ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି.. ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସିଟ୍ ସଂରକ୍ଷଣକୁ ନେଇ ଆପତ୍ତି ଉଠାଇଛି ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ। ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଦିବାସୀମାନେ ମହାମେଳି କରିଛନ୍ତି।
ମିଶନ୍ ପଞ୍ଚାୟତ । ଭୋଟ୍ ତାରିଖ ଘୋଷଣା ନହେଉଣୁ, ଯିଏ ଯାହା ରଣନୀତିରେ ବ୍ୟସ୍ତ । ଲୋକ ପ୍ରତିନିଧିଙ୍କ ସହ ଆଜି ବିଜେପିର ବ୍ରେନ୍ ଷ୍ଟର୍ମିଂ । ରାଜ୍ୟ କାର୍ଯ୍ୟାଳୟରେ ପ୍ରଥମେ ସାଂସଦ ଓ ପରେ ବିଧାୟକଙ୍କ ସହ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀଙ୍କ ପଞ୍ଚାୟତ ନିର୍ବାଚନ ରଣନୀତି ନେଇ ମାନସ ମନ୍ଥନ ।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜୋର ଧରିଛି ପ୍ରକଳ୍ପ ରାଜନୀତି । ଜିଲ୍ଲାକୁ ଜିଲ୍ଲା ବୁଲି ମୁଖ୍ୟମନ୍ତ୍ରୀ BSKY କାର୍ଡ ବାଣ୍ଟିଲା ପରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ ଜାରି ରଖିଛନ୍ତି ।
୨୧ ବର୍ଷ ଧରି ଓଡ଼ିଶାକୁ ଶାସନ କରୁଥିବା ବିଜେଡି ଏଥର ନିଜର ମନ୍ତ୍ରୀଙ୍କୁ ନେଇ ଅଡୁଆରେ ପଡ଼ିପାରେ। ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ଏହି ପ୍ରସଙ୍ଗ ଦଳର ଗୋଡ଼ ଟାଣିପାରେ। ପୂର୍ବରୁ ମଧ୍ୟ ଏହାର ଉଦାହରଣ ରହିଛି।
ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ।
ପଞ୍ଚାୟତ ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥା ନେଇ ଆଜି ସଂରକ୍ଷଣ ଚିଠା ତାଲିକା ପ୍ରକାଶ ପାଇବ। କେଉଁ ଆସନ କାହା ପାଇଁ ସଂରକ୍ଷଣ ହେବ, ସେନେଇ ଜିଲ୍ଲାସ୍ତରରେ ଚିଠା ତାଲିକା ପ୍ରକାଶ ପାଇବ।
କରୋନା ମିଟର ପୂରା ଖସି ନ ଥିଲେ ବି ଉଷ୍ମ ହେବାରେ ଲାଗିଛି ରାଜନୈତିକ ବାତାବରଣ। ବିଭିନ୍ନ ପ୍ରସଙ୍ଗ ଉଠାଇବା ହେଉ ବା ନିଜ ଦଳୀୟ ସଂଗଠନ ମଜବୁତ ହେଉ, ସବୁ ଦଳ ପକ୍ଷରୁ ବିଭିନ୍ନ ବାହାନାରେ ତୃଣମୂଳ ସ୍ତରର ଭୋଟରଙ୍କ ନିକଟତର ହେବାକୁ ଚାଲିଛି ପ୍ରୟାସ।