• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Politics

Voter List
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା; ରାଜ୍ୟରେ ୩.୩୨ କୋଟି ଭୋଟର

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟର ତାଲିକା ସଂଶୋଧନ କରାଯାଇଛି । ତାଲିକାରେ ରହିଛନ୍ତି ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର ।

Bharat Sankalpa Rath
ଭାରତ ସଂକଳ୍ପ ରଥକୁ ବିଭିନ୍ନ ସ୍ଥାନରେ ବିରୋଧ

ଡ୍ରାଇଭର ଓ କର୍ମଚାରୀଙ୍କୁ ଗାଳିଗୁଲଜ, ଗାଡି ନ ରଖିବାକୁ ଧମକ ।

Chit Fund Politics
ପୁଣି ଟିଟ୍‌ଫଣ୍ଡ ପ୍ରସଙ୍ଗ ! କ୍ଷମତାକୁ ଆସିଲେ ୨୪ ଘଣ୍ଟାରେ ଫେରାଇବୁ ଟଙ୍କା କହିଲା ବିଜେପି

କଂଗ୍ରେସର ବି ଦେଲା ସମାନ ପ୍ରତିଶ୍ରୁତି । ଆନ୍ଦୋଳନ ଚେତାବନୀ ଦେଲା କ୍ଷତିଗ୍ରସ୍ତ ଜମାକାରୀ ମଞ୍ଚ ।

Bharat Sankalpa Rath
କେନ୍ଦ୍ରର ବିକାଶ ପଥରେ କିଏ ସାଜୁଛି କଣ୍ଟା ? ଭାରତ ସଂକଳ୍ପ ରଥକୁ ବିଜେଡିର ବିରୋଧ !

ଗାଡ଼ି ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ । ବିକଶିତ ଭାରତ ସଂକଳ୍ପ ରଥକୁ ଅସହଯୋଗକୁ ନେଇ ରାଜନୀତି ।

Giridhar Gamago
ପୁଣି କଂଗ୍ରେସରେ ଯୋଗଦେବେ ଗମାଙ୍ଗ ପରିବାର

‘ବରିଷ୍ଠ ନେତା ତଥା ବିଧାୟକଙ୍କ ଉପରୁ ଉଠିବ ନିଲମ୍ବନ’ । କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ମନ୍ତବ୍ୟ ।

Naveen Patnaik
ସଭା ମଞ୍ଚରେ ଟକ୍‌ ଫାଇଟ୍; ୨୩ ବର୍ଷ ତଳେ ଶୁଭ ଦେଇଥିଲେ ନବୀନ, ଏଯାଏଁ କାମ ସରିନି...!

ଅସଂପୂର୍ଣ୍ଣ ପ୍ରକଳ୍ପ ଉଦଘାଟନ କରିଥିବା କହି ବିରୋଧୀଙ୍କ ଟାର୍ଗେଟ୍ । ମଞ୍ଚ ଉପରେ ବାକ୍ ଯୁଦ୍ଧ ।

Odisha Politics
ଚର୍ଚ୍ଚାରେ ପାରାଦୀପ ପଲିଟିକ୍ସ ! ମେଡିକାଲ୍ ଶଯ୍ୟାରେ ଥିବା ବେଳେ କାହିଁକି ପ୍ରତ୍ୟାହାର ହେଲା ବହିଷ୍କାର ?

ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦାମଙ୍କ ଉପରୁ ହଠାତ୍ ବହିଷ୍କାର ଆଦେଶ ପ୍ରତ୍ୟାହାର ପଛରେ କଣ ଷ୍ଟ୍ରାଟେଜି ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ଯଦିଓ ଦାମଙ୍କ ପୁଅ କହିଛନ୍ତି ବାପାଙ୍କୁ ଖୁସି କରିବାକୁ ସେ ୨ ବର୍ଷ ପୂର୍ବରୁ ଏହି କଥା ପାଣ୍ଡିଆନଙ୍କୁ କହିଥିଲେ।

