ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା କହି ଗଂଜାମ ଜିଲ୍ଲାପାଳ, ଡିଆଇଜି ସତ୍ୟବ୍ରତ ଭୋଇଙ୍କ ଉପରେ ବି ବର୍ଷିଛନ୍ତି ପ୍ରଦୀପ ।
ଏସ୍ଏଚ୍ଜିଙ୍କ ପାଇଁ ସ୍ମାର୍ଟ ପରିଚୟପତ୍ର ବ୍ୟବସ୍ଥା । କମ୍ୟୁନିଟି ସପୋର୍ଟ ଷ୍ଟାଫ୍ଙ୍କୁ ବି ଦିଆଯିବ ଦରମା ।
ହେଲିକପ୍ଟରରେ 5T ସଚିବଙ୍କ ଗସ୍ତକୁ ନେଇ ଘନେଇଲା ବିବାଦ । ବ୍ଲକରୁ ବ୍ଳକ୍ ଗଲେ ବି ଗାଡ଼ି ବଦଳରେ ବ୍ୟବହାର ହେଉଛି ହେଲିକପ୍ଟର । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଭଳି ପୁରା କାରକେଡ୍ ସହିତ ଗସ୍ତ କରୁଛନ୍ତି 5T ସଚିବ ।
ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ମନ୍ତବ୍ୟକୁ ନେଇ ରାଜ୍ୟ ରାଜନୀତିରେ ହଇଚଇ । ନିଜ ଜନ୍ମଦିନରେ ନିଜ ଖବର କାଗଜରେ ଜନ୍ମଦିନ ଅନୁଚିନ୍ତା ଲେଖାକୁ ନେଇ ଝଡ଼ ସୃଷ୍ଟି ହୋଇଥିଲା ।
ତେବେ କିଏ ଏହି ଭାସ୍କର ସାହୁ ? ବ୍ୟବସ୍ଥା ବିରୋଧରେ ଅସନ୍ତୋଷ ପ୍ରକାଶ କରି ଏହି ପ୍ରତିବାଦ କି ? କାଳିମାଡ଼ ପଛର ଅସଲ କାରଣ କ’ଣ ? ତାଙ୍କୁ କିଏ ବ୍ୟବହାର କରିନି ତ ? ମାଇଲେଜ୍ ନେବା ପାଇଁ କାଳିମାଡ଼ ପ୍ରାୟୋଜିତ ନୁହେଁ ତ ?
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ମାହାଙ୍ଗାର ଦଶମ ଶ୍ରେଣୀ ଛାତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ ପଛରେ କିଏ ? ନାବାଳିକାଟି ଆତ୍ମହତ୍ୟା କଲା ନା ରାଜନେତାଙ୍କୁ ଢାଲ କରି ମାରିଦିଆଗଲା ? ଆଜିକୁ ଠିକ୍ ଦୁଇ ମାସ ତଳର ସମ୍ବେଦନଶୀଳ ମାମଲାର ସତ କାହିଁକି ସାମ୍ନାକୁ ଆଣୁନି ପୋଲିସ ?
ମାହାଙ୍ଗାର ଦଶମ ଶ୍ରେଣୀ ଛାତ୍ରୀଙ୍କ ରହସ୍ୟଜନକ ମୃତ୍ୟୁ ପଛରେ କିଏ ? ନାବାଳିକାଟି ଆତ୍ମହତ୍ୟା କଲା ନା ରାଜନେତାଙ୍କୁ ଢାଲ କରି ମାରିଦିଆଗଲା ? ଆଜିକୁ ଠିକ୍ ଦୁଇ ମାସ ତଳର ସମ୍ବେଦନଶୀଳ ମାମଲାର ସତ କାହିଁକି ସାମ୍ନାକୁ ଆଣୁନି ପୋଲିସ ?
5T ସଚିବଙ୍କୁ ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଟାର୍ଗେଟ । ମନ୍ତ୍ରୀ ବଡ଼ କି ସଚିବ ବଡ଼ ନେଇ ପୂର୍ବରୁ ଉଠାଇଥିବା ପ୍ରସଙ୍ଗକୁ ପୁଣି ଅବତାରଣା କରିଛନ୍ତି ସୌମ୍ୟ ।
ରାଜ୍ୟ ସରକାରଙ୍କ ବହୁ ଚର୍ଚ୍ଚିତ ମେଟ୍ରୋ ପ୍ରକଳ୍ପକୁ ନେଇ କଟାକ୍ଷ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ଏହାର ଦିନକ ପରେ ପ୍ରସ୍ତାବିତ ମେଟ୍ରୋ ପ୍ରକଳ୍ପର ଡିଟେଲ୍ ପ୍ରୋଜେକ୍ଟ ରିପୋର୍ଟ ବା DPR ସାମ୍ନାକୁ ଆଣିଥିଲେ ରାଜ୍ୟ ସରକାର ।
ବିଜେଡି ସରକାରଙ୍କ ଏସବୁ ନୀତି ଓ କାର୍ଯ୍ୟକାରିତ ନେଇ କଂଗ୍ରେସ ଲୋକଙ୍କୁ ସଚେତନ କରିବ ବୋଲି କହିଛି। ପିସି କାରବାର ବନ୍ଦ, ବିଦ୍ୟୁତ ଦର ପ୍ରତ୍ୟାହାର ଭଳି ୯ ଦପା ଦାବି ନେଇ କଗ୍ରେସ ୩୧୪ ବ୍ଲକ ଘେରିବ ବୋଲି କହିଛି ।
ଏଣିକି କେନ୍ଦ୍ର ଅବହେଳା ନୁହେଁ, ବିକାଶର ବାର୍ତ୍ତା ନେଇ ଲଢ଼ିବ ଦଳ । ଚାଷୀ, ଯୁବ, ମହିଳା, ଜନଜାତି ଭଳି ସବୁ ବର୍ଗଙ୍କୁ ଫୋକସ୍ ।
ସମଦୂରତ୍ୱର ସୀମା ଲଂଘି ଶାସକ ଦଳ ସମ୍ପର୍କର ଯେଉଁ ସେତୁ ଗଢିଛି ଏଥିରେ ରାଜ୍ୟବାସୀ କେତେ ଲାଭାନ୍ୱିତ ହେବେ ? ଓଡ଼ିଶାର ମୁଖ୍ୟ ବିରୋଧୀଦଳ ଭୂମିକା ନିର୍ବାହ କରୁଥିବା ବିଜେପି କିଭଳି ବିଜେଡି ଓ କଂଗ୍ରେସ ବିରୋଧୀ ଭୋଟକୁ ବିଶ୍ୱାସ ଜିତାଇବ ? ଆଗକୁ ଅଘୋଷିତ ମେଣ୍ଟ ହେବ କି ?
ଗଳି କନ୍ଦିରୁ ଚା' ଖଟି..ରାଜନେତାଠୁ ପାୱାର୍ କରିଡର୍..ସବୁଠି ସମସ୍ତଙ୍କ ମନରେ, ଏବେ କେବଳ ଦୁଇଟି ପ୍ରଶ୍ନ । ବିଧାନସଭାକୁ ଭାଙ୍ଗି ଆଗୁଆ ନିର୍ବାଚନକୁ ଯିବେ କି ନବୀନ ? ବିଜେପି-ବିଜେଡି ଭିତରେ କିଛି ବୁଝାମଣା ହେବାକୁ ଯାଉଛି କି ?
ମୋଦି ସରକାରକୁ ଖୋଲା ସମର୍ଥନ ପରେ ଅଡୁଆରେ ବିଜେଡି । ବିଜେପି-ବିଜେଡିର ସମୁଦ୍ର-ନଦୀ ଉପାଖ୍ୟାନକୁ ନେଇ ବୟାନବାଜି ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ଓଡ଼ିଶା ରାଜନୈତିକ ମୈଦାନରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ କହୁଥିବା ବିଜେପି-ବିଜେଡି ଭିତରେ ଏବେ ଚାଲିଛି ପ୍ରଶଂସାର ପର୍ବ।
ବିଜେଡିର ତଥାକଥିତ 'ସମଦୂରତା' ନୀତିକୁ ଜାତୀୟ ସ୍ତରରେ ତୀବ୍ର ସମାଲୋଚନା। କେନ୍ଦ୍ର ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ବିରୋଧ ଓ ଦିଲ୍ଲୀ ସେବା ବିଲ୍ ସପକ୍ଷରେ ଭୋଟ୍ ଦେବା ପରେ ଦଳକୁ ସିଧାସିଧା ନିଶାନା କରିଛନ୍ତି ବିରୋଧୀ
ଦିଲ୍ଲୀ ସର୍ଭିସ୍ ବିଲ୍କୁ ସମର୍ଥନ ପରେ ବିଜେଡିକୁ ଟାର୍ଗେଟ୍ । ବାଧ୍ୟବାଧକତା କହି ବିରୋଧୀଙ୍କ ସମାଲୋଚନା ।
ମଣିପୁର ପ୍ରସଙ୍ଗରେ ସଂସଦରେ ଆସ୍ଥା-ଅନାସ୍ଥାର ଲଢ଼େଇ । ଅନାସ୍ଥା ବିତର୍କରେ ଭାଗ ନେଇ ପିଏମଙ୍କୁ ଘେରିଲେ ବିରୋଧୀ ।
ପ୍ରଥମ ଥର ଲାଗି ଏପରି ଅଭିନବ ଢଙ୍ଗରେ ରାଜ୍ୟରେ ଯୁବ ଭୋଟରଙ୍କ ସଂଖ୍ୟା ବଢ଼ାଇବାକୁ ପଦକ୍ଷେପ ନେଇଛି ଉଚ୍ଚଶିକ୍ଷା ବିଭାଗ ।
ହଜାର ହଜାର ହିତାଧିକାରୀ ନିଜ ଘର ମରାମତି ପାଇଁ ଏହି ଯୋଜନାରେ ଆବେଦନ କରୁଛନ୍ତି, ହେଲେ ମିଳୁଛି ହାତ ଗଣତିଙ୍କୁ ।
ଫେଲ୍ ମାରିଛି କି ମୋ ଘର ଯୋଜନା ? ବାଲେଶ୍ୱରରେ ୧୭ ହଜାର ଆବେଦନକାରୀଙ୍କ ସ୍ଥାନରେ ମାତ୍ର ୩ ।
ଟେଣ୍ଡର ବାତିଲ ପରେ ବଢିଲା ଅନିଶ୍ଚିତତା। ତେବେ କାହିଁକି ବାତିଲ ହେଲା ଟେଣ୍ଡର? ବାରମ୍ବାର ଡିଜାଇନରେ ପରିବର୍ତ୍ତନ ପଡ଼ିଲା କି ମହଙ୍ଗା?
ଆଗାମୀ ଦିନରେ ପାଣ୍ଡିଆନ ହିଁ ଟିକେଟ ଫାଇନାଲ କରିବେ ବୋଲି ମଧ୍ୟ ବିରୋଧୀ ଦଳ ସିଧାସଳଖ କହୁଛନ୍ତି । ଆଉ ଏହି ଟିକେଟ ଲୋଭରେ ଜଣେ ନେତା ଜଣକ ପାଣ୍ଡିଆନଙ୍କ ଗୋଡ଼ ଧରିବାକୁ ଯାଉଥିବା କୁହାଯାଉଛି।