ରାଜ୍ୟରେ ସଂକ୍ରମଣ ନିମ୍ନଗାମୀ ହେଉଥିବାରୁ ଦ୍ୱିତୀୟ ଲହର ସରି ସରି ଆସୁଛି । ହେଲେ ସଂପୂର୍ଣ୍ଣ ସରିନଥିବାରୁ ଏବେ ବି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି।
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଁ ଚିନ୍ତା ବଢୁଛି। କୋଭିଡ ତଥ୍ୟକୁ ଦେଖିବା ପରେ ତୃତୀୟ ଲହରର ପଦଧ୍ୱନୀକୁ ନେଇ ଭୟଭୀତ ହୋଇ ପଡ଼ିଛନ୍ତି ରାଜ୍ୟବାସୀ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ସଂକ୍ରମଣ ଦୈନିକ ହାର ଦେଢ ହଜାର ତଳକୁ ଖସୁ ନାହିଁ। ଆଜି ବି ସଂକ୍ରମଣ ହାର ୧୭ ଶହ ଉପରେ ରହିଛି।