• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Corona News Today

corona death
ରାଜ୍ୟରେ ଆଉ ୪୩ ମୁଣ୍ଡ ନେଲା କରୋନା : କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ କମୁଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୩ ଜଣଙ୍କ ମୁଣ୍ଡ ନେଲା କରୋନା । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ…

corona
ଆଜି ବି ରାଜ୍ୟରେ ୩ ହଜାର ଉପରକୁ କରୋନା ସଂକ୍ରମିତ ଚିହ୍ନଟ, ୪୪ ମୃତ

ଭୁବନେଶ୍ୱର: ଆଜି ବି ରାଜ୍ୟରେ ୩ ହଜାର ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ୩,୪୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩,୬୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୨,୦୯୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ…

corona test
କାଲି କମିଥିଲା, ଆଜି ବଢ଼ିଲା; ରାଜ୍ୟରେ ୩,୪୫୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୩ ହଜାର ତଳକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୪୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୧,୯୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ…

corona national
୩ ମାସ ପରେ ୫୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ; ୧,୧୬୭ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହାର ଦ୍ରୁତ ଗତିରେ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଗ୍ରାଫ ଏବେ ତଳମୁହାଁ ରହିଛି। ଦୀର୍ଘ ୩ ମାସ ପରେ ଏବେ ଦୈନିକ କରୋନା ରୋଗୀଙ୍କ ସଂଖ୍ୟା ୪୦ ହଜାର ପାଖାପାଖି ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ…

corona virus
୩ ହଜାର ତଳକୁ ଖସିଲା ସଂକ୍ରମିତଙ୍କ ସଂଖ୍ୟା , ୨୪ ଘଣ୍ଟାରେ ଆଖି ବୁଜିଲେ ୩୮

ଭୁବନେଶ୍ୱର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଇଛି। ସଂକ୍ରମିତଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଥିଲେ ହେଁ ମୃତ୍ୟୁ ସଂଖ୍ୟ କମୁନି। ଗତକାଲି  ୪୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବାବେଳେ ଆଜି ୩୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।…

corona testing
୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨,୦୬୯ ଓ ଲୋକାଲ କେସ୍- ୧,୫୬୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୦୬ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୪୩୮ଜଣ ପଜିଟିଭ୍‌…

china corona
ରାଜ୍ୟରେ ପୁଣି ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ପୁଣି ୪୪ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ବାଲେଶ୍ୱର,…

bhubaneswar-vaccination
କରୋନା ସଂକ୍ରମଣ ଖୋର୍ଦ୍ଧାରେ କମୁଛି, କଟକରେ ବଢୁଛି: ହେଲେ ଡରଉଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ କମୁଛି କରୋନା ସଂକ୍ରମଣ ପ୍ରଭାବ। ଗତକାଲି ୭୦୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି  ୬,୧୧୮ ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୩୪୫୩ କ୍ୱାରେଣ୍ଟିନ ସେଣ୍ଟରରେ ଥିବାବେଳେ ୨,୬୬୫ ଲୋକାଲ…

corona patient
ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୪୨ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି କରୋନାଜନିତ ମୃତ୍ୟୁ ସଂଖ୍ୟା। ମେ’ ୩୧ ତାରିଖରେ ୩୭ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ଜୁନ୍ ୧ ତାରିଖ ସର୍ବାଧିକ ୪୦ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା। ଜୁନ୍‌ ୨ ତାରିଖ ୪୨ ଜଣ…

corona test
୮ ହଜାର ତଳକୁ ଖସୁନି କରୋନା ସଂକ୍ରମଣ, ଆଜି ବାହାରିଲେ ୮,୮୩୯ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୮ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଗତକାଲି ତୁଳନାରେ ଆଜି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ରାଜ୍ୟରୁ ୮୩୯୯ କରୋନା ସଂକ୍ରମିତ ବାହାରିଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି  ୮,୮୩୯ ରୋଗୀ।…

wuhan
ରାଜ୍ୟରେ ୪୦ କରୋନା ସଂକ୍ରମିତ ଆଖି ବୁଜିଲେ

ଭୁବନେଶ୍ୱର: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଚିନ୍ତା ହଜାଇ ଦେଇଛି। ବଢି ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଗତକାଲି ୩୭ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ସର୍ବାଧିକ ୪୦ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ…

corona vaccine
ରାଜ୍ୟରେ ଆଜି ବି ଚିହ୍ନଟ ହେଲେ ୮ ହଜାରରୁ ଅଧିକ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ସଂକ୍ରମଣ। ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ଖସୁଥିଲେ ହେଁ ଗତକିଛି ଦିନ ଧରି ୮ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୮୩୯୯ କରୋନା ସଂକ୍ରମିତ। ଏମାନଙ୍କ…