• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Political

Winning election without CM face
ବିନା ମୁଖ୍ୟମନ୍ତ୍ରୀ ଚେହେରାରେ ବିଜେପି ଜିତିବ ୨୪ ନିର୍ବାଚନ ? ତେଜିଲା ରାଜନୀତି

ବିଜେଡି-ବିଜେପି ଏପରି ତୁତୁ ମେମେ ମଧ୍ୟରେ କଂଗ୍ରେସ ବିଧାୟକ ତାରା ବାହିନୀପତି କହିଛନ୍ତି କଂଗ୍ରେସରୁ ନିରଂଜନ ପଟ୍ଟନାୟକ, ଶରତ ପଟ୍ଟନାୟକ ଓ ବିଜୟ ପଟ୍ଟନାୟକ ହିଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରିବେ । ଏମାନଙ୍କ ବାଦ୍ ଆଉ କେହି ତାଙ୍କୁ ଦେଖାଯାଉନାହାନ୍ତି ବୋଲି କହି ଏକ ପ୍ରକାର କଟାକ୍ଷ କରିଛନ୍ତି ତାରା ।

Ulb Polls
ପୌର ଉପାଧ୍ୟକ୍ଷ ନିର୍ବାଚନରେ ବିରୋଧୀଙ୍କ ଚକ୍‌ମା, ସଂଖ୍ୟା ଥାଇ ବି ଖସିଗଲା ପଦ

ଜଗତସିଂପୁର, ପାରାଦୀପ, ରେଢ଼ାଖୋଲ, ଖରିଆର୍ । ପୌର ଉପାଧ୍ୟକ୍ଷ ନିର୍ବାଚନରେ ବିରୋଧୀଙ୍କ ଚକ୍‌ମା । ସଂଖ୍ୟା ଦୃଷ୍ଟିରୁ ବିଜେଡିର ଅଧିକ କାଉନସିଲର୍ ଥିଲେ ବି ଏସବୁ ସ୍ଥାନରେ ମ୍ୟାଜିକ୍ ନମ୍ବରକୁ ଛୁଇଁ ପାରିନି ।

Deputy mayor
ପୌର ଉପାଧ୍ୟକ୍ଷ ନିର୍ବାଚନ, ଜାଣନ୍ତୁ କିଏ କେଉଁଠି କଲା କବ୍‌ଜା

ସ୍ୱାଧୀନ ପ୍ରାର୍ଥୀ କାଁ ଭାଁ କବ୍‌ଜା କରିଥିବା ବେଳେ ବିଜେପି ସ୍ଥିତି ମଧ୍ୟ ଦୟନୀୟ । ଆଉ କଂଗ୍ରେସ କଥା ନକହିବା ଭଲ । ତେବେ ଆସନ୍ତୁ ଜାଣିବା କିଏ କେଉଁଠି କଲା କବ୍‌ଜା ।

ULB Polls
ପୌର-ଉପାଧ୍ୟକ୍ଷ ନିର୍ବାଚନ ପାଇଁ ଛକାପଞ୍ଝା, କଂଗ୍ରେସ-ସ୍ୱାଧୀନ ଉପରେ ନଜର

୨୧ କାଉନସିଲରଙ୍କ ମଧ୍ୟରୁ ଏଠି କଂଗ୍ରେସର ୭, ବିଜେପିର ୨ ଓ ସ୍ୱାଧୀନ ୩ଟିରେ ଜିତିଥିବା ବେଳେ ବିଜେଡି ପାଖେ ରହିଛି ୯ଟି ସିଟ୍ । ଅର୍ଥାତ୍ କାହା ପାଖେ ନାହିଁ ବହୁମତ ।