• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Corona Deaths

coronavirus-odisha
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ […]

EaNSYFqWAAApKws
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ ଓ ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରଷ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। […]

corona 33
ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ, ଭଦ୍ରକ, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଗଜପତିରୁ ମଧ୍ୟ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise of twelve #COVID19 positive patients while under […]