OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ବିଧାନସଭା ନିର୍ବାଚନରେ ମଧ୍ୟ ବିଜେପିର ଭୋଟ୍ ପ୍ରତିଶତ ବୃଦ୍ଧି ପାଉଥିବା ଧର୍ମେନ୍ଦ୍ର କହିଛନ୍ତି।
ଓଡ଼ିଶା ସୀମାନ୍ତ ଆରପଟ ଛତିଶଗଡରେ କଂଗ୍ରେସର ପରାଜୟ ପରେ ବଘେଲ ସରକାରକୁ ହଟାଇ ବିଜେପି କ୍ଷମତାକୁ ଫେରିଛି। ଏହା ସହିତ ରାଜସ୍ଥାନକୁ ମଧ୍ୟ ଦଳ ଦଖଲକୁ ନେଇଥିବାବେଳେ ମଧ୍ୟପ୍ରଦେଶରେ ପୂର୍ବାପେକ୍ଷା ଢେର ଅଧିକ ଜନମତ ପାଇଛି। ଆଉ ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ପଡିବ ବୋଲି ରାଜ୍ୟ ନେତୃତ୍ୱଙ୍କ ଦାବି।
ରାଜ୍ୟରେ ବିଜେପି କଂଗ୍ରେସକୁ ସୁରକ୍ଷା ଦେଉଛି । ଏଥିସହ ମିଛ ଓ ମନଗଢ଼ା କଥା କହି ଓଡ଼ିଶାକୁ ବଦନାମ କରାଯାଉଛି ବୋଲି କହିଛି ବିଜେଡି।
ବଲାଙ୍ଗିର ସୁଦପଡ଼ା ମଦ ବ୍ୟବସାୟୀଙ୍କଠୁ ଜବତ ନୋଟର ପରିମାଣ ୩ ଶହ କୋଟିରେ ପହଞ୍ଚିଲା । ପ୍ରାୟ ୨୫ଟି ମେସିନରେ ୫୦ କର୍ମଚାରୀଙ୍କ ଦ୍ବାରା ଜାରି ରହିଥିଲା ଗଣତି । ୫ ଦିନର ଲଗାତାର ଗଣତି ପରେ ଏହା ୩ ଶହ ୫ କୋଟି ଟଙ୍କା ବୋଲି ସୂଚନା ମିଳିଛି ।
MP, MLAଙ୍କୁ ଛାଡ଼ି ଟିକେଟ୍ ଲବିରେ ଥିବା ୧୯ ନେତା ହେଲେ ସଂଯୋଜକ ।
ରାଜ୍ୟରେ ଶହେରୁ ମାତ୍ର ୧୧.୯ ମାମଲାରେ ସଜା ପାଉଛନ୍ତି ଅଭିଯୁକ୍ତ । ଗତବର୍ଷ ସୁଦ୍ଧା ବିଚାର ନହୋଇ ପଡ଼ିରହିଥିଲା ୮ ଲକ୍ଷ ୬୪ ହଜାର ମାମଲା ।
କେନ୍ଦ୍ରୀୟ ନେତୃତ୍ୱ ଚାହୁଁଛି, ଏଠି ହେଉ ଡବଲ୍ ଇଞ୍ଜିନ୍ ସରକାର କହିଲେ ମନମୋହନ ।
କିଏ କହୁଛି ୨ ଶହ କୋଟି, କାହାର ଆକଳନ ୫ ଶହ କୋଟି । ରାଜ୍ୟର ଦେଶୀ ମଦଭାଟି ଉପରେ ଆଇଟି ରେଡରୁ ପ୍ରଥମ କରି ଏମିତି ଟଙ୍କାର ପାହାଡ଼ ଠାବ ହେବାକୁ ନେଇ ସାରା ଦେଶରେ ଚହଳ, ହୁଲସ୍ତୁଲ ରାଜ୍ୟ ରାଜନୀତି । ରାଜ୍ୟ ବିଜେପିର ସିଧା ନିଶାନାରେ ନବୀନ ସରକାର ।
IT ରେଡ୍ ଘଟଣାରେ ବିଜେଡି ନେତା ଓ ରାଜ୍ୟ ସରକାରଙ୍କ ସଂପୃକ୍ତି ଅଭିଯୋଗ ଆଣିଲେ ଲେଖାଶ୍ରୀ ।
ଓଡ଼ିଶାରେ ଶାସନ ବ୍ୟବସ୍ଥାରେ ଥିବା ଅଧିକାରୀ ଓ ନେତାଙ୍କ ବିନା ସଂପୃକ୍ତି ବା ଜଣାତରେ ଏସବୁ ହେବା ସମ୍ଭବ କି ବୋଲି ସେ ପ୍ରଶ୍ନ କରିଛନ୍ତି ବୈଜୟନ୍ତ ।
ଭାରତରେ ଯେତେ ବଡ ସ୍କାମ ହୋଇଛି ସେଥିରେ କଂଗ୍ରେସର ହାତ ରହିଛି । ବର୍ତ୍ତମାନ ପାଣ୍ଡୋରା ବକ୍ସ ଖୋଲିଛି, ଆଗକୁ ଆହୁରି ରେଡ୍ ହେବ-ଅପରାଜିତା ।
କ୍ୟାମ୍ପସରୁ ନେତା ତିଆରି ବାଟ ବନ୍ଦ କରି ଭିନ୍ନ ଉଦ୍ୟମ । ଛାତ୍ରଙ୍କୁ ରାଜନୈତିକ ଦଳଙ୍କ ଗୋଡ଼ାଣିଆ ଉଦ୍ୟମକୁ ନେଇ ପ୍ରଶ୍ନ ।
ରାଜ୍ୟରେ ଆଦିବାସୀ ବିରୋଧ ନୀତି ! ଦିଲ୍ଲୀରେ କିନ୍ତୁ ଆଦିବାସୀକୁ ଦରଦ । ବିଜେଡିର ଏଭଳି ଡବଲ୍ ଷ୍ଟାଣ୍ଡକୁ ନେଇ ଉଠିଲା ପ୍ରଶ୍ନ ।
ତେଲେଙ୍ଗାନାରେ ଦଳ ଯେଉଁ ସ୍ଥିତିରେ ଥିଲା ସେଠି ଯେଉଁଭଳି ନମ୍ବର ୱାନ୍ ହୋଇପାରିଲା, ଓଡ଼ିଶାରେ ବି ତାହା ହେବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।
ଏମପି ଥାଇ ଏମଏଲଏ ସିଟରେ ଲଢ଼ି ଜିତିଲେ ୧୨ ହେଭିୱେଟ୍ । ସଫଳ ହେଲା ବିଜେପିର ଏମପି ଫର୍ମୁଲା । ଓଡ଼ିଶାରେ ବି ଏମପି ଫର୍ମୁଲା ଆପଣାଇବ କି ବିଜେପି ?
