ଆଉ ୨ଟି ନୁହେଁ, ଏଣିକି ଗୋଟିଏ ଅପସନାଲ୍ ବିଷୟ ଆଶାୟୀ ବାଛିବେ।
ରାୟଗଡ଼ା ଜିଲ୍ଲାର ୧୫ ପଞ୍ଚାୟତ, କୋରାପୁଟର ୩୧ ପଞ୍ଚାୟତକୁ ମିଳିବ ପାଣି
ରାଜ୍ୟ କ୍ୟାବିନେଟରେ ମିଶନ ଶକ୍ତି ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ମିଶନ ଶକ୍ତି ମହିଳାଙ୍କ ପାଇଁ ୫ ବର୍ଷରେ ୪,୯୭୩ କୋଟି ଟଙ୍କା ଖର୍ଚ୍ଚ ହେବ ।
ରାଜ୍ୟ କ୍ୟାବିନେଟ୍ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୫ ମହାନଗର ନିଗମ ପାଇଁ ଜାଗା ମିଶନକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ୮ ଲକ୍ଷ ୫୮ ହଜାର ଲୋକ ଉପକୃତ ହେବେ।
ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟଫର୍ମରେ ବସୁଥିବା ବୈଠକରେ ୯ଟି ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି ।
ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟଫର୍ମରେ ବସୁଥିବା ବୈଠକରେ ୯ଟି ପ୍ରସ୍ତାବ ପାରିତ ହେବାର ସମ୍ଭାବନା ରହିଛି ।
ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପାଇଁ ଆଗାମୀ ତିନି ବର୍ଷ ୨ ହଜାର କୋଟି, ବିଜୁ ସେତୁ ଯୋଜନାରେ ୫ ହଜାର୧୮୨ କୋଟି ଖର୍ଚ୍ଚ ହେବ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆଗାମୀ ୫ ବର୍ଷରେ ୪୮୪ କୋଟି ଅନୁଦାନ ରଖାଯାଇଛି।
ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ଇଲେ୍କ୍ଟ୍ରୋନିକ୍ସ ନୀତିକୁ ମଂଜୁରୀ ପ୍ରଦାନ କରାଯାଇଛି।
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କୌଣସି ବ୍ୟବସ୍ଥାରେ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ। ଏବେ ରାଜ୍ୟ ସରକାର ମ୍ୟୁନ୍ସିପାଲ ଆଇନ ସଂଶୋଧନ କରିବା ପରେ ନିର୍ବାଚନର ବାଟ ଫିଟିଛି, କିନ୍ତୁ ବିରୋଧୀଙ୍କ ପ୍ରଶ୍ନ ହେଲା, ସରକାର ତ ଆଗରୁ ହିଁ ଆଇନରେ ସଂଶୋଧନ କରି ନିର୍ବାଚନ କରାଇ ପାରିଥାନ୍ତେ। ଏତେ ଦିନ ଧରି ତାହା କାହିଁକି କରୁନଥିଲେ ବୋଲି ସେମାନେ ପ୍ରଶ୍ନ କରିଛନ୍ତି।
ବୈଦୁତିକ ଯାନର ନବୀକରଣ ଓ ଗବେଷଣାକୁ ମଧ୍ୟ ପ୍ରୋତ୍ସାହନ ଯୋଗାଇ ଦିଆଯିବ। ସେହିଭଳି ଉତ୍ପାଦନକାରୀ କମ୍ପାନୀ ଓ ଯାନ ବ୍ୟବହାରକାରୀ ସାଧାରଣ ଲୋକଙ୍କୁ ଆର୍ଥିକ ରିହାତି ସହ ଗାଡ଼ି ପଞ୍ଜିକରଣ ଦେୟ, ରୋଡ୍ ଟ୍ୟାକ୍ସ ଆଦି ଛାଡ଼ କରାଯିବାର ପ୍ରାବଧାନ ରହିଛି।
ଇନଡୋର ଷ୍ଟାଡିୟମରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଭାରୋତ୍ତୋଳନ ସହ ଯୋଗାଭ୍ୟାସ, ବ୍ୟାୟାମଶାଳା ରହିବ ପ୍ରାକୃତିକ ବିପର୍ଯ୍ୟୟ ବେଳେ ଷ୍ଟାଡିୟମକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବା ସହ ମହାମାରୀ ବେଳେ ଡାକ୍ତରଖାନା ଭାବେ ମଧ୍ୟ ବ୍ୟବହାର କରାଯାଇ ପାରିବ।
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ୧୧ଟି ପ୍ରସ୍ତାବକୁ ମିଳିଛି ମଂଜୁରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ଅର୍ଥ, ମତ୍ସ୍ୟ ଓ ପ୍ରାଣୀ ସଂପଦ, ସାଧାରଣ ପ୍ରଶାସନ ବିଭାଗ, ଗୃହ ନିର୍ମାଣ ଓ ନଗର…
ଭୁବନେଶ୍ୱର: ଗୁଣପୁର GIETକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମୋହର। ଏନେଇ ଗତକାଲି ବସିଥିବା ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ କ୍ୟାବିନେଟ୍ରେ ବସିଥିବା ବୈଠକରେ ୫ଟି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ପୂର୍ବତନ ବିଧାୟକମାନଙ୍କ ବୀମା ଓ ସ୍ୱାସ୍ଥ୍ୟ ଭତ୍ତା ବୃଦ୍ଧି ପ୍ରସ୍ତାବକୁ ମୋହର ମାରିଛି କ୍ୟାବିନେଟ୍। ସେହିପରି ସେମାନଙ୍କ ବୀମା ୨ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ତା’ସହ ସେମାନଙ୍କ ମେଡିକାଲ ଭତ୍ତା ମାସିକ ୨ ହଜାର ଟଙ୍କା ପର୍ଯ୍ୟନ୍ତ […]
ଭୁବନେଶ୍ୱର: ଏଣିକି ନାମ ଫଳକ ଓଡ଼ିଆରେ ଲେଖିବା ବାଧ୍ୟତାମୂଳକ। ପ୍ରତି ଦୋକାନ ସହ ପ୍ରତିଷ୍ଠାନଗୁଡ଼ିକର ନାମ ଫଳକ ଓଡ଼ିଆରେ ଲେଖାଯିବ। ନଚେତ୍ ତଣ୍ଡ ଗଣିବେ ଦୋକାନୀ। ଗତକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ଥର ଧରାପଡ଼ିଲେ ୧ ହଜାରରୁ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ବାର ଧରାପଡ଼ିଲେ ୨ରୁ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ସେହିପରି ଓଡ଼ିଆ ସରକାରୀ ଭାଷା ଆଇନରେ […]