ଏନେଇ ଘୋଷଣା କଲା ଓଡ଼ିଶା ଲୋକସେବା ଆୟୋଗ ।
ଅନ୍ୟ ପାଇଁ ସାଜିଛନ୍ତି ଉଦାହରଣ। ଅଭାବ ଅନଟନ ମଧ୍ୟରେ ସଫଳତାର ସିଡି ଚଢିଛନ୍ତି ଅନେକ।
ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ, ପ୍ରଣବ ରଂଜନ ସାହୁ ତୃତୀୟ । ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ଏବଂ ୫ ଝିଅ ଅଛନ୍ତି ।
ଫଳ ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । କୋର୍ଟଙ୍କ ବିନାନୁମତିରେ ଫଳ ପ୍ରକାଶ ନକରିବାକୁ OPSCକୁ ନିର୍ଦ୍ଦେଶ ।