• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Cyclone

Another Cyclone
ନଭେମ୍ବରରେ ପୁଣି ଆସୁଛି ଆଉ ଏକ ବାତ୍ୟା !

ନଭେମ୍ବରରେ ପୁଣି ଆସୁଛି ଆଉ ଏକ ବାତ୍ୟା ! ଓଡ଼ିଶା ଉପରେ ପଡ଼ିପାରେ ବଡ଼ ପ୍ରଭାବ । କେମିତି ରହିବ ରୂପ ରେଖ ? କେଉଁ ଆଡ଼କୁ ମୁହାଁଇବ ? ତାହା ସ୍ପଷ୍ଟ ହୋଇନଥିଲେ ବି ଏବେ ଏମିତି ଏକ ଚର୍ଚ୍ଚା ଖୁବ୍‌ ହେଉଛି । ବାତ୍ୟା ‘ଦାନା’ ଦୁଃଖ ନସରୁଣୁ ଏଭଳି ଏକ ଖବର ସମସ୍ତଙ୍କୁ ଚକିତ କରିଛି ।

Cyclone Dana
କାଲି ରାତିରୁ ‘ଦାନା’ ଲ୍ୟାଣ୍ଡଫଲ୍, ୪ ଜିଲ୍ଲାକୁ ପ୍ରବଳ ପବନ ସହ ବର୍ଷା ଚେତାବନୀ

ସମୁଦ୍ର ଭିତରେ ଶକ୍ତିଶାଳୀ ହୋଇ ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ଦାନା। ଆସନ୍ତାକାଲି ରାତିରୁ ୨୫ ତାରିଖ ସକାଳ ଭିତରେ ଭିତରକନିକା ଓ ଧାମରା ନିକଟରେ ଦାନା ଅତିଭୀଷଣ ବାତ୍ୟାର ରୂପ ନେଇ କରିବ ଲ୍ୟାଣ୍ଡଫଲ୍।

Cyclonic Circulation
ବାତ୍ୟା ଛୁଇଁବ କି ଓଡ଼ିଶା ଉପକୂଳ ?

ନାନା ଶଙ୍କା ଆଉ ନାନା ଚର୍ଚ୍ଚା ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗର ଉପରେ ଭାସମାନ ମେଘ ଖଣ୍ଡ ବଢ଼ାଇଲାଣି ଆଶଙ୍କା। କାରଣ ଏଠାକାର ବାୟୁମଣ୍ଡଳର ଉପରି ଭାଗରେ ୫.୮ କିଲୋମିଟର ଯାଏଁ ବ୍ୟାପିଛି ଘୁର୍ଣ୍ଣିବଳୟ। 

weather updates
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରଶାସନ ପ୍ରସ୍ତୁତି, ଓଡ୍ରାଫ୍ ଓ NDRFଙ୍କୁ ଆଲର୍ଟ

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।  ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ।