ଆଜି ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ସକାଳ ୧୦ଟା ୧୫ରେ ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି ।
ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମଭମପତି ।
ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି।
ବଜେଟ୍ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ । ୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବି । ଶିକ୍ଷା ମାନବୃଦ୍ଧି ଉଦ୍ଦେଶ୍ୟରେ ପ୍ରଣୟନ ହେବ ରାଜ୍ୟ ଶିକ୍ଷାନୀତି ।
ବଜେଟ୍ ଅଧିବେଶନ ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ । ୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବି । ଶିକ୍ଷା ମାନବୃଦ୍ଧି ଉଦ୍ଦେଶ୍ୟରେ ପ୍ରଣୟନ ହେବ ରାଜ୍ୟ ଶିକ୍ଷାନୀତି ।
ଦିନିକିଆ ମୟୁରଭଞ୍ଜ ଗସ୍ତରେ ଯାଇ ଶୁଲିଆପଦା ବ୍ଲକର କୁଜୁଡ଼ିହି ଠାରେ ଅଙ୍ଗନୱାଡି ଗୃହରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସହ ସେମାନଙ୍କ ଦୁଃଖ ସୁଖ ପଚାରି ବୁଝିଛନ୍ତି । ଏହା ପରେ ରାଜ୍ୟପାଳ କୁଡୁଡ଼ିହି ଗ୍ରାମର ବିଭିନ୍ନ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କ ଗୃହକୁ ଯାଇ ଗୃହ କାର୍ଯ୍ୟ କିଭଳି ହୋଇଛି ଏବଂ ସମସ୍ୟା କଣ ରହିଛି ସେ ନେଇ ଆଲୋଚନା ବି କରିଛନ୍ତି…
ରାତିର ଅନ୍ଧାରରେ ଗାଁ ବୁଲି ସମସ୍ୟା ବୁଝିଲେ। ପୁଣି ପ୍ରଶାସନକୁ ଆଇନା ଦେଖାଇଲେ ରାଜ୍ୟପାଳ। ଖୋଲିଗଲା ରାଜ୍ୟ ସରକାରଙ୍କ ମିଛ ପ୍ରଚାରର ପୋଲ୍ !
ସମସ୍ତଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାକୁ ରାଜ୍ୟ ସରକାରଙ୍କ ତମାମ ଢୋଲପିଟା ଯୋଜନା ସତ୍ତ୍ୱେ ଲୋକେ ପାଣି ପାଇଁ କେମିତି ଡହଳବିକଳ ହେଉଛନ୍ତି, ତାର ଚିତ୍ର ଖୋଦ୍ ନିଜ ଆଖିରେ ଦେଖିଲେ ରାଜ୍ୟପାଳ।
ପରେଡ଼ରେ ମୋଟ ୬୪ କଣ୍ଟିଜେଣ୍ଟ ଭାଗ ନେଇଛନ୍ତି । ITBP, CRPF, BSF, FIRE, ODRAF, ଓଡିଶା ହୋମ୍ ଗାର୍ଡ, RPF, SAINIK SCHOOL ପୋଲିସ ବ୍ୟାଣ୍ଡ ସମତେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ପରେଡ଼ରେ ସାମିଲ ହୋଇଛନ୍ତି ।
୭୦% ଲୋକେ ଗାଁରେ ବସବାସ କରି ଚାଷ ଉପରେ ନିର୍ଭର କରନ୍ତି। ବଡ଼ ଡ୍ୟାମ୍ ବଦଳରେ ଛୋଟ ଜଳସେଚନ ବ୍ୟବସ୍ଥା କଲେ ସୁଫଳ ମିଳନ୍ତା ବୋଲି କହିଛନ୍ତି ରାଜ୍ୟପାଳ ।
ଖୋଦ୍ ରାଜ୍ୟପାଳ ରାଜଭବନରୁ ବାହାରି ସିଧାସଳଖ ଲୋକଙ୍କ ପାଖକୁ ଯାଇ ଭଲମନ୍ଦ ଶୁଣୁଛନ୍ତି ଯାହା ଆଗରୁ କେବେ କେଉଁଠି ଦେଖାଯାଇଛି ନାହିଁ। ଲୋକେ ତାଙ୍କୁ ବିଭିନ୍ନ ସମସ୍ୟା ବିଷୟରେ କହୁଛନ୍ତି। ତେବେ ବିଜେଡି ସରକାର ନୂଆ ଓଡ଼ିଶାର ନାରା ଲଗାଇବାବେଳେ ନୂଆ ରାଜ୍ୟପାଳ ରଘୁବରଙ୍କ ଏହି 'ନିଆରା' ଘଟଣା ସରକାରଙ୍କୁ ଅଡୁଆରେ ପକେଇବନି ତ?
