• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Assembly Winter Session

Winter Session
ଉଷ୍ଣ ରହିବ ଶୀତ ଅଧିବେଶନ, ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ରଣନୀତି

ଆଜିଠୁ ବିଧାନସଭାର ଶୀତ ଅଧିବେଶନ….କାଲି ବାଚସ୍ପତି ଡାକିଥିଲେ ସର୍ବଦଳୀୟ ବୈଠକ ….ସୁରୁଖୁରୁରେ ଗୃହ ପରିଚାଳନାକୁ ଗୁରୁତ୍ୱ ,….

Odisha Assembly
ବିଧାନସଭାରେ ହାଇଡ୍ରାମା: ୩ ଦଳର ହଙ୍ଗାମା ଯୋଗୁ ଷଷ୍ଠ ଦିନରେ ବି ଚାଲିପାରିଲାନି ବିଧାନସଭା

ଷଷ୍ଠ ଦିନରେ ବି ବିଧାନସଭାରେ ଅଚଳାବସ୍ଥା ଦେଖିବାକୁ ମିଳିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କରି ବିଜେପି ସଦସ୍ୟମାନେ ଗୃହର ମଧ୍ୟଭାଗରେ ଘଣ୍ଟ ବାଡେଇଥିଲେ।

School Teachers
ଓଡ଼ିଶାରେ ସରକାରୀ ହାଇସ୍କୁଲ୍‌ରେ ଖାଲି ପଡ଼ିଛି ୫ ହଜାରରୁ ଅଧିକ ଶିକ୍ଷକ ପଦବୀ

ଓଡ଼ିଶାରେ ୧ ହଜାର ୮୮୦ ସରକାରୀ ହାଇସ୍କୁଲ୍‌ରେ ୫ ହଜାରରୁ ଅଧିକ ଶିକ୍ଷକ ପଦବୀ ଖାଲି ପଡ଼ିଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧ହଜାର ୭୫ ସଂଖ୍ୟକ ସ୍କୁଲ୍‌କୁ ରୂପାନ୍ତରଣ କରାଯାଇଛି।  

 Congress Legislators Stage Dharna
ବିଧାନସଭା ଗେଟ୍‌ ଆଗରେ କଂଗ୍ରେସର ଧାରଣା

ବିଧାନସଭା ଆରମ୍ଭରୁ କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଧାନସଭାର ପ୍ରବେଶ ଦ୍ୱାରରେ ବସି କଂଗ୍ରେସ ବିଧାୟକ ଧାରଣା ଦେଇଛନ୍ତି। 

Odisha Assembly
ବିଧାନସଭା ଶୀତକାଳୀନ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା : ଆତ୍ମାହୂତି ଘଟଣା ଏଡ଼ାଇବାକୁ ପୋଲିସ ସଜାଗ

କାଲିଠୁ ବିଧାନସଭାର ଶୀତ ଅଧିବେଶନ ପୂର୍ବରୁ ବରିଷ୍ଠ ଅଧିକାରୀଙ୍କ ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜିପି । ଡିଜିପିଙ୍କ ସହ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା ପରେ ସିପି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ।