ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ନିଷ୍ପତ୍ତି କାଏମ ରଖିଲେ ହାଇକୋର୍ଟ। ୨୦ରୁ କମ୍ ପିଲା ଥିବା ସ୍କୁଲକୁ ବନ୍ଦ କରି ପାଖ ସ୍କୁଲରେ ମିଶ୍ରଣ ଲାଗି ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ହାଇକୋର୍ଟ କାଏମ ରଖିଛନ୍ତି।
ଲୋକଙ୍କୁ ତ୍ୱରିତ୍ ନ୍ୟାୟ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି । ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଓଡ଼ିଶା ହାଇକୋର୍ଟରେ ଚାକିରି ସୁଯୋଗ। ଏନେଇ ଏକ ନିଯୁକ୍ତି ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିଛି। ଯେଉଁ ପ୍ରାର୍ଥୀମାନେ ଏହି କ୍ଷେତ୍ରରେ ଆବେଦନ କରିବାକୁ ଚାହାଁନ୍ତି ସେମାନେ ବିସ୍ତୃତ ଭାବେ ଜାଣିବା ପାଇଁ ପଢନ୍ତୁ।
ଜାହାଜକୁ ଆରେଷ୍ଟ କରିବା ପାଇଁ ହାଇକୋର୍ଟଙ୍କ ନିର୍ଦେଶ । ଆଦେଶ ନ ମିଳିବା ପର୍ଯ୍ୟନ୍ତ ଜାହାଜ ପାରାଦୀପ ଛାଡି କୁଆଡେ ଯାଇ ପାରିବ ନାହିଁ ।
ଓଡ଼ିଶା ହୋଇକୋର୍ଟରେ ବାହାରିଛି ଚାକିରି। ଏନେଇ ହାଇକୋର୍ଟ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ବିସ୍ତୃତଭାବେ ଜାଣିବାକୁ ଚାହାନ୍ତି ସେମାନେ ଅଫିସିଆଲ୍ ବିଜ୍ଞପ୍ତିକୁ ଯାଇପାରିବେ।
ଓଡ଼ିଶାରେ ରହି ସରକାରୀ ଚାକିରି କରିବାକୁ କେଉଁ ପ୍ରାର୍ଥୀ ବା ନଚାହିଁବେ। ଓଡ଼ିଶା ହାଇକୋର୍ଟ ନିକଟରେ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଅନୁବାଦକ ପଦବୀ ପୂରଣ ହେବ।
୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।
ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ।
ଓଡିଶା ହାଇକୋର୍ଟରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ନିକଟରେ ଓଡିଶା ହାଇକୋର୍ଟ ଏକ ନୂଆ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ଡାଟା ଏଣ୍ଟ୍ରି ଅପରେଟର / ଜୁନିଅର ଗ୍ରେଡ୍ ଟାଇପିଷ୍ଟ (ଗ୍ରୁପ୍ ସି) ପଦବୀ ପୂରଣ ହେବ।
କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ନିୟମିତ ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ତୁରନ୍ତ ପ୍ରକ୍ରିୟା ଆରମ୍ଭ କରିବାକୁ ଗତ ଅଗଷ୍ଟ ୩୧ ତାରିଖରେ ରାଜ୍ୟ ସରକାର ଏବଂ କର୍କଟ କେନ୍ଦ୍ରକୁ ହାଇକୋର୍ଟ ନିର୍ଦେଶ ଦେଇଥିଲେ ।
ଫ୍ୟାମିଲି କୋର୍ଟ ତାଙ୍କ ଆବେଦନକୁ ଖାରଜ କରିବା ପରେ ସୋସିଆଲ୍ ମିଡିଆରେ ପୁଣି ଭିଡିଓ ଛାଡ଼ି ଛାଡ଼ପତ୍ର ସ୍ୱୀକାର କରିବାକୁ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଥିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ।
