• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Bse Exams

Matric Exam
Odisha BSE Matric Exam: ଆସନ୍ତାକାଲିଠୁ ମାଟ୍ରିକ୍ ପରୀକ୍ଷା; ଆଜି ଡ୍ରାଏ ରନ୍

ପରୀକ୍ଷା ପୂର୍ବରୁ ଆଜି ଡ୍ରାଏ ରନ୍ କରାଯିବ। ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ଚୟନ ହୋଇଥିବା କମାଣ୍ଡ ସେଣ୍ଟର୍ ତଥା ନୋଡାଲ୍ ସେଣ୍ଟର୍ ଓ ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥାର ଅନୁଧ୍ୟାନ କରାଯିବ।

Odisha Matric Exam 2024 date announced
ଫେବ୍ରୁଆରୀ ୨୦ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ

ମାଟ୍ରିକ୍‌ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ବି ହେବ ବୋଲି କୁହାଯାଇଛି । ଅନ୍ୟପଟେ ମାଟ୍ରିକ୍‌ ଖାତା ଦେଖା ତାରିଖ ମଧ୍ୟ ଘୋଷଣା କରିଛି ବୋର୍ଡ ।