• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Fights Coronavirus

coronavirus
ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଏ ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୯, ଖୋର୍ଦ୍ଧାରୁ ୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୬, ଜଗତସିଂହପୁରରୁ ୧୪, ବାଲେଶ୍ୱରରୁ ୭, କଟକରୁ ୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଅନୁଗୁଳ, ଯାଜପୁର ଓ ପୁରୀରୁ ୪ ଜଣ ଲେଖାଏ […]

coronavirus
ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ମଧ୍ୟରୁ କଟକରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଓ ଗଂଜାମରୁ ୧୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିଭଳି କନ୍ଧମାଳରୁ ୧୪, ମୟୂରଭଂଜରୁ ୯, ଯାଜପୁରରୁ ୭, ପୁରୀ ୫, ନୟାଗଡ଼ ୪, କେନ୍ଦ୍ରାପଡ଼ାରୁ ୩ ଜଣ ସୁସ୍ଥ ହୋଇଛନ୍ତି। ବରଗଡ଼ରୁ ୨, କେନ୍ଦୁଝରରୁ ୨, ଢେଙ୍କାନାଳରୁ ୧, ସୁନ୍ଦରଗଡ଼ରୁ ୧ ସୁସ୍ଥ ସହିତ ମୋଟ ୯୭ ସୁସ୍ଥ […]

bhuda
ଭୁବନେଶ୍ୱରରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହେଲେ ବୃଦ୍ଧ

ଭୁବନେଶ୍ୱର: ଭୁବନେଶ୍ୱରରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର ହେଲେ ବୃଦ୍ଧ। ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓ ଛକ ଅଞ୍ଚଳରେ ସ୍ଥାନୀୟ ଲୋକେ ବୃଦ୍ଧଙ୍କ ହାତଗୋଡ଼ ବାନ୍ଧି ପକାଇଥିଲେ। ଖବର ପାଇ ପୋଲିସ ଓ କୋଭିଡ୍ ହସ୍ପିଟାଲ ଷ୍ଟାଫ୍ ତାଙ୍କୁ ଉଦ୍ଧାର କରିଛନ୍ତି। ପିପିଇ ପିନ୍ଧି ଡାକ୍ତରୀ ଟିମ୍ ବୃଦ୍ଧଙ୍କୁ ଉଦ୍ଧାର କରି କୋଭିଡ୍ ହସ୍ପିଟାଲ୍ ନେଇଥିବା ସୂଚନା ମିଳିଛି। ବୃଦ୍ଧ ଜଣଙ୍କୁ ସୁରକ୍ଷିତ ଭାବେ ଡାକ୍ତରୀ ଟିମ୍ ଉଦ୍ଧାର କରି ଗାଡ଼ିରେ ନେଇଛି। ମିଳିଥିବା ସୂଚନା ମୁତାବକ ବୃଦ୍ଧ […]