ପ୍ରିମିୟମ୍ ଦେଇନପାରି ଅତିରିକ୍ତ ଜାଗା ଫେରାଇବାକୁ ଧାଡ଼ିରେ ହିତାଧିକାରୀ । ବିଏମସି ଅଭିଯୋଗ ପ୍ରକୋଷ୍ଠରେ ବସ୍ତିବାସିନ୍ଦାଙ୍କ ଲାଗୁଛି ଲମ୍ବା ଲାଇନ୍ ।
ଶଙ୍ଖଭବନରେ ବିଧାୟକଙ୍କ ସହ ବିଜେଡିର ମନ୍ତ୍ରଣା । ମନ୍ତ୍ରୀ ବଡ଼ କି ସଚିବ ବଡ଼ ପ୍ରସଙ୍ଗରେ ଅକଳରେ ବିଜେଡି ।
ଭୋଟ୍ ବାତିଲ କରାଯିବାରୁ ବିପିନ ପ୍ରଧାନଙ୍କ ସମର୍ଥକ ବ୍ଲକ ଅଫିସରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ।
ସେପଟେମ୍ବର ୨ୟ ସପ୍ତାହରେ ଭାଙ୍ଗିବାକୁ ହୋଇପାରେ ନିଷ୍ପତ୍ତି । ଲୋକସଭା ଭୋଟ୍ ବି ଆଗୁଆ ହେବା ନେଇ କଳ୍ପନା ଜଳ୍ପନା ।
ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ ଏକାନ୍ତ ଅନୁଗତ ଶଶିକଳା । ତାମିଲନାଡୁ ରାଜନୀତିରେ ଅନ୍ୟତମ ପ୍ରଭାବଶାଳୀ ଚେହେରା ଭି.କେ.ଶଶିକଳା ।
ବିରୋଧୀ ନେତାଙ୍କୁ ଚେକ୍ ଦେବାକୁ ବିଜେଡିର ନୂଆ ଷ୍ଟ୍ରାଟେଜୀ । ଅପରାଜିତା ଓ ପ୍ରଦୀପଙ୍କୁ ଘେରିବା ପରେ ଉଠିଲା ପ୍ରଶ୍ନ ।
ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ଜମି ପଟ୍ଟା ଭେଳିକି । ଜାଗା ମିଶନ ଜରିଆରେ ଜାଗା ପଟ୍ଟା ବାଣ୍ଟିଲେ ରାଜ୍ୟ ସରକାର ।
ଏପରି ଲୋକକୁ ଆପଣାଇ ଧର୍ମେନ୍ଦ୍ର କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି । ନିଜ ସ୍ୱାର୍ଥ ସାଧନ ପାଇଁ ପ୍ରଶାନ୍ତଙ୍କୁ ଧର୍ମେନ୍ଦ୍ର କୋଳେଇ ନେବାକୁ ଯାଉଛନ୍ତି ବୋଲି କହିଛନ୍ତି ସସ୍ମିତ ।
5-T ସଚିବଙ୍କ ବିଭିନ୍ନ ଗସ୍ତ କାର୍ଯ୍ୟକ୍ରମର ଖର୍ଚ୍ଚକୁ ଚନ୍ଦ୍ରୟାନ-୩ ମିଶନ ଖର୍ଚ୍ଚ ସହ ତୁଳନା କରିଛନ୍ତି।
ଯାହାକୁ ନେଇ ଗଂଜାମ ଜିଲ୍ଲା ରାଜନୀତିରେ ହଲଚଲ୍ ସାଙ୍ଗକୁ ସୋସିଆଲ ମଡିଆରେ ବି ଭାଇରାଲ୍ ।
ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା କହି ଗଂଜାମ ଜିଲ୍ଲାପାଳ, ଡିଆଇଜି ସତ୍ୟବ୍ରତ ଭୋଇଙ୍କ ଉପରେ ବି ବର୍ଷିଛନ୍ତି ପ୍ରଦୀପ ।
ଆଗକୁ ବଡ଼ ଖୁଲାସା କରିବେ ମନମୋହନ ! ଖୋଲାକଥାରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ଇସାରା । କହିଲେ ଏବେ କହିବିନି ଠିକ୍ ସମୟରେ କହିବି..
