• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Dgp

Odisha DGP
ପୋଲିସ୍‌ ଡିଜି ଭାବେ ଦାୟିତ୍ୱ ନେଲେ ଅରୁଣ ଷଡ଼ଙ୍ଗୀ

ବର୍ତ୍ତମାନର ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆଜି ସରିଥିବାବେଳେ ୧୯୯୦ ବ୍ୟାଚ୍‌ର IPS ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

DGP
କିଏ ହେବେ ରାଜ୍ୟ ପୋଲିସର ପରବର୍ତ୍ତୀ ମୁଖିଆ ?

୧୯୮୮ ବ୍ୟାଚର୍ ଆଇପିଏସ୍ ଅଫିସର୍ ମନୋଜ ଛାବ୍ରା ଚଳିତ ମାସରେ ଚାକିରିରୁ ଅବସର ନେଉଥିବାରୁ ତାଙ୍କ ନାଁ ବିଚାରକୁ ନିଆଯିବ ନାହିଁ ବୋଲି କୁହଯାଉଛି।

Next DGP
କିଏ ହେବେ ରାଜ୍ୟ ପୋଲିସର ପରବର୍ତ୍ତୀ ମୁଖିଆ, ମହିଳା କାର୍ଡ ପାଇଁ ରେସରେ ଆଗରେ ବି. ରାଧିକା

ପାଖାପାଖି ୬ ମାସ ପରେ ନିର୍ବାଚନ । ତା ପୂର୍ବରୁ ଆସନ୍ତା ଡିସେମ୍ବରରେ ପୂରି ଯାଉଛି ଏବେକାର ପୋଲିସ୍ ଡିଜି ତଥା ୧୯୮୭ ବ୍ୟାଚର ଆଇପିଏସ୍ ଅଫିସର ସୁନିଲ ବଂଶଲଙ୍କ କାର୍ଯ୍ୟକାଳ । ନୂଆ ବର୍ଷରେ ନୂଆ ଡିଜିପି ଦେଖିବ ରାଜ୍ୟ । ତେବେ କାହା ଉପରେ ଭରସା କରିବେ ସରକାର ?

Sambalpur Violence
ସମ୍ବଲପୁର ହିଂସା: ଗୁଇନ୍ଦା ରିପୋର୍ଟକୁ ଅଣଦେଖା; OTV ହାତରେ ଚାଞ୍ଚଲ୍ୟକର ଡକ୍ୟୁମେଣ୍ଟ  

ସାଂପ୍ରଦାୟିକ ହିଂସା ଘଟିବା ସମ୍ଭାବନା ଥିବା ନେଇ ସତର୍କ କରାଇଥିଲେ। ୧୨ରେ ହିଂସା ଘଟିଥିବା ବେଳେ ୧୧ରେ ଚିଠି କରିଥିଲେ ଗୁଇନ୍ଦା ଏସପି।

Sambalpur news
କର୍ଫ୍ୟୁ ପରଠୁ ସୁଧୁରୁଛି ସମ୍ବଲପୁରର ସ୍ଥିତି

କାଲି ଭଳି ଆଜି ବି ସକାଳେ ଓ ଅପରାହ୍ଣରେ ୨ ଘଣ୍ଟା ଲେଖାଏଁ କୋହଳ ହୋଇଥିଲା କଫ୍ୟୁ । ତା’ପରଠୁ କିନ୍ତୁ କଡ଼ା ପହରା । ଲକ୍ଷ୍ମୀ ଟକିଜ ଛକରୁ ଗେଇଟି ଟକିଜ ରୋଡ୍, ଗୋଲବଜାର ଛକରୁ ଭିଏସଏସ୍ ମାର୍ଗ ।

Sambalpur violence
କେମିତି ଶାନ୍ତ ହେବ ସମ୍ବଲପୁର ? କର୍ଫ୍ୟୁ ଲଗାଇ ପ୍ରଶାସନ କରୁଛି ଘନ ଘନ ଉଦ୍ୟମ

ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟରାତ୍ରରୁ ଲଗାଯାଇଛି କର୍ଫ୍ୟୁ । ରାତି ପାହିଲା କ୍ଷଣି ଡାକବାଜିରେ ସତର୍କ କରିଦିଆଯାଇଛି ସାରା ସହରବାସୀଙ୍କୁ । ଅଶାନ୍ତ ସମ୍ବଲପୁରକୁ ଶାନ୍ତ କରିବା ପାଇଁ ଜିଲ୍ଲା ପୋଲିସ ଓ ପ୍ରଶାସନ ପକ୍ଷରୁ ନିଆଯାଇଛି ଏଭଳି ଯୁଦ୍ଧକାଳୀନ ପଦକ୍ଷେପ ।

ODISHA DGP
ଆଇନ ଭଙ୍ଗକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ : ଡିଜିପି

ଦାୟିତ୍ୱ ନେବା ପରେ ଅପରାଧୀଙ୍କୁ କଡ଼ା ଚେତାବନୀ ଦେଲେ ଓଡ଼ିଶା ଡିଜିପି। କହିଲେ, ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ

Das Burma\'s PA Death – Odisha DGP Orders Crime Branch Probe
ଚିତ୍ତରଞ୍ଜନ ମୃତ୍ୟୁ ମାମଲାର ହେବ କ୍ରାଇମ୍ ବ୍ରାଞ୍ଚ ତଦନ୍ତ

ବିଜେଡି ନେତା ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସହଯୋଗୀ ଚିତ୍ତ ରଞ୍ଜନ ପଲେଇଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। ଏନେଇ ପୋଲିସ ଡିଜି ନିର୍ଦ୍ଦେଶ ଦେଇଛନ୍ତି। ପ୍ରେସ୍ ରିଲିଜ ଜାରି କରି ଡିଜିପି ଅଭୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

Police dg avoid media Persons
ମମିତା ହତ୍ୟା ପ୍ରସଙ୍ଗ ପଚାରିବାରୁ ଏଡ଼ାଇଗଲେ ପୋଲିସ ମୁଖିଆ

ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟା ମାମଲାକୁ ନେଇ ନିଆଁ ଜଳୁଛି । ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କୁ ନାକେଦମ୍‌ କଲେଣି । କିନ୍ତୁ ମୁହଁ ଖୋଲିବାକୁ ପୋଲିସ ମୁଖିଆ ନାରାଜ।

DGP
ମାଓ ଗତିବିଧି ଓ ଗଞ୍ଜେଇ ଚାଲାଣ ଉପରେ ସମୀକ୍ଷା କଲେ ଡିଜିପି

ପୋଲିସ ଡିଜି ଅଭୟ ଦିନିକିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। କୋରାପୁଟରେ ପହଞ୍ଚିବା ପରେ ଡିଜିପି ଅଭୟ, ମାଓ ଗତିବିଧି ସହ ଗଞ୍ଜେଇ ଚାଲାଣ ଉପରେ ସମୀକ୍ଷା କରିଥିଲେ।

pihu
ପିହୁ ନିଖୋଜ ମାମଲାରେ ପୋଲିସ ମହାନିର୍ଦ୍ଦେଶକଙ୍କୁ NHRCଙ୍କ ଜବାବ ତଲବ

ବହୁ ଚର୍ଚ୍ଚିତ ପିହୁ ନିଖୋଜ ମାମଲାରେ ପୋଲିସ ମହାନିର୍ଦ୍ଦେଶକଙ୍କୁ NHRC ଙ୍କ ଜବାବ ତଲବ । ୪ ସପ୍ତାହ ମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରିବା ପାଇଁ ଡିଜିପିଙ୍କୁ ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ।

mao
କରୋନା ଭୟ : ମାଲକାନଗିରିରେ ୨ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

SPଙ୍କ କାର୍ଯ୍ୟାଳୟରେ ଡିଜିପି ଅଭୟଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଥିବା ୨ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ ପାର୍ଟି ମେମ୍ବର ରାଇଧର