କେହି ଅଣ ଆଦିବାସୀ ଯଦି ଆଦିବାସୀ ଜମି କିଣନ୍ତି, ତାକୁ ବି ବେଆଇନ ଘୋଷଣା କରି ଆଦିବାସୀଙ୍କୁ ଫେରସ୍ତ ହେବ, ଏପରି ୧୯୬୯୦ ମାମଲା ବିଚାରାଧୀନ ଅଛି । ବିଚାର କରିବା କ୍ଷମତା ଜିଲ୍ଲାପାଳଙ୍କୁ ଦିଆଯାଇଛି ।
ଓଡ଼ିଶାରେ ସମୁଦାୟ କେତେ ଷଣ୍ଢ ଅଛନ୍ତି, ସେଥିରୁ କେଉଁ ଜିଲ୍ଲାରେ କେତେ ଅଛନ୍ତି, କେଉଁ ଜିଲ୍ଲାରେ ସବୁଠାରୁ ଅଧିକ ଷଣ୍ଢ ଅଛନ୍ତି, ଗତବର୍ଷଠାରୁ ଏ ବର୍ଷ ଷଣ୍ଢଙ୍କ ସଂଖ୍ୟା କମିଛି ନା ବଢ଼ିଛି, ସରକାର ଷଣ୍ଢ ସଂଖ୍ୟା ବଢ଼େଇବାକୁ କଣ ପଦକ୍ଷେପ ନେଉଛନ୍ତି, ପଢ଼ନ୍ତୁ ଏହି ଖବରରୁ।
ଆଜିଠୁ ବିଧାନସଭାର ଶୀତ ଅଧିବେଶନ। ଏଥିପାଇଁ ୩ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍। ସରକାରଙ୍କୁ ଘେରିବାକୁ ପ୍ରସଙ୍ଗ ବାଛି ସାରିଲେଣି ବିରୋଧୀ ।
ସରଗରମ ହେବ ଶୀତ ଅଧିବେଶନ .. ପ୍ରସଙ୍ଗ ବାଛି ପ୍ରସ୍ତୁତ ବିରୋଧୀ ।
ଖୋର୍ଦ୍ଧା, କଟକ ଓ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଠକେଇ ହୋଇଛି । ଗତବର୍ଷ ମଧ୍ୟ ୪୯୫ ସୁନା ବ୍ୟବସାୟୀ ଗ୍ରାହକଙ୍କୁ ଠକିଥିଲେ ।
ବିଜେଡିକୁ କାଉଣ୍ଟର କରିଥିଲେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ । ସେ କହିଥିଲେ, କେନ୍ଦ୍ରମନ୍ତ୍ରୀଙ୍କ ମତ ବ୍ୟକ୍ତିଗତ । ଓଡ଼ିଶାବାସୀ ଗ୍ରହଣ କରିଛନ୍ତି । ଯେଉଁମାନେ ରିମୋର୍ଟରେ ପରିଚାଳିତ ହେଉଛନ୍ତି ସେମାନେ ବିରୋଧ କରୁଛନ୍ତି ।
ଚଳିତ ବର୍ଷ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଛାତ୍ରଛାତ୍ରୀ ।
ଗତ ୫ ବର୍ଷରେ ଝାରସୁଗୁଡ଼ାରେ ୭୨ ଓ ବଲାଙ୍ଗିରରେ ୫୫ ଜଣଙ୍କ ବଜ୍ରପାତରେ ମୃତ୍ୟୁ ହୋଇଛି ।
ଗୃହରେ ଉଠିଲା କଳିଙ୍ଗ ପୁରସ୍କାର ପ୍ରସଙ୍ଗ। କଳିଙ୍ଗ ପୁରସ୍କାର ନେଇ ବିଜେଡି-ବିଜେପି କଥା କଟାକଟି।
ଆରମ୍ଭ ହେବ ଆମ ଓଡିଶା ନବୀନ ଓଡ଼ିଶା କାମ। ବିଧାୟକ ତାରା ବାହିନିପତିଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି।
ବାବୁ ମାନଙ୍କ ସରକାରୀ କ୍ୱାର୍ଟର ମରାମତିରେ ଖର୍ଚ୍ଚ ହୋଇଛି ଲକ୍ଷ ଲକ୍ଷ ଟଙ୍କା। ବିଧାନସଭାରେ କଂଗ୍ରେସ ବିଧାୟକ ପବିତ୍ର ସାଉଣ୍ଟାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଛତୁଆକୁ ନେଇ ବିଧାନସଭାରେ ଗଭୀର ଉଦବେଗ। ସାରା ରାଜ୍ୟରେ ବର୍ଷ ବର୍ଷ ଧରି ଛତୁଆ ମହାଦୁର୍ନୀତି ବରଗଛ ଚେର ଭଳି ମାଡ଼ି ରହିଥିବା ବେଳେ ଆଜି ଗୃହରେ ଉଠିଛି ଏ ପ୍ରସଙ୍ଗ।
