ମୁଖ୍ୟମନ୍ତ୍ରୀ ସୁସ୍ଥ କି ନୁହେଁ, ସାଲୁଜା ମାଗିଲେ ସ୍ପଷ୍ଟୀକରଣ । 5T ସଚିବଙ୍କ ବାବଦରେ ପ୍ରଫୁଲ୍ଲ ସାମଲଙ୍କ ମନ୍ତବ୍ୟକୁ ନେଇ ଝଡ଼, ବିରୋଧୀଙ୍କ ନିଶାନାରେ ମୁଖ୍ୟମନ୍ତ୍ରୀ ।
ବିଜେଡି ନେତାଙ୍କ ମନ୍ତବ୍ୟ ସନ୍ଦେହ ସୃଷ୍ଟି କରୁଛି । ମୁଖ୍ୟମନ୍ତ୍ରୀ ନିଜେ ସ୍ପଷ୍ଟୀକରଣ ଦେବା ଦରକାର କହିଲେ ସାଲୁଜା ।
5T ସଚିବଙ୍କୁ ବିରୋଧୀ ଟାର୍ଗେଟ ପରେ ଥମୁନି ରାଜନୀତି । ଟ୍ୱିଟ୍ କରି ପ୍ରଶ୍ନ ଉଠାଇଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।
ବାହାନଗାର ଭୟାବହ ଦୁର୍ଘଟଣା ଘଟିବାର ତୁରନ୍ତ ପରେ ଏହାର ତଦନ୍ତ ଦାୟିତ୍ୱ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବା ସିବିଆଇକୁ ଦିଆଯାଇଛି। ଓଡିଶାରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ବିଭିନ୍ନ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କୁ ଘେରିଥିବା ସାମ୍ନାକୁ ଆସିଛି। ତେବେ ରାଜ୍ୟ ଶାସନାଧୀନ ବିଜେଡି କେନ୍ଦ୍ରର ରେଳ ବ୍ୟବସ୍ଥା କିମ୍ବା ବିଜେପି ସରକାର ବିଷୟରେ ପଦୁଟିଏ କହିଲା ନାହିଁ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ଯଦି ରାଜନୀତି କରିବାକୁ ଏତେ ଇଛା ଚାକିରି ଛାଡ଼ କହିଲେ ଅପରାଜିତା । ସରକାରୀ ଚାକିରି କରିବ ପୁଣି ସରକାରଙ୍କଠାରୁ ଦରମା ନେଇ ରାଜନୀତି କରିବ ।
ସଚିବ ଯାହା କରୁଛନ୍ତି ତାହା ଭୁଲ୍ ବୋଲି ଅପରାଜିତା କହିଛନ୍ତି । ଏଥିସହ ପ୍ରଶାସନିକ ବିଧିବ୍ୟବସ୍ଥାର ଉଲଂଘନ କରାଯାଉଛି ବୋଲି ମଧ୍ୟ ସେ କହିଛନ୍ତି ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
SHGଙ୍କୁ କାମ ନମିଳିବା ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଓ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ସୁବାସ ସିଂହଙ୍କୁ କଟାକ୍ଷ କରି ଦେବାଶିଷ କହିଛନ୍ତି, ଏହା ସରକାରୀ ନା ବ୍ୟକ୍ତିଗତ କାର୍ଯ୍ୟକ୍ରମ ଥିଲା, ତାହା ସୁବାସ ସିଂ କହିପାରିବେ ।
ଏନେଇ ପୂର୍ବରୁ ସୂଚନା ଦେଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।
ରାଜ୍ୟରେ ପାୱାର କଟ୍ ହେଉନାହିଁ। ପବନ ହେଲେ ବିଦ୍ୟୁତ କାଟ କରାଯାଉଛି ବୋଲି ପୁଣି ଥରେ ଦୋହରାଇଛନ୍ତି ମନ୍ତ୍ରୀ।
ସାଂସଦ ନିରଞ୍ଜନ ବିଶିଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ ମାମଲା । ସାଂସଦ ନିରଞ୍ଜନଙ୍କ ‘ମିଛ ମନ୍ତବ୍ୟ’ର ପୋଲ ଖୋଲିଲେ ପ୍ରତ୍ୟକ୍ଷଦର୍ଶୀ ।
ମନ୍ତ୍ରିମଣ୍ଡଳରୁ ହଠାତ୍ କାହିଁକି ବାଦ୍ ପଡିଲେ ରୋହିତ ପୂଜାରୀ । ସାଧାରଣ ନିର୍ବାଚନ ବର୍ଷେରୁ କମ୍ ସମୟ ଥିବା ବେଳେ କାହିଁକି ହେଲା ଆକ୍ସନ ? ବିଭାଗରେ ଅତିଖରାପ ପ୍ରଦର୍ଶନ ନା ଆଉ କିଛି ଭିତିରି କାରଣ ?
