ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆ ବର୍ତ୍ତମାନ ଅଧ୍ୟାପକ, ଗାର୍ଡନର୍, ଅଫିସ୍ ଆସିଷ୍ଟାଣ୍ଟ୍ ବିଜ୍ଞପ୍ତି ବାହାର କରିଛି। ଏହି ନିଯୁକ୍ତି ଅଫ୍ଲାଇନ୍ ଆବେଦନ ମୋଡ୍ ମାଧ୍ୟମରେ ହେବ। ଏହି ନିଯୁକ୍ତି କେବଳ ଓଡ଼ିଶାରେ ହେବ।
ନବରଙ୍ଗପୁର. ଆନନ୍ଦପୁର ଓ ଜଳେଶ୍ୱର ଆଦି ଅନେକ ଅଂଚଳରେ ସବୁଠି ବେଆଇନ ବାଲି ଚାଲାଣ ଅଭିଯୋଗ ହୋଇଛି। ବିଭିନ୍ନ ଘାଟରୁ ବେଧଡକ ଲୁଟ ହେଉଛି ବାଲି, କୋଟି କୋଟି ଟଙ୍କା ରାଜସ୍ୱ ହରାଉଛନ୍ତି ସରକାର। କେଉଁଝର ଜିଲ୍ଲାର ଆନନ୍ଦପୂରଠାରେ ଥିବା ବୈତରଣୀ ବାଲିଘାଟର ଦୃଶ୍ୟ ଦେଖିଲେ ଆପଣ ସବୁକିଛି ବୁଝିପାରିବେ। ବେଆଇନ୍ ଭାବେ ଡଙ୍ଗାରେ ମୋଟର ଲଗାଇ ପାଣି ଭିତରୁ ବାଲି ଉଠାଚାଲିଛି