କାଳିଆ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ, ବିଜୁ ପକ୍କା ଘର ଓ ମିଶନ ଶକ୍ତି । ହିତାଧିକାରୀଙ୍କୁ ସିଧାସଳଖ ଲାଭ ଦେଉଥିବା ଏମିତି ଯୋଜନାକୁ ୨୦୨୨-୨୩ ଆର୍ଥିକ ବର୍ଷ ବଜେଟ୍ରେ ମିଳିଛି ଗୁରୁତ୍ୱ ।
ଦେଶର ଅଭିବୃଦ୍ଧି ହାର ୭.୮% ରହିବା ଆକଳନ କରାଯାଇଛି । ଦେଶ ତୁଳନାରେ ଓଡ଼ିଶାର ଅଭିବୃଦ୍ଧି ହାର ବଢ଼ି ୯ରୁ ୯.୨% ରହିବ ବୋଲି ମଧ୍ୟ ଆକଳନ କରାଯାଇଛି ।