ପ୍ରଧାନମନ୍ତ୍ରୀ ଆବାସ ବନାମ ମୋ ଘର ଯୋଜନା । ମାଗଣା ନଦେଇ ଋଣରେ ଘର ଦେବା ନିଷ୍ପତ୍ତିକୁ ନେଇ ବିବାଦ । ଯୋଜନାକୁ ତ୍ରୁଟିପୂର୍ଣ୍ଣ କହି ପ୍ରତ୍ୟାହାର ପାଇଁ ବିଜେପିର ଦାବି ।
ନିମ୍ନ ମଧ୍ୟବିତ୍ତଙ୍କ ଆଶା ପୂରଣ ନେଇ ଯୋଜନା । ହିତାଧିକାରୀଙ୍କୁ ୩ ଲକ୍ଷ ଯାଏଁ ସବସିଡିରେ ମିଳିବ ଋଣ । ବିରୋଧୀ କହିଲେ ନିର୍ବାଚନୀ ଷ୍ଟଣ୍ଟ ।
ମନମୋହନଙ୍କ ମନ୍ତବ୍ୟକୁ ନେଇ ବିଜେଡିରେ ଛନକା । ସବୁ ବିଜେଡି ବିଧାୟକ ବିଜେପି ଲିଙ୍କରେ କହିଲେ ମନମୋହନ ।
ପ୍ରଫେସର ଗଣେଶୀ ଲାଲ୍ଙ୍କ କାର୍ଯ୍ୟକାଳ ସରିଲା । ଏବେ ରାଷ୍ଟ୍ରପତି ଭବନ ଉପରେ ରାଜ୍ୟବାସୀଙ୍କ ନଜର ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ବଦଳୁଛି କି ବିଜେଡିର ଆଭିମୁଖ୍ୟ? ମୋଦିଙ୍କ ଆଡକୁ ଢଳୁଛନ୍ତି କି ନବୀନ? ରାଜ୍ୟରେ ବିଜେପି ସହ ଲଢେଇ, ଦିଲ୍ଲୀରେ ଚାଲିଛି କି କୋଳୋକୋଳି ? ନିର୍ବାଚନ ପୂର୍ବରୁ ନୂଆ ସମୀକରଣ ନେଇ ବିଚାର କରୁଛି କି ଶଙ୍ଖ ଦଳ ?
ଜନ ପ୍ରତିନିଧି ବନାମ ପ୍ରଶାସନିକ ଅଧିକାରୀ । ବିଡିଓ ଓ ସରପଞ୍ଚଙ୍କ ମଧ୍ୟରେ ଉଗ୍ର ହେଉଛି ବିବାଦ । ସରପଞ୍ଚଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ବିଡିଓ । ପ୍ରତିବାଦରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ପଞ୍ଚାୟତ ପ୍ରତିନିଧି ।
ବାକି ଥିବା ହିତାଧିକାରୀଙ୍କ ନାଁ କେବେ ଯୋଡ଼ିବେ ରାଜ୍ୟ ସରକାର ପଚାରିଲା ବିଜେପି ।
ପଶ୍ଚିମ ଓଡିଶାର ୯ଟି ଜିଲ୍ଲାରେ ସଂଗଠନ କଥା ବୁଝିବାକୁ ତାଙ୍କୁ କୁହାଯାଇଥିବା ସୁଶାନ୍ତ କହିଥିବା ବେଳେ ବିଜେଡି କିନ୍ତୁ ବିଧିବଦ୍ଧ ଭାବେ କିଛି ଘୋଷଣା କରିନି।
ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ବିଭାଗୀୟ ସଚିବ ସୁଶୀଲ କୁମାର ଲୋହାନି ଏକ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।
ତିନି ନୂଆ ମନ୍ତ୍ରୀଙ୍କ ପାଇଁ ବିଭାଗୀୟ କାମ ଚାଲେଞ୍ଜ ଯେତିକି, ସଂଗଠନ ଦାୟିତ୍ୱ ବି ସେତିକି। ନୂଆ ମନ୍ତ୍ରୀ, ନୂଆ ଦାୟିତ୍ୱ ଆଉ ନୂଆ ଚାଲେଞ୍ଜ।
ନୂଆ ମନ୍ତ୍ରୀଙ୍କୁ ବିଭାଗୀୟ କାମ ସହ ସଂଗଠନ ଦାୟିତ୍ୱ ଚ୍ୟାଲେଞ୍ଜ ।
ପତ୍ନୀ ନିର୍ଯାତନା ମାମଲାରେ ଛନ୍ଦି ହେବା ପରେ ବଢ଼ିଲା ଚର୍ଚ୍ଚା । ବିଜେଡି ନେତା ଅର୍କେଶଙ୍କ ଜାଗାରେ ଗଡ ଜଗିଛନ୍ତି ଭାଇ ମନ୍ମଥ ।