ତେଜୁଛି ଜିଲ୍ଲା ମାନ୍ୟତା ରାଜନୀତି । ନିର୍ବାଚନ ପାଖେଇବା ସହ ଦାବି ବି ଜୋର୍ ଧରୁଛି । ପଦମପୁରକୁ ଜିଲ୍ଲା ଗଠନ ପାଇଁ ପ୍ରକ୍ରିୟା ପାଦେ ଆଗେଇଥିବା ବେଳେ ବିରୋଧୀ କିନ୍ତୁ ଏଥିରୁ ଭୋଟ୍ ରାଜନୀତିର ଗନ୍ଧ ବାରିଛନ୍ତି ।
ବିଜେପି ତୁଙ୍ଗ ନେତାଙ୍କ ଦମ୍ଭୋକ୍ତିରୁ ମିଳିଲାଣି ଆଭାସ । ବିଜେଡିର ଜବାବ, କିଛି ଫରକ୍ ପକାଇବନି କାଲିର ରେଜଲ୍ଟ ।
'ରାଜ୍ୟରେ ପଦ୍ମ ଫୁଟାଇବାକୁ ବିଜେପିର ସ୍ବତନ୍ତ୍ର ରଣନୀତି । କାମ କରିବନି ମନି ପାୱାର, ମସଲ ପାୱାର ଏବଂ ଅଧିକାରୀ ପାୱାର'
ହାତରେ ମାତ୍ର କିଛି ମାସର ସମୟ। ଭୋଟରଙ୍କ ପାଖକୁ ଯିବାକୁ ଅଣ୍ଟା ଭିଡ଼ିଲେଣି ରାଜନୈତିକ ଦଳ । ଚାଲିଛି ସଂଗଠନ ସମୀକ୍ଷା। ସରକାର ବିରୋଧୀ ପ୍ରସଙ୍ଗ ସଜାଡ଼ିବାରେ ବ୍ୟସ୍ତ ବିଜେପି ଓ କଂଗ୍ରେସ ।
୫ ରାଜ୍ୟରେ ଭୋଟ୍ ଗଣତିକୁ ନେଇ ଚରମ ଉତ୍କଣ୍ଠା । ଓଡ଼ିଶା ରାଜନୀତିରେ ପ୍ରଭାବକୁ ନେଇ ତେଜିଲା ରାଜନୀତି ।
କେନ୍ଦ୍ରକୁ ରାଜ୍ୟର ଅସହଯୋଗ ନେଇ ଅସନ୍ତୋଷ ଝାଡିଲେ କେନ୍ଦ୍ରମନ୍ତ୍ରୀ । ୫ ରାଜ୍ୟର ଫଳାଫଳ ପରେ ସ୍ବର ଆହୁରି ଶାଣିତ ହେବା ଅନୁମାନ ।
କରୁଥିଲେ ସରକାରୀ ଚାକିରୀ, ରହୁଥିଲେ ସରକାରଙ୍କ ଛତ୍ରଛାୟାରେ। ଶାସକ ଦଳର ଅଭୟବର ପାଇ କେମିତି କରିତକର୍ମା ବନିଥିଲେ ବୈପାରୀଗୁଡ଼ା ଥାନାବାବୁ, ଏବେ ଫିଟୁଛି ଗୁମର।
ସରକାର ଆଦିବାସୀଙ୍କ ଜମି ପାଇଁ ଡହଳ ବିକଳ। ହେଲେ ଆଦିବାସୀଙ୍କ ବିକାଶକୁ ଅଣଦେଖା। ୫ ମାସରେ ୯ ଜୁଆଙ୍ଗ ଆଦିବାସୀଙ୍କର ମୃତ୍ୟୁକୁ ନେଇ ଜାତୀୟ ମାନବାଧିକାର କମିସନ ରିପୋର୍ଟ ମାଗିଛି।
ପାରାଦୀପ ପୋର୍ଟ ବିକାଶ ନେଇ କେନ୍ଦ୍ର-ରାଜ୍ୟ ମୁହାଁମୁହିଁ । କେନ୍ଦ୍ର ଜାହାଜ ଚଳାଚଳ ରାଷ୍ଟ୍ରମନ୍ତ୍ରୀଙ୍କ ସାଂଘାତିକ ଅଭିଯୋଗ ।