ରାଜ୍ୟରେ ଖୁବ୍ ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା । ବର୍ଷକୁ ୨ଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ ହଜାର ଟଙ୍କା । ଏ ନେଇ ବିଧାନସଭାରେ କୃଷି ମନ୍ତ୍ରୀ କେଭି ସିଂହଦେଓ ସୂଚନା ଦେଇଛନ୍ତି ।