ବିଧାନସଭାରେ ଦାଶରଥୀ ଓ ରାଜନଙ୍କ ଯୁକ୍ତିତର୍କ । ଏଭଳି ଅବସ୍ଥା ଦେଖି ବିଧାୟକ ତାରା ପ୍ରସାଦ ବାହିନୀପତି ଓ ପବିତ୍ର ସାଉଁଟା ଉଭୟ ଦାଶରଥୀ ଓ ରାଜନଙ୍କୁ ବୁଝାଇଥିଲେ ।
ଯାହାକୁ ଡରୁଥିଲେ ତାହା ହିଁ ଘଟିଲା। ବିଧାନସଭା ଆରମ୍ଭରୁ ପୋଲିସ ଓ ପ୍ରଶାସନକୁ ଘାରିଥିଲା ଆତ୍ମହତ୍ୟା ଉଦ୍ୟମ ଭୟ। କଡାକଡି ହୋଇଥିଲା କଟକଣା। ତଥାପି ଘଟିଲା। ବିଧାନସଭା ନିକଟରେ ପୁଣି ଅତ୍ମହତ୍ୟା ଉଦ୍ୟମ ହୋଇଛି।
କଂଗ୍ରେସର ଖଣି ସଂପର୍କିତ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିନଥିବାରୁ ଆଜି ଆରମ୍ଭରୁ ଗୃହରେ ହଙ୍ଗାମା ହୋଇଥିଲା । ଏ ନେଇ ବାଚସ୍ପତିଙ୍କୁ ତାଙ୍କ ଚ୍ୟାମ୍ବରରେ ଘେରାଇ କରିଥିଲେ ବିଜେପି ଓ କଂଗ୍ରେସ ବିଧାୟକ।
ଦିନକ ପରେ ବିଧାନସଭାର ମୌସୁମୀ ଅଧିବେଶନ । ରାଜ୍ୟ ସରକାରଙ୍କୁ ଘେରିବା ପାଇଁ ବିଜେପି ଓ କଂଗ୍ରେସ ତାର ଷ୍ଟ୍ରାଟେଜୀ ପ୍ରସ୍ତୁତ କରୁଛନ୍ତି । ତେବେ ସ୍ପଳ୍ପକାଳୀନ ଅଧିବେଶନ ହୋଇଥିଲେ ମଧ୍ୟ ବିରୋଧୀଙ୍କ ହାତରେ ପ୍ରସଙ୍ଗର ଲମ୍ବାତାଲିକା ।