ଆଦିବାସୀ ଭୋଟ୍ ନେବାକୁ ବି ଷ୍ଟ୍ରାଟେଜି ରହିଥିବା ଚର୍ଚ୍ଚା । ବିଜେଡି ସରକାରଙ୍କୁ କଡ଼ା ସମାଲୋଚନା କଲେ ବିରୋଧୀ । ଏଭଳି ମନ୍ତ୍ରିମଣ୍ଡଳ ପୁନର୍ଗଠନ କୌଣସି ପ୍ରଭାବ ପଡ଼ିବନି କହିଲେ ବିରୋଧୀ ।
କ୍ୟାବିନେଟ୍ ମନ୍ତ୍ରୀ ଭାବେ ବିକ୍ରମ, ସୁଦାମ, ସାରଦାଙ୍କ ଶପଥପାଠ । ଆରୁଖଙ୍କୁ ଅର୍ଥ, ସୁଦାମଙ୍କୁ ସ୍କୁଲ ଓ ଗଣଶିକ୍ଷା, ସାରଦାଙ୍କୁ ଶ୍ରମ ବିଭାଗ ।
ପଦ୍ମପୁର ଉପନିର୍ବାଚନରେ ବିଜେଡିର ବୃହତ ବିଜୟ ପରେ ସୁଶାନ୍ତଙ୍କୁ ପୁଣିଥରେ ମନ୍ତ୍ରିମଣ୍ଡଳରେ ନିଆଯିବ ବୋଲି ଚର୍ଚ୍ଚା ହେଉଥିଲା। କିନ୍ତୁ ମନ୍ତ୍ରିମଣ୍ଡଳରେ ତାଙ୍କୁ ନିଆଯାଇନାହିଁ ।
ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଆଜି ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ। ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ନେବେ। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନି।
୬୪ ବର୍ଷୀୟ ସାରଦା ୨୦୦୪ରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହାପରେ ୨୦୦୯ ଏବଂ ୨୦୧୯ରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ ।
ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳରେ ଛୋଟ ଧରଣର ଅଦଳବଦଳ ହୋଇପାରେ
ବାଦ ପଡିଥିବ ମନ୍ତ୍ରୀ ମାନଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ହେଉଛି
ଆଜି ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀ ଶପଥ ନେଇଛନ୍ତି । ମୋଟ୍ ୨୧ ଜଣ ମନ୍ତ୍ରୀ ନେଇଛନ୍ତି ଶପଥ । ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିଛି । ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...
୨୦୧୯ ନିର୍ବାଚନ ପରେ ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀ ହୋଇଥିବା ୧୦ ଜଣଙ୍କୁ ଏଥର ବାଦ୍ ଦିଆଯାଇଛି
କାହାକୁ ମିଳିଲା କେଉଁ ବିଭାଗ ?
ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ମୋଟ୍ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଛି।
ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ପୁରା ମନ୍ତ୍ରିମଣ୍ଡଳର ନବକଳେବର ହୋଇଛି। ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
ମୁଖ୍ୟମନ୍ତ୍ରୀ ଏମାନଙ୍କ ଉପରେ ଆସ୍ଥାରଖି ମନ୍ତ୍ରିମଣ୍ଡଳରେ ପୁଣି ସ୍ଥାନ ଦେଇପାରନ୍ତି ।
୨୧ ମନ୍ତ୍ରୀଙ୍କ ମଧ୍ୟରୁ ୧୩ଜଣଙ୍କୁ କ୍ୟାବିନେଟ୍ ଓ ୮ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିପାରେ।
ବିଧାୟକଙ୍କ ପାଖକୁ ଗଲା ନବୀନ ନିବାସରୁ ଫୋନ୍ କଲ୍
ମନ୍ତ୍ରିମଣ୍ଡଳ ନବକଳେବର ପୂର୍ବରୁ ୨୨ ବର୍ଷ ଶାସନରେ ପ୍ରଥମ ଥର ପାଇଁ ଇସ୍ତଫା ଦେଲେ ସବୁ ମନ୍ତ୍ରୀ, କାଲି ଲୋକସେବା ଭବନ କନ୍ଭେନ୍ସଲନ୍ ହଲ୍ରେ ଦିନ ୧୧ଟା ୪୫ରେ ନୂଆ ଟିମ୍ର ଶପଥଗ୍ରହଣ ।
ପାଓ୍ୱାର କରିଡରରେ ବଡ଼ ହଲ୍ଚଲ୍ ମନ୍ତ୍ରିମଣ୍ଡଳ । ନବକଳେବରର ମାର୍ଗ ପ୍ରଶସ୍ତ କରିବା ପାଇଁ ବଡ଼ ମାଷ୍ଟର ଷ୍ଟ୍ରୋକ୍ ଖେଳିଛନ୍ତି ନବୀନ । ୨୨ ବର୍ଷର ଶାସନକାଳରେ ପ୍ରଥମଥର ପାଇଁ ସବୁ ମନ୍ତ୍ରୀଙ୍କ ଇସ୍ତଫା ଦିଆଇଛନ୍ତି ମୁଖ୍ୟମନ୍ତ୍ରୀ । ଏପରିକି ବାଚସ୍ପତି ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।