ଗତକାଲି ମାଲକାନଗିରି ଜିଲ୍ଲାର ମାଥିଲି ମେଡିକାଲରେ ରୋଗୀଙ୍କୁ ଭେଟି ସମସ୍ୟା ବୁଝିଥିଲେ ରାଜ୍ୟପାଳ । ପାଙ୍ଗାମ ଗାଁରେ ଅଙ୍ଗନବାଡି ନଥିବା ଜାଣିବା ପରେ କ୍ଷୋଭ ପ୍ରକାଶ କରିଥିଲେ ।
ଚର୍ଚ୍ଚାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ବୈଠକ। ଏହାକୁ ସୌଜନ୍ୟମୂଳକ ସାକ୍ଷାତକାର କୁହାଯାଉଥିବା ବେଳେ କଂଗ୍ରେସ କିନ୍ତୁ ଉଠାଇଛି ସାଂଘାତିକ ଅଭିଯୋଗ। ଦଳ କହିଛି ରାଜ୍ୟପାଳ ନିଜେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପ୍ରୋଟୋକଲର ଉଲ୍ଲଂଘନ।
ଚର୍ଚ୍ଚାରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ବୈଠକ । ଏହାକୁ ସୌଜନ୍ୟମୂଳକ ସାକ୍ଷାତକାର କୁହାଯାଉଥିବା ବେଳେ କଂଗ୍ରେସ କିନ୍ତୁ ଉଠାଇଛି ସାଂଘାତିକ ଅଭିଯୋଗ । ଦଳ କହିଛି ରାଜ୍ୟପାଳ ନିଜେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପ୍ରୋଟୋକଲର ଉଲ୍ଲଂଘନ ।
ଓଡ଼ିଶା ରାଜଭବନକୁ ମିଳିଲା ନୂଆ ଅଧିପତି । ବିଦ୍ଧିବଧ ଭାବେ ରାଜ୍ୟକୁ ମିଳିଲେ ନୂଆ ରାଜ୍ୟପାଳ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ ।
ଓଡ଼ିଶା ରାଜଭବନକୁ ମିଳିଲା ନୂଆ ଅଧିପତି । ବିଧିବଦ୍ଧ ଭାବେ ରାଜ୍ୟକୁ ମିଳିଲେ ନୂଆ ରାଜ୍ୟପାଳ । ଆଜି ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ ।
ଶପଥ ନେଲେ ନୂଆ ରାଜ୍ୟପାଳ....ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଉପସ୍ଥିତ,,,
ଶପଥ ନେବେ ନବ ନିଯୁକ୍ତ ରାଜ୍ୟପାଳ ….ଦିନ ୧୧ଟା ୪୫ରେ ଶପଥ ଗହଣ ଉତ୍ସବ ....ଓଡିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେବେ ...
ଗୁରୁ ଦାୟିତ୍ବ ଗ୍ରହଣ ପୂର୍ବରୁ ଜଗତର ନାଥଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି ନବନିଯୁକ୍ତ ରାଜ୍ୟପାଳ। ଆଜି ଭୋରରୁ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଓଡ଼ିଶା ରେ ପହଞ୍ଚିଥିଲେ। ପ୍ରଥମେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ସାନ୍ନିଧ ଲାଭ କରିଥିଲେ। ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କୁ ମଧ୍ୟ ଦର୍ଶନ କରିବା ପରେ ଦିନ ୧୧ଟା ୪୫ ବେଳେ ରାଜଭବନରେ ଶପଥ ଗ୍ରହଣ କରିବେ ରଘୁବର ଦାସ..
ଗୁରୁଦାୟିତ୍ୱ ଗ୍ରହଣ ପୂର୍ବରୁ ଜଗତର ନାଥଙ୍କ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି ନବନିଯୁକ୍ତ ରାଜ୍ୟପାଳ।
ଆସନ୍ତକାଲି ସକାଳ ୮ଟା ୪୫ ମିନିଟରେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ପୂର୍ବାହ୍ନ ପ୍ରାୟ ୧୧ଟା ୪୫ରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ବୋଲି ସୂଚନା ରହିଛି ।
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ନେବେ ରଘୁବର ଦାସ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି ହୋଇଛି ।
ପ୍ରଫେସର ଗଣେଶୀ ଲାଲ୍ଙ୍କ କାର୍ଯ୍ୟକାଳ ସରିଲା । ଏବେ ରାଷ୍ଟ୍ରପତି ଭବନ ଉପରେ ରାଜ୍ୟବାସୀଙ୍କ ନଜର ।
ବିଦେଶୀ ଭକ୍ତଙ୍କୁ ମିଳୁ ଚକାନୟନକୁ ଦର୍ଶନ ସୁଯୋଗ । ସେବାୟତ, ଶଙ୍କରାଚାର୍ଯ୍ୟ ଓ ଗଜପତିଙ୍କୁ ରାଜ୍ୟପାଳଙ୍କ ପ୍ରସ୍ତାବ । ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ । ରାଜ୍ୟପାଳଙ୍କ ପ୍ରସ୍ତାବ ପରେ ବିଭିନ୍ନ ମହଲରେ ଚର୍ଚ୍ଚା।
ଓଡ଼ିଆ ପ୍ରେମରେ ଓଡ଼ିଶା ରାଜ୍ୟପାଳ । ଓଡ଼ିଆରେ ଗୀତ ଗାଇଥିବା ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବେ ପୁଣି ଏକ ଓଡ଼ିଆ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗୀତ ଗାଇଛନ୍ତି । ନିର୍ଦ୍ଦେଶକ ପ୍ରେମାନନ୍ଦଙ୍କ ନିର୍ଦ୍ଦେଶନାରେ କଟକର ଏକ ମ୍ୟୁଜିକ ଷ୍ଟୁଡିଓରେ ଏହି ଗୀତ ରେକର୍ଡିଂ କରାଯାଇଛି ।