୨୪ ନିର୍ବାଚନରେ ସମ୍ବିତଙ୍କ ସମତଳ ରାସ୍ତାରେ କଣ୍ଟା ସାଜି ପାରନ୍ତି ପାରଦୀପ ପୌରପାଳିକା ଅଧ୍ୟକ୍ଷ ତଥା ପାରାଦୀପ ବିଜେଡି ସଭାପତି ବସନ୍ତ ବିଶ୍ୱାଳ।
୨୦୧୯ରେ ସେ ବିଜେପିର ଏବେକା ରାଜ୍ୟ ସଭାପତି ତଥା ହେଭିୱେଟ୍ ମନମୋହନ ସାମଲଙ୍କୁ ୮୦୮୦ ଭୋଟରେ ହରାଇ ବିଜେଡିର ବିଜୟ ଧାରାକୁ ଅବ୍ୟାହତ ରଖିଥିଲେ। ଆଉ ଏଥର ବି ତୃତୀୟ ଥର ପ୍ରାର୍ଥୀ ହୋଇ ବିଜୟ ପାଇଁ ଆଶାୟୀ ବ୍ୟୋମକେଶ।
୨୦୧୪ରେ ବିଧାୟକ ଏବଂ ଗତଥର କଂଗ୍ରେସରୁ ପ୍ରାର୍ଥୀ ହୋଇ ପରାଜୟର ସାମ୍ନା କରିବା ପରେ କେ. ସୁରିୟା କଂଗ୍ରେସ ଦଳ ଛାଡ଼ି ଦେଇଥିବାରୁ ବିଜୟଙ୍କ ରାସ୍ତା ବି ପରିସ୍କାର।
ଭଦ୍ରକ ଆସନରୁ ବିଜେଡି ଟିକେଟ ପାଇଁ ଏକାଧିକ ଆଶାୟୀ । ତା’ଭିତରୁ ସବା ଆଗରେ ଅସୀତ ପଟ୍ଟନାୟକ।
ବ୍ରହ୍ମପୁରରେ ଦଳର କିଛି ପକେଟ୍ ଭୋଟ ଥିବାରୁ ଦଳ ଏଥର ବିଜେଡି-ବିଜେପି ଶାସନ ବିରୋଧୀ ହାୱାକୁ ଆଧାର କରି ଦୃଢ଼ ମୁକାବିଲା କରିବାକୁ ଆଶା ବାନ୍ଧିଛି।
୨୦୧୮ରୁ ମେଡିକାଲ କଲେଜ ଅସ୍ଥାୟୀ ଭାବେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚାଲିଥିବା ବେଳେ ଏଯାଏଁ ନୂଆ ବିଲ୍ଡିଂକୁ ସ୍ଥାନାନ୍ତରଣ ହୋଇପାରିନି। ଡାକ୍ତର ଅଭାବରୁ ଏହା କେବଳ ରେଫରାଲ ହସ୍ପିଟାଲର ଆଖ୍ୟା ଅର୍ଜନ କରିଛି।
ଟାଉନ ପ୍ଲାନିଂର ଅଭାବ ସହ ସବୁବେଳେ ଟ୍ରାଫିକ ସମସ୍ୟା ଲାଗି ରହୁଛି। ସହରର ପାଇଁ ସ୍ୱତନ୍ତ୍ର ଭାବେ ନିର୍ମାଣ ହେଉଥିବା ରିଂ ରୋଡ୍ ଏବେ ଅଧପନ୍ତରିଆ ଭାବେ ପଡ଼ି ରହିଛି।
୨୦୧୪ରେ ମଧ୍ୟ ଦଳୀୟ ପ୍ରାର୍ଥୀ ବାସୁଦେବ ପତିଙ୍କୁ ତୃତୀୟ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ତେବେ ସବୁଥର ଭଳି ଏଥର ବି ଦଳରେ ଗୋଷ୍ଠୀ କନ୍ଦଳ ଜଳ ଜଳ ଦିଶୁଛି।
‘ଓଡ଼ିଶା ବଞ୍ଚାଅ ସମାବେଶ’ ମାଧ୍ୟମରେ ମୁଣ୍ଡ ଟେକିଲା କଂଗ୍ରେସ। ଏକ ଦଶନ୍ଧି ପରେ ଦମ ଦେଖାଇଛି ଦଳ। ଚର୍ଚ୍ଚାରେ ‘ଭୋଟ୍ ଫର୍ ପଟନାୟକ’ ଟି-ସର୍ଟ, କ୍ରେନ୍ରେ ନେତାଙ୍କ ଫଟୋ, ରାଜଧାନୀରେ ବ୍ରହ୍ମପୁର ନେତାଙ୍କ ପୋଷ୍ଟର୍ ଏବଂ ମହମ୍ମଦ ମୋକିମ୍ଙ୍କ ବିଜ୍ଞାପନ।
ସେଲିବ୍ରିଟି ଓ ନେତା ସାମିଲ ନେଇ ତେଜିଲା ରାଜନୀତି । କେଉଁଠି ଆଲବମ୍ ଗୀତରେ ଠୁମକା ତ କେଉଁଠି ଗୋଷ୍ଠୀ ବିବାଦ ।
ପୁଣି ଥରେ ରାଜ୍ୟସଭା ନେଇ ଆଶାବାଦୀ ପ୍ରସନ୍ନ ପାଟ୍ଟଶାଣୀ । ଏଥର ନବୀନ ବାବୁ ପ୍ରତିଶ୍ରୁତି ପାଳନ କରିବେ କହିଲେ ।
ବର୍ଷେ ପୂରିଲା, ତଥାପି ଅସ୍ପଷ୍ଟ । ଦିପାଳୀ କହିଲେ ଆଇନ ତା ବାଟରେ ଯିବ ।