Soumya Ranjan Patnaik
ମୁହଁ ଖୋଲିଲେ ସୌମ୍ୟ; କହିଲେ, ମୋର କିଛି ନାହିଁ..ଯାହାଙ୍କୁ ଗଢ଼ିଥିଲି, ସେମାନେ ଚୋଟ ମାରିଲେ

ଖୋର୍ଦ୍ଧାରେ ଜାନକୀ ବଲ୍ଳଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ବଡ଼ ମନ୍ତବ୍ୟ ଦେଇଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ ।

Tree Plantation
ବର୍ଷ ଆରମ୍ଭରୁ ବଡ଼ ଦୁର୍ନୀତି : ଗଛ ନାଁରେ ସାଢେ ୬ କୋଟି ଚଳୁ

କାଗଜ କହୁଛି ଭୁବନେଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ କୋଟି କୋଟି ଟଙ୍କାର ଗଛ ଲାଗିଛି । ୮ଟି ସ୍ଥାନରେ ଗଛ ଲଗାଇବାକୁ ଖର୍ଚ୍ଚ ହୋଇଛି ସାଢ଼େ ୬ କୋଟି ଟଙ୍କା ।

Odisha Politics
ସରକାରୀ ଟଙ୍କାରେ ବିଜେଡି କରୁଛି କି ବ୍ରାଣ୍ଡ ନବୀନର ପ୍ରମୋସନ ?

BSKY ନବୀନ କାର୍ଡ ଆୱାରନେସ୍ ପାଇଁ ସ୍କୁଲରୁ ପଞ୍ଚାୟତ ଯାଏଁ ପ୍ରୋଗ୍ରାମ । ‘ନୂଆ ଓ’ କାର୍ଯ୍ୟକ୍ରମରେ ପିଲାଙ୍କ ସାର୍ଟିଫିକେଟରେ ଶଙ୍ଖ ଚିହ୍ନ ।

High Court
ପୁଣି ଚର୍ଚ୍ଚାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ! ଆଉ ମହତ୍ତ୍ୱପୂର୍ଣ୍ଣ ନୁହେଁ କହିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଗୁରୁତ୍ବପୂର୍ଣ୍ଣ ମନ୍ତବ୍ୟ । ଇ-କୋର୍ଟରେ ମିଳୁଛି ହାଇକୋର୍ଟ ଭଳି ସୁବିଧା: କେନ୍ଦ୍ର ଆଇନମନ୍ତ୍ରୀ  ।

Panchanan Kanungo
ଭିକେ ପାଣ୍ଡିଆନଙ୍କ ପାଠ ବହୁତ କମ୍, ଇତିହାସ ଜାଣିନାହାନ୍ତି କହିଲେ ପଞ୍ଚାନନ...

‘କଂଗ୍ରେସରେ ଥିଲା ବେଳେ ବିଜୁ ବାବୁ ପାରାଦୀପ ବନ୍ଦର କରିଥିଲେ’ । ‘ନବୀନଙ୍କ ବେଳେ ନୁହେଁ, ଜାନକୀ ମୁଖ୍ୟମନ୍ତ୍ରୀ ଥିଲା ବେଳେ IOCL ହୋଇଥିଲା’ ।

Biswa bhusan Harichandan
‘ଓଡ଼ିଆ ଲୋକ ତୋଷାମଦକାରୀ ନ ହୋଇ ମା-ମାଟି-ମଣିଷ ପାଇଁ ଲଢ଼’

'ଇଣ୍ଡିଆନ୍ କାଉନସିଲ୍ ଅଫ୍ ହିଷ୍ଟୋରିକାଲ୍ ରିସର୍ଚ୍ଚ ପକ୍ଷରୁ ଗବେଷଣା ହେବ' । 'ସ୍ୱାଧିନତା ସଂଗ୍ରାମର ଅଜଣା ନାୟକଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯିବ' ।

The governor's village visit will not be the problem for the government
ରାଜ୍ୟପାଳଙ୍କ ଗାଁ ବୁଲା ସରକାରଙ୍କ ପାଇଁ କାଳ ହେବନି ତ…