ଛତୁଆକୁ ନେଇ ବିଧାନସଭାରେ ଗଭୀର ଉଦବେଗ। ସାରା ରାଜ୍ୟରେ ବର୍ଷ ବର୍ଷ ଧରି ଛତୁଆ ମହାଦୁର୍ନୀତି ବରଗଛ ଚେର ଭଳି ମାଡ଼ି ରହିଥିବା ବେଳେ ଆଜି ଗୃହରେ ଉଠିଛି ଏ ପ୍ରସଙ୍ଗ।
ଛତୁଆ ମାନକୁ ନେଇ ଗୃହରେ ଏକାଧିକ ବିଧାୟକଙ୍କ ଉଦ୍ବେଗ । ଗୃହରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ।
ଛତୁଆକୁ ନେଇ ବିଧାନସଭାରେ ଉଦବେଗ । ଛତୁଆର ମାନ ନେଇ ଏକାଧିକ ବିଧାୟକଙ୍କ ଉଦବେଗ ପ୍ରକାଶ କରିବା ଗୃହରେ ଛତୁଆ ଝଡ଼ ।
ରାଜସ୍ବ ମନ୍ତ୍ରୀ କହିଥିଲେ- ମୁଁ ଏତେ ଖାଲି ପଦବୀର କାରଣ ଖୋଜୁଛି । ହେଲେ ଏହା ମୋତେ ପୂର୍ବ ସରକାରରୁ ଉତ୍ତରାଧିକାରୀ ସୂତ୍ରରେ ମିଳିଛି ବୋଲି କହି କଟାକ୍ଷ କରିଥିଲେ ସୁରେଶ ପୂଜାରୀ ।
କମ୍ ମାପର ତେଲ ଦେଇ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ । ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ପରେ ଚିନ୍ତାରେ ଗ୍ରାହକ ।
ବିଧାନସଭାରେ ଭାଇ-ଭାଇଙ୍କ ପ୍ରଶ୍ନୋତ୍ତର । ବିଧାନସଭାରେ ପ୍ରଶ୍ନ କଲେ ସାନ ଭାଇ କଳିକେଶ ସିଂହଦେଓ । ଉତ୍ତର ରଖିଲେ ବଡ଼ ଭାଇ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ । ବିଦ୍ୟୁତ ଶକ୍ତି ଉତ୍ପାଦନ ସମ୍ପର୍କିତ ପ୍ରଶ୍ନ କଲେ କଳିକେଶ ।
କିଛି ବିଧାୟକ ଫଟୋ ଉଠାଇବା ସହ ଫୋନରେ କଥା ହେଉଛନ୍ତି । ଏହା ଜାଣିବା ପରେ ବିଧାନସଭା ଗୃହ ଭିତରେ ମୋବାଇଲ ଓ ପାଣି ବୋତଲ କଟକଣା ଲଗାଇଛନ୍ତି ବାଚସ୍ପତି ।
ବିଜେପି କହିଛି, ବିଜେଡି ଗାଡିର ଷ୍ଟେରିଂ ଧରିଛି କଂଗ୍ରେସ । କଂଗ୍ରେସର କାନ୍ଧରେ ବନ୍ଧୁକ ରଖି ଗୁଳି ବି ଫୁଟାଉଛି ବିଜୁ ଜନତା ଦଳ ।
ଆଜି ଶୂନ୍ୟକାଳ ଆରମ୍ଭରେ କଂଗ୍ରେସ ସଦସ୍ୟ ସଂରକ୍ଷଣକୁ ନେଇ ପ୍ରବଳ ହଟ୍ଟଗୋଳ କରିଥିଲେ । ଗୃହ ଭିତରେ ଲିଫ୍ଲେଟ୍ ଫିଙ୍ଗି ପ୍ରତିବାଦ କରିଥିଲା କଂଗ୍ରେସ ।
ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।
ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।
ଦେବଗଡ଼ ଜିଲ୍ଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି ।
ବସ୍ ଚଳାଚଳ ବାବଦରେ ରାଜ୍ୟ ସରକାର ୩୯୯ କୋଟି ୧୨ ଲକ୍ଷ ୪୪ ହଜାର ୬୪୦ ଟଙ୍କା ଖର୍ଚ୍ଚ କରିଥିବା ବେଳେ ଆୟ ହୋଇଛି ମାତ୍ର ୨୫ କୋଟି ୩ ଲକ୍ଷ ୮୬ ହଜାର ୫୮୫ ଟଙ୍କା ।