୁଆଦିଆ ଜୀରା ଦହି ଆଳୁ। ଗରମ ତେଲରେ ଭୃଷଙ୍ଗପତ୍ର, ଶୁଖିଲା ଲଙ୍କା, ଆମ୍ବ କଷିଆ ଅଦା ଦେଇ ହାଲକେଇକି ଫୁଟଣ ପକେଇ ଦେଲେ...ଖାଲି ତ ହାତକୁ ଚାଟୁଥିବେ...ଏବେ ଜାଣିରଖନ୍ତୁ ପୂରା ପ୍ରସ୍ତୁତ ପ୍ରଣାଳୀ
ଯିଏ ଖାଇଛି ସେ ଜାଣିଛି। ଏ ଆଇଟମ ଆଗରେ ଫିକା ପଡିଯିବ ଚିକେନ ହେଉକି ମାଛ ଆଇଟମ୍। ଥରେ ତିଆରି କରି ଖାଇବା ପରେ ବାରମ୍ୱାର ଖାଇବାକୁ ମନ କହିବ...
ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ବଢିଯାଏ । ଆଜି ଆମେ ଆପଣଙ୍କ ପାଇଁ ଦେଶୀ ଶୈଳୀରେ ଏକ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଦହି ଗୋଲମରିଚ ମାଂସ ‘ । ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ପ୍ରଣାଳୀରେ ବନେଇ ପାରିବେ ।
ଛତୁର ବିଭିନ୍ନ ରେସିପି ଖାଇବାକୁ ପ୍ରାୟତଃ ସମସ୍ତଙ୍କୁ ଭଲ ଲାଗିଥାଏ । ଆଗରୁ ଆମେ ଛତୁର ଭିନ୍ନ ଭିନ୍ନ ରେସିପି ବିଷୟରେ ଆପଣଙ୍କୁ କହିଛୁ । ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ମଲାଇ ମସରୁମ୍’’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।