ଖାଲି ହେବ ଓଡ଼ିଶାର ୩ ରାଜ୍ୟସଭା ଆସନ। ଏପ୍ରିଲ୍ ୩ରେ ସରୁଛି ସାଂସଦ ପ୍ରଶାନ୍ତ ନନ୍ଦ, ଅମର ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ। ଏହି ୩ ଜଣଙ୍କ ସମେତ ୧୫ଟି ରାଜ୍ୟର ମୋଟ୍ ୫୬ ଜଣଙ୍କ କାର୍ଯ୍ୟକାଳ ବି ପୂରୁଥିବାରୁ ରାଜ୍ୟସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ।
ଜଣେ ଅଫିସରକୁ ବସାଇ ଏଠି ସରକାର ଚାଲିଛି: ଖଡଗେ । ନିଯୁକ୍ତି ଓ ଧନୀ-ଗରିବ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ୍ ।
ତାମିଲନାଡୁ କ୍ୟାଡରର ଜଣେ ଆଇଏଏସ୍ ଏବେ ତାଙ୍କର ପରାମର୍ଶଦାତା ବୋଲି କଟାକ୍ଷ କରିଛନ୍ତି ଖଡ୍ଗେ ।
ଏବେର ପଟ୍ଟନାୟକଙ୍କର ବିଜେପି ସହ ନିଘନ ସଂପର୍କ ରହିଛି । ସେ ପଟ୍ଟନାୟକ ଓ ଏ ପଟ୍ଟନାୟକଙ୍କ ମଧ୍ୟରେ ବହୁତ ବଡ଼ ତଫାତ ରହିଛି ।
ସମାବେଶ ପରେ କଂଗ୍ରେସର ବରିଷ୍ଠ ନେତା ଏବଂ ସହଯୋଗୀ ଦଳଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏଆଇସିସି ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ ପରେ ଏହା ହେଉଛି ଖଡଗେଙ୍କ ପ୍ରଥମ ଓଡ଼ିଶା ଗସ୍ତ ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ଶଙ୍ଖ-ପଦ୍ମ ନିବିଡ଼ ସଂପର୍କ ଅଭିଯୋଗ । ଓଡ଼ିଶାରେ ତେଲେଙ୍ଗାନା ଥିଓରୀ ।
ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରିନସପାଲଙ୍କ ଫତୱା । ଛାତ୍ର ଅସନ୍ତୋଷ ସାଙ୍ଗକୁ ତେଜିଲା ରାଜନୀତି ।
ଯେଉଁଦିନ ପୁରୀରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେଉଥିଲା, ଆଉ ଏଥିପାଇଁ ସମଗ୍ର ଓଡ଼ିଶାରେ ଏକ ଅଦିନିଆ ଆଧ୍ୟାତ୍ମିକ ମହାମହୋତ୍ସବର ମାହୋଲ ସୃଷ୍ଟି ହୋଇଥିଲା, ଠିକ ସେହିଦିନ ଏହି ରାଜ୍ୟର ଭୌଗୋଳିକ ସ୍ଥିତିରେ ଅବସ୍ଥିତ ବାଣୁଆଗୁଡା ଗାଁ କାନ୍ଦ ବୋବାଳିରେ ଫାଟିପଡୁଥିଲା! କ’ଣ ପୂରା ଘଟଣା ଆସନ୍ତୁ ଜାଣିବା…
ଦୁଇ ରାଜନୈତିକ ଦଳ ବିଜେଡି ଓ ବିଜେପି ମଧ୍ୟରେ ଭିତିରିଆ ମଧୁର ସଂପର୍କ ଥିବା ଅଭିଯୋଗ କରି ଏପରି ଢଙ୍ଗରେ କଟାକ୍ଷ କରିଛି କଂଗ୍ରେସ ଏବଂ ବିଜେଡି ସହିତ ବିଜେପିର ବାହାଘର କରାଯାଉଛି।
ଅନୁଦାନ ସତ୍ତ୍ୱେ ୭ବର୍ଷ ପରେ ବି ଉଧୋଉନି ଜୟପୁର-ମାଲକାନଗିରି- ନବରଙ୍ଗପୁର ନୂଆ ଲାଇନ୍ ପ୍ରକଳ୍ପ, ଇଞ୍ଚେ ବି ଜମି ଦେଇ ପାରିଲେନି ରାଜ୍ୟ ସରକାର, ତେଜିଲା ରାଜନୀତି ।
ହାଇକୋର୍ଟରେ ରାଜ୍ୟ ସରକାରଙ୍କ ତଥ୍ୟ ଦାଖଲ । ଏଣେ ପଲିଟିକ୍ସ ପଶାପାଲିରେ ‘ମାହଲ ମାଣ୍ଡା’ ଗୋଟି ।
ବିଜେଡିର ପରିବାର ସଂପର୍କ ଅଭିଯାନକୁ ବିଜେପିର କାଉଣ୍ଟର । କୋଟିଏ ପରିବାରକୁ ଛୁଇଁବା ପାଇଁ ରାଜ୍ୟ ବିଜେପିର ଯୋଜନା ।