• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Heat Wave

Odisha Weather
ଗରମ ଗୁଳୁଗୁଳିରେ ଆଜି ବି ଛଟପଟ ଓଡ଼ିଶା

କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବ । ଆସନ୍ତା ୧୮, ୧୯ ଓ ୨୦ ତାରିଖରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୧୭ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ ।