ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ
ସରକାରୀ ଖାତାରୁ କୁଆଡ଼େ ଗଲା ଦେଓମାଳି ? ରାଜସ୍ୱ କି ଜଙ୍ଗଲ ବିଭାଗ ଖାତାରେ ନାହିଁ ରେକର୍ଡ । ବିଧାନସଭାରେ ପର୍ଯ୍ୟଟନ ମନ୍ତ୍ରୀଙ୍କ ତଥ୍ୟରୁ ବିବାଦ ।
ଦେଓମାଳି ରାଜସ୍ୱ ବିଭାଗ ଓ ଜଙ୍ଗଲ ବିଭାଗ ରେକର୍ଡରେ ନ ଥିବାବେଳେ କିଭଳି ରେକର୍ଡକୁ ଅଣାଯିବ ତାହା ଉପରେ ପଦକ୍ଷେପ ଗ୍ରହଣ କରାଯିବ। ଖୁବ୍ଶୀଘ୍ର ବୈଠକ ବସି ସମାଧାନ କରାଯିବ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।
ବିଜେପି ଦେଇଥିବା ମୁଲତବି ପ୍ରସ୍ତାବ ଅଗ୍ରାହ୍ୟ ନେଇ ବାଚସ୍ପତିଙ୍କ ଘୋଷଣା ...ଗୃହରେ ଆଲୋଚନା ଦାବିରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ...
ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ଏହାର ଜବାବ ରଖି ଅର୍ଥମନ୍ତ୍ରୀ କହିଛନ୍ତି, ବିରୋଧୀ ଆଣିଥିବା ଅଭିଯୋଗ ଭିତ୍ତିହୀନ।
ଆର୍ବିଟ୍ରେସନ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଧରି ୨୧ ତାରିଖ ରାତିରେ ନିର୍ମାଣସୌଧରେ ପଶିଥିଲା ଠିକା କଂପାନୀ।
CRCC ମାନଙ୍କୁ ନେଇ କମିଟି କରି ରିପୋର୍ଟ ଦେବେ ବିଇଓ । ବିଇଓମାନଙ୍କ ରିପୋର୍ଟ ପରେ ଠିକା ସଂସ୍ଥାକୁ ପଚରାଯିବ କହିଲେ ଡିଇଓ ।
ଜୟପୁରର ବିଭିନ୍ନ ସ୍କୁଲ୍ରେ ଏମଡିଏମ୍ ଦୁର୍ନୀତି ନେଇ ଅଭିଯୋଗ ହୋଇଥିଲା ।
ATMରୁ ଟଙ୍କା ବାହରିଲା ଭଳି ଏଣିକି ରାସନ୍ ବାହାରିବ। ପାଇଲଟ ପ୍ରୋଜେକ୍ଟ ଭାବେ ରାଜଧାନୀ ଭୁବନେଶ୍ୱରରେ ଏହି ଯୋଜନା ଆରମ୍ଭ ହେବ।
IT କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ବିଶେଷ ପ୍ରୋତ୍ସାହନ ଘୋଷଣା । ସ୍ଥାୟୀ ପୁଞ୍ଜିନିବେଶ ନିମନ୍ତେ କଂପାନୀଗୁଡ଼ିକୁ ନିବେଶର ୨୫% ଯୋଗାଇ ଦିଆଯିବ ।
କାଶୀପୁର ଘଟଣାକୁ ନେଇ କଂଗ୍ରେସର ଉଦବେଗ୍ । ରାଜ୍ୟ ସରକାରଙ୍କୁ ନରସିଂହ ମିଶ୍ରଙ୍କ ଟାଗେର୍ଟ ।
ଏକ ପ୍ରଶ୍ନର ଉତ୍ତର ରଖି ମତ ରଖିଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୦୫ ଜଣ ଶିଶୁ ରାସ୍ତା କଡ଼ରେ ରହୁଛନ୍ତି ।
ରତ୍ନଭଣ୍ଡାର ସ୍ଥିତି ଅତ୍ୟନ୍ତ ଶୋଚନୀୟ ଥିବାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ବି କ୍ଷୋଭ ପ୍ରକାଶ କରିବା ସହ ଶୀଘ୍ର ମରାମତି ଓ ଅଳଙ୍କାର ଗଣତି ପାଇଁ ପୂର୍ବରୁ କରିଥିଲେ ଅପିଲ୍ ।
