ଆପଣ ଘରେ ମଟନର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ମଟନ ବୋଟି ମସାଲା’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ଅନେକ ପ୍ରକାର ଚିଙ୍ଗୁଡ଼ିର ସୁଆଦିଆ ରେସିପି ଖାଇଥିବେ କିନ୍ତୁ କେବେ ‘ଖଟାମିଠା ଚିଙ୍ଗୁଡ଼ି କଷା’ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କ ପାଇଁ ବନେଇବୁ ଚିଙ୍ଗୁଡ଼ିର ଏହି ସୁଆଦିଆ ରେସିପି ।
ଖରାବେଳେ ଖାଦ୍ୟରେ କଣ ଖାଦ୍ୟ ପ୍ରସ୍ତୁତ କରିବେ ସେଥିପାଇଁ ଚିନ୍ତିତ କି ? ବିଲ୍କୁଲ୍ ଚିନ୍ତା କରନ୍ତୁ ନାହିଁ, କାରଣ ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସୁଆଦିଆ ରେସିପି ବନେଇବୁ । ଆଜି ଗୁରୁବାର ରାନ୍ଧଣାରେ ଘରେ ବନାନ୍ତୁ ‘ମଲାଇ ମଟର ମସ୍ରୁମ୍’
ଆମ ଓଡ଼ିଆ ଘରେ ବାର ମାସରେ ତେର ପର୍ବ । ଘରେ ବିଭିନ୍ନ ପର୍ବରେ ମିଠା ଓ ପିଠା ତିଆରି କରାଯାଏ । ପବିତ୍ର ଅକ୍ଷୟ ତୃତୀୟାରେ ଆଜି ଆମେ ବନେଇବା ଓଡ଼ିଆ ଘରର ପାରମ୍ପରିକ ସୁଆଦିଆ ମିଠା ‘ଛେନା ଝିଲି’ ।
ଚିଙ୍ଗୁଡିରେ ବହୁତ ରେସିପି ଆମେ ଆପଣଙ୍କ ପାଇଁ ପ୍ରସ୍ତୁତ କରିଛୁ। ଆଜି ଆମେ ଚିଙ୍ଗୁଡିର ଏକ ଦେଶୀ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନା ହେଉଛି ‘ଚିଙ୍ଗୁଡ଼ି ଜହ୍ନି ରାଇ’ । ତେବେ ଏହାକୁ କିଭଳି ପ୍ରସ୍ତୁତ କରାଯାଏ ଆସନ୍ତୁ ଜାଣିବା ।
ଆପଣ ମଟନର ବିଭିନ୍ନ ରେସିପି ଘରେ ବନେଇ ଖାଇଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ସୁଆଦିଆ ରେସିପି ବନେଇବୁ । ଏହି ରେସିପିର ନାଁ ହେଉଛି ‘ସାହି ମଟନ୍ କୋର୍ମା’।
ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ଉପଲକ୍ଷେ ଘରେ ପୁରୀ ଖଜା ପ୍ରସ୍ତୁତ କରି ଭଗବାନଙ୍କ ନିକଟରେ ଭୋଗ ଲଗାନ୍ତୁ । ଖଜାର ଏହି ସୁଆଦିଆ ରେସିପି ବନେଇବା ଅତି ସହଜ ଓ ସରଳ ଅଟେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ଛତୁ ବା ମସରୁମ୍ର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କୁ ଛତୁର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିଟିର ନାଁ ହେଉଛି ‘ମଲାଇ ମସରୁମ୍’ । ଏହି ରେସିପିକୁ ବନେଇବା ଅତି ସହଜ ଓ ସରଳ ଅଟେ ।
