ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ ଲୋଚନ ମହାନ୍ତି । ବବି ଦାସଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ । ବାରବାଟୀ ଫ୍ଲଡ୍ ଲାଇଟ୍ ବିଭ୍ରାଟ ନେଇ ମତ ରଖିଲେ ନୂଆ ସଭାପତି ପଙ୍କଜ ।
ଭଲ ହୋଇଛି ବବି ଦାସ ଇସ୍ତଫା ଦେଇଛନ୍ତି। କାରଣ ସେ ଖେଳ ଜାଣନ୍ତି ନାହିଁ।, କେବେ ଖେଳି ବି ନାହିଁନ୍ତି। ଏଭଳି ସଂଗୀନ ଅଭିଯୋଗ ଆଣିଛନ୍ତି OCAର ଜଣେ କର୍ମକର୍ତ୍ତା।
ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ୍ । ଯେମିତି ଦେବାଶିଷ ସାମନ୍ତରାୟ ସ୍ୱେଚ୍ଛାକୃତ ଇସ୍ତଫା ଦେଲେ ସେହିପରି ବବି ଦାସ ମଧ୍ୟ ଇସ୍ତଫା ଦେଇଦେବା ଉଚିତ୍ ।
ରାଜ୍ୟ ରାଜନୀତିରେ ଦବ୍ଦବା ଜାହିର କରିଥିବା ବବି ଦାସଙ୍କ ଏବେ OCA(Odisha Cricket Association) ଉପରେ ଆଖି। OCA ଉପରେ ସିଧାସଳଖ କବ୍ଜା ପାଇଁ ବିଜେଡି ପକ୍ଷରୁ ପଦକ୍ଷେପ ନିଆଯାଇଥିବା କୁହାଯାଉଛି।
A unique chat show that probes our celebrities to face the facts and rumors about themselves and bring forth the truth for the audience. This show aims