• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Budget 2021

budget
୧ ଲକ୍ଷ ୭୦ ହଜାର କୋଟିର ରାଜ୍ୟ ବଜେଟ୍‌; କାଳିଆ ଯୋଜନା ପାଇଁ ୧୮୦୦ କୋଟି, ଆଉ କାହାକୁ କେତେ ଜାଣନ୍ତୁ

ଭୁବନେଶ୍ୱର: ବିଧାନସଭାରେ ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଏଥର ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ପେପର୍ ଲେସ୍ ବଜେଟ୍ ଉପସ୍ଥାପନ ହେଉଛି। ଗତବର୍ଷ ଅପେକ୍ଷା ଏବର୍ଷ ୧୩ ପ୍ରତିଶତ ବଜେଟ୍ ପରିମାଣ ବଢ଼ିଛି। ଚଳିତ ଥର ବଜେଟ୍‌ରେ କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି ବି ବ୍ୟୟବରାଦ କରିଛନ୍ତି ଅର୍ଥମନ୍ତ୍ରୀ। ସେହିପରି ଉଦ୍ୟାନ […]

odisha budget
କାଲି ରାଜ୍ୟ ବଜେଟ୍; ତୈଳ ଦର ହ୍ରାସ ଲାଗି ଭାଟ୍ କମିବା ଆଶାରେ ସାଧାରଣ ଜନତା

ଭୁବନେଶ୍ୱର: ଆସନ୍ତାକାଲି ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏଥର ୧ ଲକ୍ଷ ୭୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯିବ। ଏଥରପେପର୍ ଲେସ୍ ବଜେଟ୍ ଉପସ୍ଥାପନ କରିବେ  ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ମହାମାରୀ କରୋନା ପରେ ଆସୁଥିବା ଏହି ବଜେଟ୍‌ରୁ ଅନେକ କିଛି ଆଶା ରଖିଛନ୍ତି ବିଭିନ୍ନ ବର୍ଗ। ତେବେ ଅର୍ଥନୈତିକ ସର୍ଭେ ରିପୋର୍ଟରେ ରାଜ୍ୟ ଅର୍ଥନୀତିର ବିକଳ ଚିତ୍ର ସାମ୍ନାକୁ ଆସିବା ପରେ, ରାଜ୍ୟରେ ଅର୍ଥନୀତିକୁ ଫେରାଇ ଆଣିବା ପାଇଁ ସରକାର କେଉଁ […]

assembly
ସୁରୁଖୁରୁରେ ଚାଲି ପାରୁନାହିଁ ବିଧାନସଭା: ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ କଲେ ହଟ୍ଟଗୋଳ

ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ବି ବିଧାନସଭା ଅଚଳ ହୋଇଛି। ଆଜି ପ୍ରଶ୍ନକାଳ ଆରମ୍ଭରୁ ଚାଷୀ ପ୍ରସଙ୍ଗରେ ବିରୋଧୀ ହଟ୍ଟଗୋଳ କରିଥିଲେ, ଫଳରେ ଗୋଟିଏ ମିନିଟ୍ ବି ପ୍ରଶ୍ନକାଳ ଚାଲି ପାରିନଥିଲା।

assembly
ଗୃହ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ, ବିରୋଧୀ କଲେ କକ୍ଷତ୍ୟାଗ

ବିଧାନସଭା ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। କୋଟିଆ ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଛନ୍ତି।

Odisha budget
ଆଜି ବଜେଟ: ଆସିପାରେ କୃଷି ଓ ସ୍ୱାସ୍ଥ୍ୟ ସଂକ୍ରାନ୍ତ ନୂଆ ଯୋଜନା

ଭୁବନେଶ୍ୱର: ବିଧାନସଭାରେ ଆଜି ଉପସ୍ଥାପନ ହେବ ରାଜ୍ୟ ବଜେଟ୍ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ପେପର୍ ଲେସ୍ ବଜେଟ୍ ଉପସ୍ଥାପନ କରିବେ।  ଗତବର୍ଷ ଅପେକ୍ଷା ଏବର୍ଷ ୧୩ ପ୍ରତିଶତ ବଜେଟ୍ ପରିମାଣ ବଢିଥିବା ବେଳେ, କୋଭିଡ୍ ପାଇଁ ସ୍ୱାସ୍ଥ୍ୟ ଓ ଶିକ୍ଷା ସମେତ ବିଭିନ୍ନ କ୍ଷେତ୍ରରେ ବର୍ଦ୍ଧିତ ଖର୍ଚ୍ଚକୁ ସରକାର କିପରି ପରିଚାଳନା କରୁଛନ୍ତି ତା ଉପରେ ରହିଛି ସମସ୍ତଙ୍କର ନଜର । ମହାମାରୀ କରୋନା ପରେ […]