ଏହି ସୁଯୋଗ ପାଇବାରେ ଓଡ଼ିଆ ଝିଅ ଶ୍ରେୟା ହେଉଛନ୍ତି ଦେଶରେ ପ୍ରଥମ । ତାଙ୍କ ସହ ବ୍ରାଜିଲର ଝିଅ ଗାବ୍ରିଏଲା ଡାଲସିନ୍ ମଧ୍ୟ ଅଛନ୍ତି ।