ଖୋଦ୍ ରାଜ୍ୟପାଳ ରାଜଭବନରୁ ବାହାରି ସିଧାସଳଖ ଲୋକଙ୍କ ପାଖକୁ ଯାଇ ଭଲମନ୍ଦ ଶୁଣୁଛନ୍ତି ଯାହା ଆଗରୁ କେବେ କେଉଁଠି ଦେଖାଯାଇଛି ନାହିଁ। ଲୋକେ ତାଙ୍କୁ ବିଭିନ୍ନ ସମସ୍ୟା ବିଷୟରେ କହୁଛନ୍ତି। ତେବେ ବିଜେଡି ସରକାର ନୂଆ ଓଡ଼ିଶାର ନାରା ଲଗାଇବାବେଳେ ନୂଆ ରାଜ୍ୟପାଳ ରଘୁବରଙ୍କ ଏହି 'ନିଆରା' ଘଟଣା ସରକାରଙ୍କୁ ଅଡୁଆରେ ପକେଇବନି ତ?

BJD
ଗଞ୍ଜାମ ବିଜେଡିରେ କୁହୁଳିଛି କି ଅସନ୍ତୋଷର ନିଆଁ

ଗଞ୍ଜାମ ବିଜେଡିରେ କୁହୁଳିଛି କି ଅସନ୍ତୋଷର ନିଆଁ । ଦଳ ପାଇଁ ଅଲୋଡ଼ା ହୋଇପଡ଼ିଥିବା ଅନୁଭବ କରି ଜିଲ୍ଲାର କିଛି ଭେଟେରାନ ନେତା ରୁଦ୍ଧଦ୍ୱାର ବୈଠକ କରିବାପରେ ବଢ଼ିଲା ଚର୍ଚ୍ଚା ।

BJD
ଗୋଳିଆ ଗଞ୍ଜାମ ଗଣିତ; ଅଲୋଡ଼ା ହେଲେଣି ପୁରୁଖା, ବିଜେଡି ପାଇଁ ବଢ଼ିବ ଅଡୁଆ !

କିଏ ଦୁଇ ଥରର ବିଧାୟକ ତ କିଏ ଥରେ । କିଏ ବିଜେଡି ଆରମ୍ଭରୁ ଅଛନ୍ତି ତ ଆଉ କିଏ ୧୮ ବର୍ଷ ଧରି ଦଳ ସହ ଜଡିତ । ଗଞ୍ଜାମ ଜିଲ୍ଲାର ଲୋକ ପ୍ରତିନିଧି, ବିଜୁ ଜନତା ଦଳର ବରିଷ୍ଠ ନେତା ।

THE GREAT ODISHA POLITICAL CIRCUS EP 743 | ଛେଳି କହୁଛି ରାଜନୀତି କଥା
THE GREAT ODISHA POLITICAL CIRCUS EP 743 | ଛେଳି କହୁଛି ରାଜନୀତି କଥା

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

Modi - Rahul
ଓଡ଼ିଶା ଆସିବେ ମୋଦି-ରାହୁଲ ! ବିଜେଡିକୁ ହେବ ଘନ ଘନ ଆଟାକ୍...

ଏଣିକି ମୈଦାନକୁ ଓହ୍ଲାଇବେ ବିଜେପି-କଂଗ୍ରେସର କେନ୍ଦ୍ରୀୟ ନେତୃତ୍ୱ । ଉତ୍ସାହିତ ଦୁଇ ଦଳ, ବିଜେଡି କହିଲା ପଡ଼ିବନି ପ୍ରଭାବ ।

Balangir
ହରିଶଙ୍କରରେ ନିମ୍ନମାନର କାର୍ଯ୍ୟ ! ସରପଞ୍ଚ-ଯନ୍ତ୍ରୀଙ୍କ ମାରପିଟ୍‌ ପରେ ଫିଟୁଛି ଗୁମର

ଏଭଳି ଅଭିଯୋଗ ନୂଆ ନଥିଲା। ସଂପୃକ୍ତ ସରପଞ୍ଚ ନିମ୍ନମାନର କାମ ଓ ପୁରୁଣା ରଡ୍ ବ୍ୟବହାର ହେଉଥିବା କଥା ପୂର୍ବରୁ ଲିଖିତ ଭାବେ ଜଣାଇଥିଲେ।

Arun Sahoo
ଅରୁଣଙ୍କ ଗଡ଼ରେ ଅରୁଣଙ୍କୁ ଅଡ଼ୁଆ ! ଘେରିଗଲେ ଚାଷୀ, ପଚାରିଲେ ପ୍ରଶ୍ନ...

