ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ବାରଣ । ଆଦିବାସୀ ମେଳାରେ ପ୍ରବେଶ ନିଷେଧ । ବିଧାନସଭା ଆଗରେ ଦଉଡ଼ି ଲଗାଇ ବାଟ ବନ୍ଦ । କଣ ରାଜ୍ୟ ସରକାରଙ୍କୁ ଘାରିଛି କି ସାମ୍ବାଦିକ ଡର ?
ନବ ଦାସ ହତ୍ୟା ଘଟଣାକୁ ନେଇ ବିଧାନସଭା ହୁଲସ୍ତୁଲ। ବଜେଟ୍ ଅଧିବେଶନର ପ୍ରଥମ ଦିନରେ ଗୃହରେ ପ୍ରବଳ ହଟ୍ଟଗୋଳ କରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ ।
ନବ ଦାସ ହତ୍ୟା ଓ ଅନ୍ୟ ଗରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଗୁମର ଖୋଲୁଥିବାରୁ ତାଙ୍କୁ ଶାସକ ଦଳ ଟାର୍ଗେଟ କରୁଛି ବୋଲି ଜୟନରାୟଣ ଅଭିଯୋଗ କରିଛନ୍ତି । ତେବେ ଆଗକୁ ବିଧାନସଭା ବଜେଟ୍ ଅଧିବେଶନ ଥିବାରୁ ଗୃହରେ ନବ ଦାସ ହତ୍ୟାକାଣ୍ଡ ଏକ୍ସପୋଜ୍ ହେବ, ଘଟଣା ପଛରେ ରହିଥିବା ଅନେକ ରହସ୍ୟର ଖୁଲାସା କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିରୋଧୀ ଦଳ ନେତା ।
ନବ ଦାସ ହତ୍ୟା ଓ ଅନ୍ୟ ଗରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଗୁମର ଖୋଲୁଥିବାରୁ ତାଙ୍କୁ ଶାସକ ଦଳ ଟାର୍ଗେଟ କରୁଛି ବୋଲି ଜୟନରାୟଣ ଅଭିଯୋଗ କରିଛନ୍ତି । ତେବେ ଆଗକୁ ବିଧାନସଭା ବଜେଟ୍ ଅଧିବେଶନ ଥିବାରୁ ଗୃହରେ ନବ ଦାସ ହତ୍ୟାକାଣ୍ଡ ଏକ୍ସପୋଜ୍ ହେବ, ଘଟଣା ପଛରେ ରହିଥିବା ଅନେକ ରହସ୍ୟର ଖୁଲାସା କରାଯିବ ବୋଲି ଚେତାବନୀ ଦେଇଛନ୍ତି ବିରୋଧୀ ଦଳ ନେତା ।
ସବୁଠାରୁ ବଡ଼ ପ୍ରଶ୍ନ ହେଲା, ଓଡ଼ିଶାରେ ଆଗୁଆ ନିର୍ବାଚନ ନେଇ ବିଜେପି କାହିଁକି ଆଶଙ୍କା ପ୍ରକାଶ କରୁଛି?
ଶୀତକାଳୀନ ଅଧିବେଶନର ପ୍ରଥମ ଦିନ । ଖାଁ ଖାଁ ବିଧାନସଭା ପରିସର । କାରଣ ବିଧାନସଭା ଉପରେ ପଡିଛି ପଦ୍ମପୁର ଉପନିର୍ବାଚନର ଇଫେକ୍ଟ । ଉପନିର୍ବାଚନ ଲାଗି ବିଜେଡିର ମାଳମାଳ ମନ୍ତ୍ରୀ, ବିଧାୟକ ପ୍ରଚାରରେ ମାତିଛନ୍ତି । ତେଣୁ ବିଧାନସଭାରେ ବିଧାୟକ ମରୁଡ଼ି ସ୍ଥିତି ।
ଚାଷୀ ବହୁଳ ପଦ୍ମପୁରରେ ଉପନିର୍ବାଚନ ଥିବାରୁ ବୀମା, ଇନ୍ପୁଟ୍ ସବସିଡିକୁ ବି ମୁଖ୍ୟ ଅସ୍ତ୍ର କରିବ ବିଜେପି । କଂଗ୍ରେସ, ଚାଷୀ ଓ ନାଗଫାସ ସମେତ ଆଇନ୍ ଶୃଙ୍ଖଳା ଓ ଦରଦାମ ବୃଦ୍ଧି ପ୍ରସଙ୍ଗ ବି ଗୃହରେ ଉଠାଇବ ।
ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ସୁନିଲ ବଂଶଲ
ସରକାରୀ ଖାତାରୁ କୁଆଡ଼େ ଗଲା ଦେଓମାଳି ? ରାଜସ୍ୱ କି ଜଙ୍ଗଲ ବିଭାଗ ଖାତାରେ ନାହିଁ ରେକର୍ଡ । ବିଧାନସଭାରେ ପର୍ଯ୍ୟଟନ ମନ୍ତ୍ରୀଙ୍କ ତଥ୍ୟରୁ ବିବାଦ ।
ଦେଓମାଳି ରାଜସ୍ୱ ବିଭାଗ ଓ ଜଙ୍ଗଲ ବିଭାଗ ରେକର୍ଡରେ ନ ଥିବାବେଳେ କିଭଳି ରେକର୍ଡକୁ ଅଣାଯିବ ତାହା ଉପରେ ପଦକ୍ଷେପ ଗ୍ରହଣ କରାଯିବ। ଖୁବ୍ଶୀଘ୍ର ବୈଠକ ବସି ସମାଧାନ କରାଯିବ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।
ବିଜେପି ଦେଇଥିବା ମୁଲତବି ପ୍ରସ୍ତାବ ଅଗ୍ରାହ୍ୟ ନେଇ ବାଚସ୍ପତିଙ୍କ ଘୋଷଣା ...ଗୃହରେ ଆଲୋଚନା ଦାବିରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ...
ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ଏହାର ଜବାବ ରଖି ଅର୍ଥମନ୍ତ୍ରୀ କହିଛନ୍ତି, ବିରୋଧୀ ଆଣିଥିବା ଅଭିଯୋଗ ଭିତ୍ତିହୀନ।
ଆର୍ବିଟ୍ରେସନ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଧରି ୨୧ ତାରିଖ ରାତିରେ ନିର୍ମାଣସୌଧରେ ପଶିଥିଲା ଠିକା କଂପାନୀ।
CRCC ମାନଙ୍କୁ ନେଇ କମିଟି କରି ରିପୋର୍ଟ ଦେବେ ବିଇଓ । ବିଇଓମାନଙ୍କ ରିପୋର୍ଟ ପରେ ଠିକା ସଂସ୍ଥାକୁ ପଚରାଯିବ କହିଲେ ଡିଇଓ ।
ଜୟପୁରର ବିଭିନ୍ନ ସ୍କୁଲ୍ରେ ଏମଡିଏମ୍ ଦୁର୍ନୀତି ନେଇ ଅଭିଯୋଗ ହୋଇଥିଲା ।
ATMରୁ ଟଙ୍କା ବାହରିଲା ଭଳି ଏଣିକି ରାସନ୍ ବାହାରିବ। ପାଇଲଟ ପ୍ରୋଜେକ୍ଟ ଭାବେ ରାଜଧାନୀ ଭୁବନେଶ୍ୱରରେ ଏହି ଯୋଜନା ଆରମ୍ଭ ହେବ।
IT କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ବିଶେଷ ପ୍ରୋତ୍ସାହନ ଘୋଷଣା । ସ୍ଥାୟୀ ପୁଞ୍ଜିନିବେଶ ନିମନ୍ତେ କଂପାନୀଗୁଡ଼ିକୁ ନିବେଶର ୨୫% ଯୋଗାଇ ଦିଆଯିବ ।
କାଶୀପୁର ଘଟଣାକୁ ନେଇ କଂଗ୍ରେସର ଉଦବେଗ୍ । ରାଜ୍ୟ ସରକାରଙ୍କୁ ନରସିଂହ ମିଶ୍ରଙ୍କ ଟାଗେର୍ଟ ।
ଏକ ପ୍ରଶ୍ନର ଉତ୍ତର ରଖି ମତ ରଖିଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୦୫ ଜଣ ଶିଶୁ ରାସ୍ତା କଡ଼ରେ ରହୁଛନ୍ତି ।
ରତ୍ନଭଣ୍ଡାର ସ୍ଥିତି ଅତ୍ୟନ୍ତ ଶୋଚନୀୟ ଥିବାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ବି କ୍ଷୋଭ ପ୍ରକାଶ କରିବା ସହ ଶୀଘ୍ର ମରାମତି ଓ ଅଳଙ୍କାର ଗଣତି ପାଇଁ ପୂର୍ବରୁ କରିଥିଲେ ଅପିଲ୍ ।
ରାଜ୍ୟ ସରକାରଙ୍କ ପାଖରେ ଏଭଳି ଘଟଣାର ଦୃଷ୍ଟିଗୋଚର ହୋଇନି । ବିଧାନସଭାରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସ୍ଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବିଧାନସଭା ହୁଲ୍ସ୍ତୁଲ୍ ହୋଇଛି। ଆଜି ଗୃହରେ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇଥିଲା।
ସୌମ୍ୟ କହିଲେ ଭୁଲ୍ ତଥ୍ୟ ଦେଇ ଆମକୁ ସଜାଉଛନ୍ତି ମିଛୁଆ । ଆନନ୍ଦପୁରର ସ୍ୱାସ୍ଥ୍ୟ ଭିତ୍ତିଭୂମି ଗୁମର ଖୋଲିଲେ ଭାଗିରଥୀ
୩ ବର୍ଷ ଭିତରେ ୨୫୯୭୩ ମହିଳା ନିଖୋଜ ହୋଇଛନ୍ତି । ସେଥିରୁ ୯୯୨୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବାକି ୧୬,୦୫୩ ମହିଳା ଏବେବି ନିଖୋଜ ଅଛନ୍ତି ।