ବିଜେପି ଓ କଂଗ୍ରେସ ମଧ୍ୟ ରାଜ୍ୟରେ ଆଗୁଆ ନିର୍ବାଚନୀ ନେଇ ପ୍ରସ୍ତୁତ ଥିବା କହିଛନ୍ତି।
ଆଦିବାସୀ ଭୋଟ୍ ନେବାକୁ ବି ଷ୍ଟ୍ରାଟେଜି ରହିଥିବା ଚର୍ଚ୍ଚା । ବିଜେଡି ସରକାରଙ୍କୁ କଡ଼ା ସମାଲୋଚନା କଲେ ବିରୋଧୀ । ଏଭଳି ମନ୍ତ୍ରିମଣ୍ଡଳ ପୁନର୍ଗଠନ କୌଣସି ପ୍ରଭାବ ପଡ଼ିବନି କହିଲେ ବିରୋଧୀ ।
ବରଗଡ଼ ଓ ବଲାଙ୍ଗିରରେ ଖୋଲାଖୋଲି ଅସନ୍ତୋଷ । ବରଗଡ଼ ଓ ବଲାଙ୍ଗିର ବିଜେଡି ଯୁବ ସଭାପତିଙ୍କ ଅସନ୍ତୋଷ ।
କ୍ୟାବିନେଟ୍ ମନ୍ତ୍ରୀ ଭାବେ ବିକ୍ରମ, ସୁଦାମ, ସାରଦାଙ୍କ ଶପଥପାଠ । ଆରୁଖଙ୍କୁ ଅର୍ଥ, ସୁଦାମଙ୍କୁ ସ୍କୁଲ ଓ ଗଣଶିକ୍ଷା, ସାରଦାଙ୍କୁ ଶ୍ରମ ବିଭାଗ ।
ଆଗାମୀ ନିର୍ବାଚନରେ ଓଡ଼ିଶାରେ କ୍ଷମତାକୁ ଆସିବା ପାଇଁ ଆରପାର୍ ଲଢେଇ ଲାଗି ବିଜେପିରେ ହୋଇଛି ବିସ୍ତୃତ ଆଲୋଚନା। ତେବେ ଫୋକସରେ ରହିଛି ମୋଦି ସରକାରଙ୍କ ୯ ବର୍ଷର ସଫଳତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବା। ଏଥିପାଇଁ ଆସନ୍ତା ୩୦ରୁ ଜୁନ ୩୦ଯାଏଁ ମହା ଜନସଂପର୍କ ଅଭିଯାନ କରିବ ଦଳ। ତାସହିତ ବିଜେଡି ମୁକ୍ତ ଓଡ଼ିଶା ଗଠନ ପାଇଁ ଆଜିର କାର୍ଯ୍ୟକାରୀଣୀରେ ସଂଙ୍କଳ୍ପ ନିଆଯାଇଛି। ଏହି ମାସେ ଭିତରେ ଓଡ଼ିଶାରେ ବିଜେପି ସରକାର ପାଇଁ ଭିତ୍ତି ପଡିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।
ବିଜେଡିମୁକ୍ତ ଓଡ଼ିଶା ଗଠନ ପାଇଁ ବିଜେପିର ଷ୍ଟ୍ରାଟେଜି । ୨୪ରେ ଜିତ୍ ପାଇଁ ରାଜ୍ୟ କାର୍ଯ୍ୟକାରିଣୀରେ ରୋଡ୍ ମ୍ୟାପ୍ ।
ବିକ୍ରମ ଆରୁଖ ଇସ୍ତଫା ଦେବା ପରେ ବାଚସ୍ପତି ପଦ ମଧ୍ୟ ଖାଲି ରହିଛି ।
ମହିଳା ଭୋଟକୁ ନେଇ ବ୍ୟାକଫୁଟ୍ ରେ କି ବିଜେଡି? ମାଳମାଳ ଦଳୀୟ ନେତାଙ୍କ ନାଁରେ 'ମହିଳା ବିରୋଧୀ' ମାମଲା
ଶଶିଭୂଷଣଙ୍କ ପରିବାରର ୫ଜଣ ସଦସ୍ୟଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିବା ସହ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଘରୁ ବାହାର କରିଦେଇଥିବା ଅଭିଯୋଗ କରିଥିଲେ ରୋନାଲି ।
ରିପୋର୍ଟ ଅନୁସାରେ ଦେଶର ୨୭ଟି ଆଂଚଳିକ ଦଳ ଅଜଣା ସୂତ୍ରରୁ ୧୧ଶହ ୬୫କୋଟିରୁ ଅଧିକ ଅର୍ଥ ପାଇଛନ୍ତି। ତାଲିକାର ଶୀର୍ଷରେ ରହିଛି ଡିଏମକେ।
ଶ୍ରୀଜଗନ୍ନାଥଙ୍କ ଭୂମିରେ ଇଞ୍ଜିନ କାହାକୁ ଦିଆଯିବ ସେ ନିଷ୍ପତ୍ତି ଆଗକୁ ନିଆଯିବ।