ଫେଲ୍ ମାରିଛି କି ମୋ ଘର ଯୋଜନା ? ବାଲେଶ୍ୱରରେ ୧୭ ହଜାର ଆବେଦନକାରୀଙ୍କ ସ୍ଥାନରେ ମାତ୍ର ୩ ।
୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପି ପ୍ରସ୍ତୁତ କଲା ରଣନୀତି । ବିଜେପି ପକ୍ଷରୁ ରାଜ୍ୟ ପଦାଧିକାରୀଙ୍କ ତାଲିକା ଜାରି ହୋଇଛି । ଏହି ତାଲିକାରେ ୩୫ ଜଣଙ୍କ ନାଁ ରହିଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହି ତାଲିକା ଜାରି କରିଛନ୍ତି । ଜାରି ହୋଇଥିବା ତାଲିକାରେ ୧୦ ଜଣ ଉପସଭାପତି ରହିଥିବାବେଳେ ୫ ସାଧାରଣ ସମ୍ପାଦକ ସାମିଲ ହୋଇଛନ୍ତି ।
ନବୀନ ଏନଡିଏ ଆଡ଼କୁ ଢଳୁଥିବା ଚର୍ଚ୍ଚା, ତଥାଗତ ମାରିଲେ ତେରଛା ବାଣ ।
ଦିଲ୍ଲୀ ବିଲ୍ ରେ ମୋଦି ସରକାରଙ୍କୁ ବିଜେଡିର ସମର୍ଥନ । ଆଲୋଚନା ବେଳେ ଉପସ୍ଥିତ ରହିବାକୁ ସାଂସଦଙ୍କୁ ହ୍ୱିପ୍ ।
ନବୀନ ଓଡ଼ିଶା ସ୍କିମକୁ ନେଇ ଗାଁ ଗାଁରେ ଝମେଲା । ସରପଞ୍ଚରୁ ବିଧାୟକ ଯାଏଁ ଦେଉଛନ୍ତି ଭିନ୍ନ ଭିନ୍ନ ପ୍ରକଳ୍ପ ତାଲିକା ।
ନିର୍ବାଚନ ଲାଗି ହୋଇଥିଲା କି ଆମ ଗାଁ ଆମ ବିକାଶ ଯୋଜନା? ଏବେ କାହିଁକି ବନ୍ଦ ହେଲା ? ଏବେ ପୁଣି ନୂଆ ଫର୍ମଟା...ନିର୍ବାଚନ ପାଖେଇ ଆସୁଛି ବୋଲି? ତେଜେସ୍ୱର ପରିଡା, ବିଜେପି ନେତା
ପାଣ୍ଡିଆନଙ୍କ ପଲିଟିକାଲ ଷ୍ଟାଇଲ୍ ଗସ୍ତକୁ ନେଇ ଥମୁନି ବିରୋଧ । ତୀବ୍ର ବିରୋଧ ପରେ ରାଜ୍ୟ ସରକାରଙ୍କ ନୂଆ ଚାଲ୍ ।
5T ସଚିବଙ୍କ ଗସ୍ତକୁ ନେଇ ବିବାଦ ବଢୁଥିବା ବେଳେ ଆଜି ବିଜେପି ନେତା ପ୍ରଦୀପ ପୁରୋହିତ ମାରିଛନ୍ତି ଟିକେଟ୍ ବାଣ। ଅଭିଯୋଗ କରିଛନ୍ତି, ଆସନ୍ତା ନିର୍ବାଚନ ଲାଗି ନବୀନଙ୍କ ଦସ୍ତଖତ ଥିବା ସାଦା ଟିକଟ ପାଣ୍ଡିଆନଙ୍କ ହାତରେ ଥିବାରୁ ବିଜେଡି ନେତାମାନେ ତାଙ୍କ ବିରୋଧରେ ମୁହଁ ଖୋଲିବାକୁ ଡରୁଛନ୍ତି। ସେପଟେ ଅଭିଯୋଗର ଜବାବ ରଖି ବିଜେଡି କହିଛି, ଏସବୁ ଭିତ୍ତିହୀନ।
5T ସଚିବଙ୍କ ଗସ୍ତକୁ ନେଇ ନବୀନଙ୍କୁ ଅପରାଜିତାଙ୍କ ଟାର୍ଗେଟ୍ ।
ମନ୍ତ୍ରିମଣ୍ଡଳରୁ ବାଦ ନ ପଡିଲେ ବି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିଭାଗ ବଦଳିପାରେ ବୋଲି ମଧ୍ୟ ଚର୍ଚ୍ଚା। ବାହାନଗା ରେଳ ଦୁର୍ଘଟଣା ଯୋଗୁଁ ନେଇ ତାଙ୍କ ବିଭାଗ ବଦଳାଇପାରନ୍ତି ପ୍ରଧାନମନ୍ତ୍ରୀ।
ସମ୍ବଲପୁର ସହର ଭିତରେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ, ଜିଲ୍ଲା ସଭାପତି ସିଦ୍ଧାର୍ଥ ଦାସଙ୍କ ସମେତ ଅନେକ ନେତା ପ୍ରଣବଙ୍କୁ ସ୍ୱାଗତ କରିଥିଲେ।
ଦୁର୍ନୀତିର ଗନ୍ତାଘର ଫାଇଭ୍-ଟି। ପୁରୁଣା ଘରେ ରଙ୍ଗ ମାରି ବିଲ୍ ହେଉଛି କୋଟି କୋଟି । ବାରମ୍ବାର ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ । ବିଜେପି ଅଭିଯୋଗ କରିଛି, କେବଳ ଦୁର୍ନୀତି ଲାଗି ଖୋଲାଯାଇଛି ଏଇ ବିଭାଗ ।
ଯଦି ରାଜନୀତି କରିବାକୁ ଏତେ ଇଛା ଚାକିରି ଛାଡ଼ କହିଲେ ଅପରାଜିତା । ସରକାରୀ ଚାକିରି କରିବ ପୁଣି ସରକାରଙ୍କଠାରୁ ଦରମା ନେଇ ରାଜନୀତି କରିବ ।