୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ କାର୍ଯ୍ୟକାଳକୁ ବଢ଼ାଇଛନ୍ତି ରାଜ୍ୟ ସରକାର ।
ଭରତପୁର ଥାନାରେ ଆର୍ମି ମେଜର ଗୁରବଂଶ ସିଂ ଏବଂ ବାନ୍ଧବୀଙ୍କୁ ମାଡ଼ ଓ ଗିରଫ ମାମଲା । ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ଡିଜି।
ଖୁରାନିଆଙ୍କ ନିଯୁକ୍ତି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ଖୁରାନିଆ ହେଉଛନ୍ତି ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇପିଏସ୍।
ବିଧାୟକଙ୍କ ଶପଥ ଗ୍ରହଣ ଉତ୍ସବ ଲାଗି ବିଧାନସଭାରେ ତିନିଥାକିଆ ସୁରକ୍ଷା ବ୍ୟବସ୍ଥା ହୋଇଛି । ପୋଲିସ କମିଶନର ସୁରକ୍ଷା ଦାୟିତ୍ବରେ ଥିବାବେଳେ ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୋଲିସ୍ ନିୟୋଜିତ ହୋଇଛନ୍ତି ।
କାଲି ଦିନ ୧୧ଟା ସୁଦ୍ଧା ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଗଲେ ଡିଜିପିଙ୍କ ଅଫିସ ଘେରିବାକୁ ଚେତାବନୀ ଦେଇଛି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।
ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ୫ ଲୋକସଭା ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ମୋଟ ୩୩ ହଜାର ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି ।
ବର୍ତ୍ତମାନର ଡିଜିପି ସୁନୀଲ ବଂଶଲଙ୍କ କାର୍ଯ୍ୟକାଳ ଆଜି ସରିଥିବାବେଳେ ୧୯୯୦ ବ୍ୟାଚ୍ର IPS ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
୧୯୮୮ ବ୍ୟାଚର୍ ଆଇପିଏସ୍ ଅଫିସର୍ ମନୋଜ ଛାବ୍ରା ଚଳିତ ମାସରେ ଚାକିରିରୁ ଅବସର ନେଉଥିବାରୁ ତାଙ୍କ ନାଁ ବିଚାରକୁ ନିଆଯିବ ନାହିଁ ବୋଲି କୁହଯାଉଛି।
ପାଖାପାଖି ୬ ମାସ ପରେ ନିର୍ବାଚନ । ତା ପୂର୍ବରୁ ଆସନ୍ତା ଡିସେମ୍ବରରେ ପୂରି ଯାଉଛି ଏବେକାର ପୋଲିସ୍ ଡିଜି ତଥା ୧୯୮୭ ବ୍ୟାଚର ଆଇପିଏସ୍ ଅଫିସର ସୁନିଲ ବଂଶଲଙ୍କ କାର୍ଯ୍ୟକାଳ । ନୂଆ ବର୍ଷରେ ନୂଆ ଡିଜିପି ଦେଖିବ ରାଜ୍ୟ । ତେବେ କାହା ଉପରେ ଭରସା କରିବେ ସରକାର ?
ସାଂପ୍ରଦାୟିକ ହିଂସା ଘଟିବା ସମ୍ଭାବନା ଥିବା ନେଇ ସତର୍କ କରାଇଥିଲେ। ୧୨ରେ ହିଂସା ଘଟିଥିବା ବେଳେ ୧୧ରେ ଚିଠି କରିଥିଲେ ଗୁଇନ୍ଦା ଏସପି।
କାଲି ଭଳି ଆଜି ବି ସକାଳେ ଓ ଅପରାହ୍ଣରେ ୨ ଘଣ୍ଟା ଲେଖାଏଁ କୋହଳ ହୋଇଥିଲା କଫ୍ୟୁ । ତା’ପରଠୁ କିନ୍ତୁ କଡ଼ା ପହରା । ଲକ୍ଷ୍ମୀ ଟକିଜ ଛକରୁ ଗେଇଟି ଟକିଜ ରୋଡ୍, ଗୋଲବଜାର ଛକରୁ ଭିଏସଏସ୍ ମାର୍ଗ ।
ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟରାତ୍ରରୁ ଲଗାଯାଇଛି କର୍ଫ୍ୟୁ । ରାତି ପାହିଲା କ୍ଷଣି ଡାକବାଜିରେ ସତର୍କ କରିଦିଆଯାଇଛି ସାରା ସହରବାସୀଙ୍କୁ । ଅଶାନ୍ତ ସମ୍ବଲପୁରକୁ ଶାନ୍ତ କରିବା ପାଇଁ ଜିଲ୍ଲା ପୋଲିସ ଓ ପ୍ରଶାସନ ପକ୍ଷରୁ ନିଆଯାଇଛି ଏଭଳି ଯୁଦ୍ଧକାଳୀନ ପଦକ୍ଷେପ ।
ଦାୟିତ୍ୱ ନେବା ପରେ ଅପରାଧୀଙ୍କୁ କଡ଼ା ଚେତାବନୀ ଦେଲେ ଓଡ଼ିଶା ଡିଜିପି। କହିଲେ, ନିୟମ ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ବିଜେଡି ନେତା ତଥା ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ସହଯୋଗୀ ଚିତ୍ତ ରଞ୍ଜନ ପଲେଇଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। ଏନେଇ ପୋଲିସ ଡିଜି ନିର୍ଦ୍ଦେଶ ଦେଇଛନ୍ତି। ପ୍ରେସ୍ ରିଲିଜ ଜାରି କରି ଡିଜିପି ଅଭୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟା ମାମଲାକୁ ନେଇ ନିଆଁ ଜଳୁଛି । ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କୁ ନାକେଦମ୍ କଲେଣି । କିନ୍ତୁ ମୁହଁ ଖୋଲିବାକୁ ପୋଲିସ ମୁଖିଆ ନାରାଜ।
ପୋଲିସ ଡିଜି ଅଭୟ ଦିନିକିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। କୋରାପୁଟରେ ପହଞ୍ଚିବା ପରେ ଡିଜିପି ଅଭୟ, ମାଓ ଗତିବିଧି ସହ ଗଞ୍ଜେଇ ଚାଲାଣ ଉପରେ ସମୀକ୍ଷା କରିଥିଲେ।
ବହୁ ଚର୍ଚ୍ଚିତ ପିହୁ ନିଖୋଜ ମାମଲାରେ ପୋଲିସ ମହାନିର୍ଦ୍ଦେଶକଙ୍କୁ NHRC ଙ୍କ ଜବାବ ତଲବ । ୪ ସପ୍ତାହ ମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରିବା ପାଇଁ ଡିଜିପିଙ୍କୁ ଜାତୀୟ ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ ।
SPଙ୍କ କାର୍ଯ୍ୟାଳୟରେ ଡିଜିପି ଅଭୟଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଥିବା ୨ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ ପାର୍ଟି ମେମ୍ବର ରାଇଧର