ତାରା ଓ ସପ୍ତଗିରିଙ୍କ ଗୋଷ୍ଠୀ ମଧ୍ୟରେ ଲାଗିଥିଲା ଛକାପଞ୍ଝା । ୧୦ ଜିଲ୍ଲାର ନୂଆ ସଭାପତିଙ୍କ ନାଁ ଘୋଷଣା କରିଛି ଏଆଇସିସି ।
ଖରାପ ପ୍ରଦର୍ଶନ ନା ଅନ୍ୟ କିଛି ରାଜନୈତିକ କାରଣ ? ବିଭାଗ ପାଇଁ ଶ୍ରେଷ୍ଠ ପ୍ରଦର୍ଶନ ଦେଇଛି କହିଲେ ରୋହିତ ।
ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ୍ ପରେ ବଦଳିଲେ ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ।
ରୋହିତଙ୍କ ପ୍ରତିକ୍ରିୟାରୁ ତାଙ୍କ ମନରେ ଥିବା ଅସନ୍ତୋଷ ସ୍ପଷ୍ଟ ବାରି ହୋଇପଡ଼ୁଛି । ତଥାପି ମୁହଁରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଛନ୍ତି ରୋହିତ ।
ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ମନମୋହନ ଓ ବିଶ୍ୱେଶ୍ୱରଙ୍କ ପରେ ଜୁଏଲଙ୍କ ମନ୍ତବ୍ୟ । ବିଜେପି ସହ ବହୁ ନେତା ଟଚରେ କହିଲେ ଜୁଏଲ୍ ଓରାମ୍ । ପୃଥ୍ୱୀରାଜଙ୍କ ବୀଭୀଷଣ ଉପାଖ୍ୟାନକୁ ନେଇ ଚର୍ଚ୍ଚା ।
ଆଜିଠୁ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାୟ ଏକ କୋଟି ପରିବାର ଓ ରାଜ୍ୟର ୩୭ ହଜାର ୬୦୬ ବୁଥ୍ରେ ପହଞ୍ଚିବ ଦଳ। ପ୍ରାୟ ୫ଲକ୍ଷ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମରେ ସାମିଲ ହେବେ।
ସାଧାରଣ ନିର୍ବାଚନ ପୂର୍ବରୁ ବିଜେପିର ବଡ଼ ପ୍ଲାନ। ବିଜେଡି ମୁକ୍ତ ଓଡ଼ିଶା ଗଠନ କରି କ୍ଷମତାକୁ ଆସିବା ଲକ୍ଷ୍ୟରେ ଦଳର ମେଗା ସୋ'। ମୋଦି ସରକାରଙ୍କ ୯ ବର୍ଷର ସଫଳତା ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଦଳ ଆରମ୍ଭ କରିଛି ମହା ଜନସଂପର୍କ ଅଭିଯାନ ।
ଗଞ୍ଜାମ ବିଜେପି ଫାଟ ପଛରେ ରହିଛି କି ବିଜେଡି ? ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡିର ଡିଭାଇଡ୍ ଆଣ୍ଡ ରୁଲ୍ ପଲିସି । ବିଜେପିର ଶକ୍ତିବୃଦ୍ଧିକୁ ଚେକ୍ ଦେବାକୁ ଗେମ୍ ପ୍ଲାନ୍ ! ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବ୍ରହ୍ମପୁର ଗସ୍ତବେଳେ ଗଞ୍ଜାମ ଜିଲ୍ଲା ସଭାପତି ବିଭୁତି ଜେନାଙ୍କୁ କାଳିମାଡ଼ ।
ବିଧାନସଭା ଲଢ଼େଇ ପାଇଁ ସର୍ବୋଚ୍ଚ ବୟସ ସୀମା କେତେ ? ବିଧାୟକ ରେସରୁ ବାଦ୍ ପଡ଼ିବା କଥା କି ୬୦ ବର୍ଷରୁ ଅଧିକ ବୟସ୍କ ?