ସବୁ ପ୍ରତିଶ୍ରୁତି ପାଳନ କରିବ ବିଜେପି ସରକାର କହିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଙ୍କୁ ପରୋକ୍ଷରେ ବି ତୀର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ।
ମନ୍ତ୍ରୀ ନବ ଦାସ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାର ହେବ ପୁନଃ ତଦନ୍ତ । ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ପୁନଃ ତଦନ୍ତ ନେଇ ଆଇନମନ୍ତ୍ରୀଙ୍କ ସୂଚନା ।
ଭବାନୀପାଟଣା ପରେ ନିମାପଡ଼ା NAC ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା । ଯୁବ-ବରିଷ୍ଠଙ୍କୁ ଏକାଠି କଲାବେଳକୁ ଘାଇଲା କରୁଛି ଗୋଷ୍ଠୀ କନ୍ଦଳ ।
ରାଜ୍ୟରେ ମୋହନ ଚରଣ ମାଝିଙ୍କ ନେତୃତ୍ୱାଧୀନ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଇତି ମଧ୍ୟରେ କ୍ଷମତାରେ ଦୁଇ ମାସ ପୂର୍ଣ୍ଣ କରିବା ପାଇଁ ଯାଉଛି । ଏହା ମଧ୍ୟରେ ଦଳ ନିର୍ବାଚନ ପୂର୍ବରୁ ଦେଇଥିବା କିଛି ପ୍ରମୂଖ ପ୍ରତିଶ୍ରୁତି ପାଳନ କରିସାରିଛି ଏବଂ ଆଉ କିଛି ପ୍ରତିଶ୍ରୁତି ରକ୍ଷା କରିବା ପାଇଁ ନିଷ୍ପତି ନେଇସାରିଛି ।
ମମତା ମହାନ୍ତ ଉଭୟ ଦଳ ଓ ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇ ଏବଂ ବିଜେପିରେ ମିଶି ସମସ୍ତଙ୍କୁ ‘ସର୍ପ୍ରାଇଜ୍’ ଦେଇଛନ୍ତି। ସେହିଭଳି ନିର୍ବାଚନ ପରେ ଅଚାନକ ନବୀନଙ୍କ ଆକ୍ଟିଭ୍ନେସ୍ ମଧ୍ୟ ଆଣିଛି ସର୍ପ୍ରାଇଜ୍ ! ଏହା ଛଡା ଆହୁରି ନୂଆ ନୂଆ ସର୍ପ୍ରାଇଜ୍ ସାମ୍ନାକୁ ଆସୁଛି!
ଯାଜପୁରକୁ ରାଜ୍ୟସଭା ସାଂସଦ ପାଣ୍ଠି ବର୍ଷା । ୪ ବର୍ଷରେ ୧୧ ସାଂସଦ ଗୋଟିଏ ଜିଲ୍ଲାକୁ ଦେଇଛନ୍ତି ୧୪ କୋଟି ୮୨ ଲକ୍ଷ ଟଙ୍କା ।
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲା ଖର୍ଚ୍ଚ କେଉଁଠୁ ଆସିଛି । କିଏ ବହନ କରିଛି ଏତେ ଟଙ୍କା ?