ଆପଣ ଘରେ ମଟନର ବିଭିନ୍ନ ରେସିପି ତିଆରି କରିଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ଦେଶୀ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ରସୁଣ ଖାସି ମାଂସ’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆପଣ ମାଛରୁ ତିଆରି ବହୁ ଖାଦ୍ୟ ସାମଗ୍ରୀ ଖାଇଥିବେ। ତେବେ ସୁଆଦିଆ ‘ଦହି ଇଲିଶି’କେବେ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କୁ ଏହାର ପ୍ରସ୍ତୁତି ସମ୍ପର୍କରେ କହିବୁ। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଦହି ତରକାରୀ କେବେ ଖାଇଛନ୍ତି କି? ଯଦି ନା…ତେବେ ଏବେ ହିଁ ଘରେ ବନାନ୍ତୁ ଏହି ଡିସ୍। ଟିକିଏ ଲୁଣ ଆଉ ଟିକିଏ ଜିରା ଗୁଣ୍ଡ ଦେଇ ଛୁଙ୍କ ଫୁଟାଇଲେ ପଡ଼ୋଶୀ ବି ଆସି ମାଗିନେବେ ଆପଣଙ୍କ ତରକାରୀ...ଲେଖି ରଖନ୍ତୁ ପ୍ରସ୍ତୁତ ପ୍ରଣାଳୀ
ଆଜି ରବିବାର ବନାନ୍ତୁ ପାଳଙ୍ଗ ଶାଗ ଅଣ୍ଡା ଷ୍ଟାଟର । ଆପଣ ଅନେକ୍ ଷ୍ଟାଟର ଟେଷ୍ଟ କରିଥିବେ। ହେଲେ ଆଜି ରବିବାର ବନାନ୍ତୁ ପାଳଙ୍ଗ ଶାଗ ଅଣ୍ଡାରେ ପ୍ରସ୍ତୁତ ଏକ ଷ୍ଟାଟର୍। ଏହା ପାଟିକୁ କ୍ରିପ୍ସି ଓ କ୍ରଞ୍ଚି ଲାଗିବ।
ଆପଣ ମାଛରୁ ତିଆରି ବହୁ ଖାଦ୍ୟ ସାମଗ୍ରୀ ଖାଇଥିବେ। ତେବେ ସୁଆଦିଆ ‘ସିଝା ମାଛ ଝୋଳ’ କେବେ ଖାଇଛନ୍ତି କି ? ଆଜି ଆମେ ଆପଣଙ୍କୁ ଏହାର ପ୍ରସ୍ତୁତି ସମ୍ପର୍କରେ କହିବୁ। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଭାରି ସୁଆଦିଆ ଶେଉଳ ମାଛ ବେସର। ଟିକିଏ ରାଗ ରାଗୁଆକୁ ଟିକିଏ ଖଟା...ଖାଲି ହାମ୍ପୁଡ଼ୁଥିବେ...ଉଷୁନା ଚାଉଳର ଗରମ ଭାତ....ଓଃ ବହି ଜମି ଯିବ
ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଦୋଳ ପୂର୍ଣ୍ଣିମାରେ ଆମ ଓଡ଼ିଆ ଘରେ ବିଭିନ୍ନ ପିଠା ଓ ମିଠାର ରେସିପି ପ୍ରସ୍ତୁତ ହୋଇଥାଏ । ତେବେ ଆଜି ଆମେ ଏହି ଦୋଳ ପୂର୍ଣ୍ଣିମାରେ ଅବସରରେ ଘରେ ଏକ ସୁଆଦିଆ ମିଠାର ରେସିପି ପ୍ରସ୍ତୁତ କରିବା । ଏହି ରେସିପିର ନାଁ ହେଉଛି ସୁଆଦିଆ ‘ମୋହନଥାଲ୍’।
ଭାରି ସୁଆଦିଆ ଜୀରା ଦହି ଆଳୁ। ଗରମ ତେଲରେ ଭୃଷଙ୍ଗପତ୍ର, ଶୁଖିଲା ଲଙ୍କା, ଆମ୍ବ କଷିଆ ଅଦା ଦେଇ ହାଲକେଇକି ଫୁଟଣ ପକେଇ ଦେଲେ...ଖାଲି ତ ହାତକୁ ଚାଟୁଥିବେ...ଏବେ ଜାଣିରଖନ୍ତୁ ପୂରା ପ୍ରସ୍ତୁତ ପ୍ରଣାଳୀ
ଯିଏ ଖାଇଛି ସେ ଜାଣିଛି। ଏ ଆଇଟମ ଆଗରେ ଫିକା ପଡିଯିବ ଚିକେନ ହେଉକି ମାଛ ଆଇଟମ୍। ଥରେ ତିଆରି କରି ଖାଇବା ପରେ ବାରମ୍ୱାର ଖାଇବାକୁ ମନ କହିବ...
ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ବଢିଯାଏ । ଆଜି ଆମେ ଆପଣଙ୍କ ପାଇଁ ଦେଶୀ ଶୈଳୀରେ ଏକ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି ‘ଦହି ଗୋଲମରିଚ ମାଂସ ‘ । ଏହି ରେସିପିଟି ଆପଣ ଅତି ସହଜ ଓ ସରଳ ପ୍ରଣାଳୀରେ ବନେଇ ପାରିବେ ।
ଛତୁର ବିଭିନ୍ନ ରେସିପି ଖାଇବାକୁ ପ୍ରାୟତଃ ସମସ୍ତଙ୍କୁ ଭଲ ଲାଗିଥାଏ । ଆଗରୁ ଆମେ ଛତୁର ଭିନ୍ନ ଭିନ୍ନ ରେସିପି ବିଷୟରେ ଆପଣଙ୍କୁ କହିଛୁ । ଆଜି ଆମେ ଆପଣଙ୍କ ପାଇଁ ଛତୁର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ମଲାଇ ମସରୁମ୍’’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆଜି ସୋମବାର। ନନଭେଜ ନ ଖାଇ ଖାଆନ୍ତୁ ଭେଜ୍। ମାକେର୍ଟରୁ ପଣସକଠା ଆଜି ତିଆରି କରନ୍ତୁ ଏହି ସ୍ପାଇସି ଆଇଟମ୍...
ଆମେ ଘରେ ବିଭିନ୍ନ ପ୍ରକାରର ମିଠାର ରେସିପି ପ୍ରସ୍ତୁତ କରିଥାଉ । ଆଜି ଆମେ ବହୁତ କମ୍ ଖର୍ଚ୍ଚ ଓ କମ୍ ସମୟ ମଧ୍ୟରେ ମିଠାର ଏକ ରେସିପି ପ୍ରସ୍ତୁତ କରିବୁ । ଆଜି ଆମେ ଆପଣଙ୍କ ପାଇଁ ବନେଇବୁ ଓଡ଼ିଆ ଘରର ପାରମ୍ପରିକ ସୁଆଦିଆ ମିଠା ‘ଲବଙ୍ଗଲତା’ । ଏହି ମିଠା ଖାଇବାକୁ ବହୁତ ସୁଆଦିଆ ଲାଗେ ।
ଆପଣ ମଟନର ବିଭିନ୍ନ ରେସିପି ଘରେ ବନେଇ ଖାଇଥିବେ । ଆଜି ଆମେ ଆପଣଙ୍କ ପାଇଁ ମଟନର ଏକ ସୁଆଦିଆ ରେସିପି ବନେଇବୁ । ଏହି ରେସିପିର ନାଁ ହେଉଛି ‘ସାହି ମଟନ୍ କୋର୍ମା’।
ସାଧାରଣତଃ ଖାଦ୍ୟରେ ଆମିଷ ଥିଲେ ଖାଇବାର ସ୍ୱାଦ ଦୁଇ ଗୁଣ ହୋଇଥାଏ । ଆମିଷରେ ଚିକେନକୁ ନେଇ ଅନେକ ରେସିପି ଆମେ ତିଆରି କରିଥାଉ । ତେବେ ଆମେ ଆପଣ ମାନଙ୍କୁ ଚିକେନର ଏକ ନୂଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ପିଆଜ ଶଣ୍ଢା ଚିକେନ୍ କଷା।’ ।
ଭାରି ସୁଆଦିଆ ଦେଶୀ କୁକୁଡ଼ା ବାଉଁଶ ପୋଡ଼ା। ପଖାଳ ହେଉ କି ଗରମ, କି ରୁଟି ଯାହାକୁ ଲଗାଇ ଖାଇଲେ ବି ଭାରି ଟେଷ୍ଟି । ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ସୁଆଦିଆ 'ଦେଶୀ କୁକୁଡ଼ା ବାଉଁଶ ପୋଡ଼ା' । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ
ଘରକୁ କୁଣିଆ ଆସିଲେ ଆମେ ସାଧାରଣତଃ ବାହାରୁ ମିଠା ଆଣିଥାଉ । କିନ୍ତୁ ଆପଣ ଚାହିଁଲେ ଘରେ ମଧ୍ୟ ସୁଆଦିଆ ମିଠଆ ପ୍ରସ୍ତୁତ କରି ଘରେ ଅତିଥି ଚର୍ଚ୍ଚା କରିପାକିବେ । ସେଥିପାଇଁ ଆଜି ଆମେ ନେଇ ଆସିଛୁ ମିଠାର ଏକ ସୁଆଦିଆ ରେସିପି । ଏହି ରେସିପିର ନାଁ ହେଉଛି ସୁଆଦିଆ ‘କାଲାକନ୍ଦ’ ।