କଟନିଛଟନି ବନ୍ଦ ଦାବିରେ ତାତିଲେ ଚାଷୀ। ଚାଷୀଙ୍କୁ ସାମ୍ନା କରି ନପାରି ଆଲୋଚନା କରିବା କହି ପଳାଇଲେ ନୟାଗଡ଼ ବିଧାୟକ ଅରୁଣ ସାହୁ।

Sarat Pattnaik, Congress
‘କଂଗ୍ରେସ ଯୋଗାଯୋଗରେ ବିଜେଡି ନେତା’, ୨୦୨୪ରେ କଂଗ୍ରେସର ସୂର୍ଯ୍ୟ ଉଇଁବ

‘ମଣ୍ଡିରେ ଧାନ ବିକ୍ରି ହୋଇପାରୁନି’ । କଂଗ୍ରେସ ଆକ୍ଷେପର ଜବାବ ରଖିଲା ବିଜେଡି ।

Dhana Mandi
ଖୋଲୁଛି ସରକାରଙ୍କ ଧାନମଣ୍ଡି ପୋଲ୍, ଛତିଶଗଡକୁ ହେଉଛି ଚୋରା ଚାଲାଣ

କଳାହାଣ୍ଡିରୁ ଧରାପଡିଲା ଦୁଇ ଶହ କ୍ୱିଣ୍ଟାଲ ଧାନ । ଆଜିବି ରାଜ୍ୟପାଳଙ୍କ ଆଗରେ ମଣ୍ଡି ଦୁଃଖ ବଖାଣିଲେ ଚାଷୀ ।

BJD
ବିଜେଡିରେ ଜଳ ଜଳ ଗୋଷ୍ଠି କନ୍ଦଳ ! ବିଭିନ୍ନ ସ୍ଥାନରେ ପାରାଲାଲ ପ୍ରତିଷ୍ଠା ଦିବସ ପାଳନ

ସମାନ୍ତରାଳ କାର୍ଯ୍ୟକ୍ରମକୁ ନେଇ ବଢିଲା ଦଳର ଟେନ୍ସନ୍ । ବିଜେଡି ପାଇଁ ଅଧିକ ଚ୍ୟାଲେଞ୍ଜିଂ ହେବ କି ଅନ୍ତଃକନ୍ଦଳ ?

Narendra Modi
Year Ender 2023: ମହୁଆଙ୍କ ସହ ପିନାକୀଙ୍କ କି ସମ୍ପର୍କ ? ଗୃହରୁ ରେକର୍ଡ ସଂଖ୍ୟକ ସାଂସଦ ନିଲମ୍ବିତ

ନୂଆ ଭାରତକୁ ସାଲ୍ୟୁଟ କରୁଛି ସାରା ବିଶ୍ୱ । ଆଉ ଦେଶ ଭିତରେ ଅନେକ ରାଜ୍ୟରେ ବଦଳିଛି ରାଜନୈତିକ ପାଣିପାଗ । ସେମିତି କିଛି ବଡ଼ ଘଟଣାକୁ ପୁଣି ମନେ ପକାଇବା ।

Kamiya Jani
ମୁହଁ ଖୋଲିଲେ କାମିୟା: କହିଲେ..ମୁଁ ବିଫ୍‌ ଖାଏନି କି ପ୍ରୋତ୍ସାହନ କରେନି

ସୋସିଆଲ ମିଡିଆରେ ଏକ ଭିଡିଓ ବାର୍ତ୍ତା ଜାରି କରି ପ୍ରତିକ୍ରିୟା ରଖିଛନ୍ତି ବ୍ଲଗର କାମିୟା ଜାନି ।