ଚିଟ୍ଫଣ୍ଡ ସଂସ୍ଥା ଶାରଳା ରିୟଲକନ୍ର ସମ୍ପତ୍ତି ନିଲାମ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ପ୍ରାୟ ୧୬ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ନିଲାମ ଉପରେ ଏହି ରହିତାଦେଶ ଜାରି ହୋଇଛି।
ବିଚାରପତିମାନଙ୍କ ଆଚରଣ ସଂହିତା ଉପରେ ପ୍ରଶ୍ନ ଉଠିଛି ।
ଚିଟ୍ଫଣ୍ଡ ମାମଲାରୁ ବାଦ୍ ଦେବାକୁ ଅଶୋକଙ୍କ ଅପିଲ୍ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଆବେଦନ ଖାରଜ ସହ ସିବିଆଇ କୋର୍ଟକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଓଡ଼ିଶା ହାଇକୋର୍ଟରେ ଆଇନ ରିପୋର୍ଟର ପାଇଁ ବିଜ୍ଞପ୍ତି ଜାରି ହୋଇଛି। ଏହି ପଦବୀ ପାଇଁ ଜଣେ ପ୍ରାର୍ଥୀ ଓଡ଼ିଶା ହାଇକୋର୍ଟରେ ଅତି କମରେ ୧୦ ବର୍ଷର ସ୍ଥାୟୀ ଓକିଲ ଭାବେ କାମ କରିଥିବେ ଓ ତାଙ୍କୁ ୦୨।୦୧।୨୦୨୨ ସୁଦ୍ଧା ୩୫ ବର୍ଷରୁ କମ୍ ଏବଂ ୬୫ ବର୍ଷରୁ ଅଧିକ ବୟସ ହୋଇ ନ ଥିବ।
ଧର୍ମଘଟ ଡାକରା ପୂର୍ବରୁ ରାଜଭବନ ଆଗରେ ୨ ଦିନିଆ ଅହୋରାତ୍ର ଧାରଣା ଦେଇଥିବା ଯୁବ କଂଗ୍ରେସ ମମିତା ମାମଲାକୁ ଧରି ଦିଲ୍ଲୀ ଦରବାରରେ ପହଞ୍ଚିଛି। ମାମଲାରେ ଯେହେତୁ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସଂପୃକ୍ତି ଅଭିଯୋଗ ଉଠୁଛି, ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ବହିଷ୍କାର ଦାବି କରିଛି ଯୁବ କଂଗ୍ରେସ।
ଦୀପାବଳିରେ ବାଣ ଫୁଟିବ ନା ନାହିଁ, ଏନେଇ ସସପେନ୍ସ ଲାଗି ରହିଥିଲା। କରୋନା ସଂକ୍ରମଣ ଓ ପ୍ରଦୂଷଣକୁ ରୋକିବା ଲାଗି ପୂର୍ବରୁ ରାଜ୍ୟ ସରକାର ବାଣ ବିକ୍ରି ଓ ଫୁଟା ଉପରେ ନିଷେଧାଦେଶ ଜାରି କରିଥିଲେ। ତେବେ ରାଜ୍ୟରେ ସବୁଜ ବାଣ ବିକ୍ରିକୁ ଅନୁମତି ଦେବା ଲାଗି ହାଇକୋର୍ଟ ଯାଇଥିଲା ବାଣ ବ୍ୟବସାୟୀ ସଂଘ।
କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ଶୁଣାଇଛନ୍ତି ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ୪ ଫୁଟ ଉଚ୍ଚତାକୁ ନେଇ କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।
ମୂର୍ତ୍ତି ବିବାଦ ନେଇ କାଲି ରାୟ ଶୁଣାଇବ ହାଇକୋର୍ଟ୍। ହାଇକୋର୍ଟରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବିବାଦ ନେଇ କଟକ ବାଲୁବଜାର ପୂଜା କମିଟି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା
ପାରିବାରିକ ଅଦାଲତରେ ବିଚାର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ବିବାହ ବିଚ୍ଛେଦ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ଆବେଦନ କରିଥିଲେ ଅନୁଭବ। ଚୂଡ଼ାନ୍ତ ଶୁଣାଣି ନେଇ ସମୟ ନିର୍ଦ୍ଧାରଣ କରିବାକୁ ଅନୁଭବଙ୍କ ଆବେଦନ।
ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି ।