• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Panchayat Polls

Odisha Panchayat Polls । Final Reservation List For Zilla Parishad President Posts Announced
ମହିଳାଙ୍କ ପାଇଁ ୫୦ %

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି.. ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି

Tribals in Bolangir gherao district Collector’s office
ସିଟ୍‌ ସଂରକ୍ଷଣ ନିଷ୍ପତ୍ତିକୁ ବିରୋଧ, ବଲାଙ୍ଗିରରେ ମହାମେଳି କଲେ ଆଦିବାସୀ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସିଟ୍ ସଂରକ୍ଷଣକୁ ନେଇ ଆପତ୍ତି ଉଠାଇଛି ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ। ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଦିବାସୀମାନେ ମହାମେଳି କରିଛନ୍ତି।

BJP
ପଞ୍ଚାୟତ ନିର୍ବାଚନ ଭୋଟ୍ ପୂର୍ବରୁ ତାତିଲାଣି ରାଜନୀତି ପାଣିପାଗ

ମିଶନ୍ ପଞ୍ଚାୟତ । ଭୋଟ୍ ତାରିଖ ଘୋଷଣା ନହେଉଣୁ, ଯିଏ ଯାହା ରଣନୀତିରେ ବ୍ୟସ୍ତ । ଲୋକ ପ୍ରତିନିଧିଙ୍କ ସହ ଆଜି ବିଜେପିର ବ୍ରେନ୍ ଷ୍ଟର୍ମିଂ । ରାଜ୍ୟ କାର୍ଯ୍ୟାଳୟରେ ପ୍ରଥମେ ସାଂସଦ ଓ ପରେ ବିଧାୟକଙ୍କ ସହ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ପଞ୍ଚାୟତ ନିର୍ବାଚନ ରଣନୀତି ନେଇ ମାନସ ମନ୍ଥନ ।

Odisha Panchayat Polls
ନିର୍ବାଚନ ପୂର୍ବରୁ ପ୍ରକଳ୍ପ ରାଜନୀତି

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜୋର ଧରିଛି ପ୍ରକଳ୍ପ ରାଜନୀତି । ଜିଲ୍ଲାକୁ ଜିଲ୍ଲା ବୁଲି ମୁଖ୍ୟମନ୍ତ୍ରୀ BSKY କାର୍ଡ ବାଣ୍ଟିଲା ପରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ଜାରି ରଖିଛନ୍ତି ।

BJD May Lose Votes In Panachyat Elections
ପଞ୍ଚାୟତ ନିର୍ବାଚନରେ ଖସିବ ବିଜେଡି ଭୋଟ୍ ! ୨୦୧୭ରେ ବି କମିଥିଲା

୨୧ ବର୍ଷ ଧରି ଓଡ଼ିଶାକୁ ଶାସନ କରୁଥିବା ବିଜେଡି ଏଥର ନିଜର ମନ୍ତ୍ରୀଙ୍କୁ ନେଇ ଅଡୁଆରେ ପଡ଼ିପାରେ। ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ଏହି ପ୍ରସଙ୍ଗ ଦଳର ଗୋଡ଼ ଟାଣିପାରେ। ପୂର୍ବରୁ ମଧ୍ୟ ଏହାର ଉଦାହରଣ ରହିଛି।

Election
ପଞ୍ଚାୟତ ନିର୍ବାଚନରେ କେଉଁଥି ପାଇଁ କେତେ ସିଟ୍

ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ।

Odisha Panchayat Polls
ପଞ୍ଚାୟତ ନିର୍ବାଚନ: ଆଜି ପ୍ରକାଶ ପାଇବ ସଂରକ୍ଷଣ ଚିଠା ତାଲିକା

ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ।  

Panchayat Election
ପଞ୍ଚାୟତ ଭୋଟ୍ ପାଇଁ ଆରମ୍ଭ ହେଲାଣି ପାଗଭିଡ଼ା

କରୋନା ମିଟର ପୂରା ଖସି ନ ଥିଲେ ବି ଉଷ୍ମ ହେବାରେ ଲାଗିଛି ରାଜନୈତିକ ବାତାବରଣ। ବିଭିନ୍ନ ପ୍ରସଙ୍ଗ ଉଠାଇବା ହେଉ ବା ନିଜ ଦଳୀୟ ସଂଗଠନ ମଜବୁତ ହେଉ, ସବୁ ଦଳ ପକ୍ଷରୁ ବିଭିନ୍ନ ବାହାନାରେ ତୃଣମୂଳ ସ୍ତରର ଭୋଟରଙ୍କ ନିକଟତର ହେବାକୁ ଚାଲିଛି ପ୍ରୟାସ।