ରାଜ୍ୟ ସରକାରଙ୍କ ପାଖରେ ଏଭଳି ଘଟଣାର ଦୃଷ୍ଟିଗୋଚର ହୋଇନି । ବିଧାନସଭାରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସ୍ଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବିଧାନସଭା ହୁଲ୍ସ୍ତୁଲ୍ ହୋଇଛି। ଆଜି ଗୃହରେ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇଥିଲା।
ସୌମ୍ୟ କହିଲେ ଭୁଲ୍ ତଥ୍ୟ ଦେଇ ଆମକୁ ସଜାଉଛନ୍ତି ମିଛୁଆ । ଆନନ୍ଦପୁରର ସ୍ୱାସ୍ଥ୍ୟ ଭିତ୍ତିଭୂମି ଗୁମର ଖୋଲିଲେ ଭାଗିରଥୀ
୩ ବର୍ଷ ଭିତରେ ୨୫୯୭୩ ମହିଳା ନିଖୋଜ ହୋଇଛନ୍ତି । ସେଥିରୁ ୯୯୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବାକି ୧୬,୦୫୩ ମହିଳା ଏବେବି ନିଖୋଜ ଅଛନ୍ତି ।
ନୁପୂର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ବିଧାନସଭାରେ ହଟ୍ଟଗୋଳ । ବିଜେପି ଓ କଂଗ୍ରେସ ମୁହାଁମୁହିଁ...
ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ: ପ୍ରଶ୍ନକାଳରେ ପର୍ଯ୍ୟଟନ କ୍ଷେତ୍ରକୁନେଇ ଆଲୋଚନା ସରଗରମ ହୋଇଛି ।
ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି
ଅପରାହ୍ନ ଅଧିବେଶନ ଘଣ୍ଟାଏ ବଢ଼ି ୪ଟାରୁ ୭ଟା ପର୍ଯ୍ୟନ୍ତ ଚାଲିବାକୁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି
ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି ।
ବିଧାନସଭାର ପ୍ରେସ୍ ଲାଉଞ୍ଜ ଓ ଲୋକସେବା ଭବନକୁ ସାମ୍ବାଦିକଙ୍କୁ ଛଡ଼ା ଯାଉନଥିବାରୁ ବିଧାନସଭାରେ ଉଦ୍ବେଗ ପ୍ରକାଶ ପାଇଛି। କେଉଁ କଥା ଲୁଚାଇବାକୁ ସରକାର ସାମ୍ବାଦିକଙ୍କୁ ଆସିବାକୁ ଦେଉନାହାନ୍ତି ବୋଲି ମୋହନ ମାଝୀ ପ୍ରଶ୍ନ କରିଛନ୍ତି।
ବିଧାନସଭାର ପ୍ରଶ୍ନକାଳରେ ରାଜ୍ୟ ସରକାରଙ୍କ 5-T ଓ ମୋ ସରକାର ବ୍ୟବସ୍ଥାକୁ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ତେରଛା ବାଣ ମାରିଛନ୍ତି। 5-T ଦ୍ୱାରା ସରକାରୀ ବିଭାଗ ଗୁଡ଼ିକରେ ଜାତିଭେଦ ସୃଷ୍ଟି ହେଉଥିବା ଗୃହରେ ସୌମ୍ୟ କହିଛନ୍ତି।
ରାଜ୍ୟରେ ୬ ବର୍ଷ ଭିତରେ କୃଷକଙ୍କ ମାସିକ ଆୟ ମାତ୍ର ୧୩୬ ଟଙ୍କା ବଢ଼ିଛି। ୨୦୧୨ରୁ ୨୦୧୮ ମଧ୍ୟରେ ରାଜ୍ୟର ଚାଷୀର ମାସିକ ଆୟ ୧୩୬ ଟଙ୍କା ବଢ଼ିଛି।