କଟାକ୍ଷ କରି ବିଜେପି କହିଛି, ପୂର୍ବରୁ ଦଳୀୟ ନେତାଙ୍କୁ ପଚାରୁ ନଥିବା ନବୀନ ଏବେ ଗଡ ଭୁଶୁଡୁଥିବା ଦେଖି ଘନ ଘନ ବୈଠକ କରୁଛନ୍ତି।
ଟାମ୍ପରିଂ ହେଲା ୫୧ଟା ସିଟ୍ ପାଇଲେ କେମିତି। ଗତ ୨୪ ବର୍ଷରେ ବିଜେଡି କେତେ ଥର ଇଭିଏମ ଗଣ୍ଡଗୋଳ କରିଛି କହୁ ବୋଲି କହିଛି ବିଜେପି।
'ମମତାଙ୍କ ସାଂସଦ ପାଣ୍ଠିକୁ ନିଜ ଜିଲ୍ଲାରେ ଖର୍ଚ୍ଚ କରିବାକୁ ଯୋଜନା କରିଥିଲେ ବବି । ହେଲେ ମମତା କ୍ୟାନସଲ କରିବା ପରେ ବଢ଼ିଥିଲା ବିବାଦ ।'
ECIଙ୍କ ନିକଟରେ ସତ୍ୟପାଠ ଦାଖଲ କରି ଦର୍ଶାଇଛି ଦଳ । କୌଣସି ପ୍ରାର୍ଥୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ ଦେଇନି କଂଗ୍ରେସ ।
ବିଜେଡି ଗଢିଲା ରାଜ୍ୟସ୍ତରୀୟ ସମନ୍ୱୟ କମିଟି । ଯୁବ ବର୍ଗଙ୍କ ପ୍ରତିନିଧିତ୍ୱ ନଗଣ୍ୟ ଥିବାରୁ ଦଳ ଭିତରୁ ଆସିଲା ଅସନ୍ତୋଷର ସ୍ୱର ।
ମମତାଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶ ଦାସ କିମ୍ବା ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ଭୋଟ୍ ବ୍ୟାଙ୍କ ବଢାଇବାକୁ ବିଜେପିର ନୂଆ ତରିକା, ଫୋକସରେ ଗ୍ରାମାଞ୍ଚଳ । ବିଜେପି ଆଡକୁ ଢଳୁଛନ୍ତି ସରପଞ୍ଚ ଓ ସମିତିସଭ୍ୟ ।
ନବୀନ ସରକାରରେ ୨୦୧୮ ଅଗଷ୍ଟ ୧୫ରେ ଆରମ୍ଭ ହୋଇଥିବା BSKY ବଦଳରେ କିଭଳି ଲାଗୁହେବ ଦୁଇ ଦୁଇଟି ଯୋଜନା ? କେଉଁ ହିତାଧିକାରୀ କେଉଁ ଯୋଜନାରେ ଅନ୍ତର୍ଭୁକ୍ତ ହେବେ? ଉଭୟ ଯୋଜନାର ହିତାଧିକାରୀଙ୍କୁ ମିଳିବ ତ’ ସମାନ ଫାଇଦା ? ଏବେ ଲୋକଙ୍କ ମନରେ ଏହି ପ୍ରଶ୍ନ।
ବରପୁତ୍ର ମାନଙ୍କୁ ଆମେ ସମ୍ମାନ ଦେଉ। କେବଳ ଜଣଙ୍କ ନାଁରେ ବହୁ ଯୋଜନା କରିଦେଲେ ଓଡ଼ିଆ ଅସ୍ମିତା ପଛରେ ପଡ଼ିଯିବ।
୨୪ ବର୍ଷ ବିଜେଡି ସରକାରର ଗୁମର ଫିଟାଇ ନିଶାନା । ଡିସେମ୍ବର ୨୦୨୫ ସୁଦ୍ଧା ସବୁ ଘରକୁ ପାଣି-ପଞ୍ଚାୟତିରାଜ ମନ୍ତ୍ରୀ ।
ପୋଲାଭରମ ପ୍ରସଙ୍ଗ ଉପରେ ବି ପ୍ରତିକ୍ରିୟା ରଖି କହିଛନ୍ତି, ଦିଲ୍ଲୀରେ ପୋଲାଭରମ ପ୍ରସଙ୍ଗ ଉପରେ ଏବଂ ଆମ ଦାବିକୁ ଦୋହରାଇଛୁ। ଆଗାମୀ ଦିନରେ ଅଧିକାରିସ୍ତରୀୟ ଏବଂ ମୁଖ୍ୟମନ୍ତ୍ରୀ ସ୍ତରୀୟ ବୈଠକ ବସି ଆଲୋଚନା କରିବା ସହ ସମାଧାନର ବାଟ ବାହାର କରିବୁ।
ପରାଜୟ ପାଇଁ ପାଣ୍ଡିଆନଙ୍କୁ ଦାୟୀ କରି ଦଳ ଛାଡ଼ିଲେ ବଡ଼ ଗୋଷ୍ଠୀ । କଟକରେ ବି ୨ ଗୋଷ୍ଠୀ ଗୋହି ଖୋଳାଖୋଳି ।
ଜୁନାଗଡ଼ NAC ଅଧ୍ୟକ୍ଷଙ୍କ ଆସନ ଟଳମଳ । ଅଗଷ୍ଟ ୧ରେ ଅନାସ୍ଥା ଭୋଟ୍...
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି ।
ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ।
ରାଜ୍ୟପାଳଙ୍କ ପୁଅ ବିବାଦ ପ୍ରସଙ୍ଗରେ ସ୍ପଷ୍ଟୀକରଣ ସତ୍ତ୍ୱେ ନଛୋଡ଼ବନ୍ଧା ବିଜେଡି । ସର୍ବଦଳୀୟ ବୈଠକ ଫେଲ୍ ।