• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Police Dg

Odisha Police DG
କିଏ ହେବେ ରାଜ୍ୟ ପୋଲିସର ପରବର୍ତ୍ତୀ ମୁଖିଆ ?

ପରବର୍ତ୍ତୀ ପୋଲିସ ଡିଜି ରେସରେ ସବୁଠୁ ଆଗରେ ରହିଛନ୍ତି ୧୯୮୯ ବ୍ୟାଚ୍ ମହିଳା IPS ବି.ରାଧିକା ।

New Police DG Of Odisha
ଏଇ 5 ଜଣଙ୍କ ମଧ୍ୟରୁ ଜଣେ ହେବେ ନୂଆ DGP

ନୂଆ ବର୍ଷରେ ଆସିବେ ରାଜ୍ୟର ନୂଆ ଡିଜିପି । ବର୍ତ୍ତମାନର ଡିଜିପି ଅଭୟ ଅବସର ନେବେ । ରାଜ୍ୟର ଡିଜିପି ଚୟନ ବେଳେ ଅନେକ ବିଷୟକୁ ସରକାର ବିଚାରକୁ ନେଇଥାଆନ୍ତି । ଦକ୍ଷତା, ଅଭିଜ୍ଞତା ଓ ବିଶ୍ୱସନୀୟତାକୁ ପ୍ରାଧାନ୍ୟ ଦିଆଯାଇଥାଏ । କିନ୍ତୁ ଏଥର ସରକାର ବାଛିବେ କାହାକୁ ? ଜାଣନ୍ତୁ ।