• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Politics

Jharsuguda Bypoll
ଝାରସୁଗୁଡ଼ା ଉପନିର୍ବାଚନ, ତରୁଣ ପାଣ୍ଡେ ହେଲେ କଂଗ୍ରେସ ପ୍ରାର୍ଥୀ

BJP ପ୍ରାର୍ଥୀଙ୍କ ନାଁ ଘୋଷଣା କରିନଥିଲେ ବି ଦିଲ୍ଲୀରେ ଦଳୀୟ ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା ହୋଇଥିବା ଜଣାପଡ଼ିଛି । 

BJD
ଝାରସୁଗୁଡ଼ା ଲଢ଼େଇ ପାଇଁ ପ୍ରସ୍ତୁତ ହୋଇସାରିଲାଣି ବିଜେଡି, ବଡ଼ ନେତାଙ୍କୁ ଦାୟିତ୍ୱ ବାଣ୍ଟିଲା ଦଳ

ବିଜେଡିର ବରିଷ୍ଠ ନେତା ଝାରସୁଗୁଡ଼ରେ କରିଛନ୍ତି ରୁଦ୍ଧଦ୍ୱାର ବୈଠକ । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସାରଦା ନାୟକ ପ୍ରମୁଖ ଏହି ବୈଠକରେ ଯୋଗ ଦେଇଥିଲେ ।

Odisha BJP
‘ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ଏକ ନାଟକ ! ପୁରୁଣା ବହିରେ ନୂଆ ମଲାଟ ମାରି, ନେଉଛନ୍ତି ବାହାବାହା’

୨୦୨୦ ଫେବୃଆରୀ ୨୭ ତାରିଖରେ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟସ୍ତିରେ ଓଡିଶା ସରକାର ନିପନ୍ ଷ୍ଟିଲ ସହ ଆଲୋଚନା କରିଥିଲେ ବୋଲି ବିଜେପି କହିଛି ।

Odisha Politics
ଏ କି ନୂଆ ଫନ୍ଦି ! ଜିଲ୍ଲାରେ ନିଯୁକ୍ତି ହେବେ ରିଟାୟାର୍ଡ ବାବୁ, ଦରମା ୭୫ ହଜାର

ଚାକିରି କରିବେ ଅବସରପ୍ରାପ୍ତ ସରକାରୀ ଅଧିକାରୀ । ଅଜବ ନିଯୁକ୍ତି ବ୍ୟବସ୍ଥାକୁ ନେଇ ଘେରିଲେ ବିରୋଧୀ ।

Bonded Labor
​​​​​​​ଗାଁ ଖାଲି ଖାଲି, ଦୂଆରେ ଦୂଆରେ ତାଲା ! ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଦାନା ପାଇଁ ଧାଇଛନ୍ତି ଦାଦନ..

ବେରୋଜଗାରୀକୁ ନେଇ ଯୁବପିଢ଼ିଙ୍କ ଭିତରେ ଅସନ୍ତୋଷ । ବିଜେଡି ଗଡ଼ରେ ସରକାରଙ୍କୁ ଘେରିଲେ ବିଜୟ ।

SHG
ବିଜେଡିକୁ SHG ମହିଳା ଚିନ୍ତା

ସେମାନଙ୍କୁ ସଙ୍ଗଠିତ କରି ରଖିବା ଲାଗି ନେତା ଓ ବିଧାୟକମାନଙ୍କୁ ବିଜେଡି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

THE GREAT ODISHA POLITICAL CIRCUS EP 706 APRIL 02 2023 | ବୋହୂମୋର ଘରେ କମ ବାହାରେ ବେଶୀ
THE GREAT ODISHA POLITICAL CIRCUS EP 706 APRIL 02 2023 | ବୋହୂମୋର ଘରେ କମ ବାହାରେ ବେଶୀ

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

Jharsuguda By-poll
ଶାସକ ଦଳର ଅନୁକମ୍ପା ବନାମ ବିରୋଧୀଙ୍କ ଆଇନଶୃଙ୍ଖଳା : ସରଗରମ୍‌ ଝାରସୁଗୁଡ଼ା ରାଜନୀତି

ମେ' ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ । ତାରିଖ ଘୋଷଣା ହେଉ ହେଉ ଶାସକ ଦଳଠାରୁ ଆରମ୍ଭ କରି ବିରୋଧୀ ଏବେ ପୁରା ସକ୍ରିୟ।

BJD
ଜାଲ୍ ସାର୍ଟିଫିକେଟ କେଳେଙ୍କାରୀର ଖୋଲିବ ତ ଗୁମର ?

ଆଜି ଯାଏଁ ୨୨୫ଟି ମାମଲାର ତଦନ୍ତ ନେଇ ମାତ୍ର ୪୫ଟିର ଚାର୍ଜସିଟ୍ କରିପାରିଛି କ୍ରାଇମବ୍ରାଞ୍ଚ । ସରକାରୀ ଦଳର ଏଜେଣ୍ଟ ସାଜିଥିବା କ୍ରାଇମବ୍ରାଞ୍ଚ ଅନ୍ୟ ଘଟଣା ଭଳି ଏ ଘଟଣାକୁ ବି ଚପାଇଦେବ ।

UTKAL DIVAS
କୋଟିଆରେ ଉତ୍କଳ ଦିବସ ରାଜନୀତି; ଶକ୍ତି ପ୍ରଦର୍ଶନ କଲା ବିଜେପି ଓ ବିଜେଡି

ଆନ୍ଧ୍ର ଗୋ' ବ୍ୟାକ୍... ଉତ୍କଳ ଦିବସ ଅବସରରେ କୋଟିଆ ଗସ୍ତ କରି ଏହି ନାରା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋରାପୁଟ ଜିଲ୍ଲାର ବହୁ ବିବାଦୀୟ ସୀମାବର୍ତ୍ତି ଗ୍ରାମପୁଞ୍ଜ 'କୋଟିଆ' ଉପରେ, ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଲୋଲୁପ ଦୃଷ୍ଟି ପକାଇଥିବା ବେଳେ; ଆଜି ସେଠାରେ ଆଡ଼ମ୍ବର ସହକାରେ ଉତ୍କଳ ଦିବସ ପାଳିଛନ୍ତି ଧର୍ମେନ୍ଦ୍ର ।

Narasingha Mishra
ନକଲି ସାର୍ଟିଫିକେଟ୍ ବିକ୍ରି ମାମଲାରେ ବିଜେଡି ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ପୁଣି ବର୍ଷିଲେ ନରସିଂହ

ଅନୁସନ୍ଧାନ ନକଲେ ସନ୍ଦେହ ରହିବ ବୋଲି କହିଛନ୍ତି ନରସିଂହ । ଅନ୍ୟପଟେ ନରସିଂହଙ୍କ ଅଭିଯୋଗ ନେଇ ବିଜେଡି ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ ।

Kotia
ସାରା ରାଜ୍ୟରେ ଉତ୍କଳ ଦିବସ ପାଳିତ, କୋଟିଆରେ ବିଜେଡି-ବିଜେପିର ଶକ୍ତି ପ୍ରଦର୍ଶନ

ରାଜ୍ୟ ସରକାରର ତଥା ବିଭିନ୍ନ ଘରୋଇ ସଂସ୍ଥା ଏବଂ ସଂଗଠନ ପକ୍ଷରୁ ମଧ୍ୟ ଉତ୍କଳ ଦିବସ ପାଳନ କରାଯାଉଛି ।

Deepali Das
ଦୀପାଳି ହେଲେ ପ୍ରାର୍ଥୀ, ମହିଳା ସହ ଅନୁକମ୍ପା କାର୍ଡ ଖେଳିଲା ବିଜେଡି !

କଂଗ୍ରେସର ପ୍ରାର୍ଥୀ ଖୋଜା ଜାରି । ନବ ହତ୍ୟା ଷଡ଼ଯନ୍ତ୍ର ଇମ୍ପାକ୍ଟକୁ ନେଇ ଚର୍ଚ୍ଚା ।

Odisha Politics
ଗୃହରେ ମୁହାଁମୁହିଁ ନରସିଂହ-ଅରୁଣ, 5T ସ୍କୁଲକୁ ବଣିକ CMDଙ୍କ କଂପ୍ୟୁଟର ଯୋଗାଣ ନେଇ ବିରୋଧୀଙ୍କ ପ୍ରଶ୍ନ  

ବିଧାନସଭାରେ ବଣିକ କୋଚିଂ ଓ ଫେକ୍ ସାର୍ଟିଫିକେଟ ତାତି । ବିଜେଡି ଲିଙ୍କ ଅଭିଯୋଗ ଆଣି ବିରୋଧୀଙ୍କ ହଙ୍ଗାମା ।

Dipali Das
ଦୀପାଳି ଦାସ ହେଲେ ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ

ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ ।

Pradeep Panigrahi
ନବୀନଙ୍କୁ ପ୍ରଦୀପଙ୍କ ସିଧା ନିଶାନା; ‘ବ୍ରହ୍ମପୁର ଏୟାରପୋର୍ଟ ନାଁରେ ସରକାର ଦେଉଛନ୍ତି ଲଲିପପ୍’

ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବରିଷ୍ଠ ନେତାଙ୍କୁ ଦଳରେ କାହିଁକି ନୀରବ କରାଗଲା ? ଗଞ୍ଜାମ ରାଜନୀତି ବିଜେଡିରେ ଦୁର୍ବଳ ନେତୃତ୍ୱ ପାଇଁ ଦଳର ଗୋଷ୍ଠୀକନ୍ଦଳ ତୀବ୍ର ହେଉଛି ।

THE GREAT ODISHA POLITICAL CIRCUS EP 705 MAR 26 2023| ଗର୍ବ ପର୍ବ
THE GREAT ODISHA POLITICAL CIRCUS EP 705 MAR 26 2023| ଗର୍ବ ପର୍ବ

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

Odisha Politics
ବିଜେପିକୁ କାଉଣ୍ଟର ପାଇଁ ବିଜେଡି ଖେଳୁଛି କି ଧର୍ମ କାର୍ଡ ? ‘ଶଙ୍ଖ ମୋ ଗର୍ବ’ ପରେ ‘ଜୟ ଜଗନ୍ନାଥ’ ନାରା

ବିଜେଡିର ନୂଆ ନାରାକୁ ନେଇ ତେଜିଲା ରାଜନୀତି । ନିର୍ବାଚନକୁ ଆଖି ଆଗରେ ରଖି, ବିଜେପିକୁ ଚେକ୍ ଦେବାକୁ ଦଳ ସଫ୍ଟ ହିନ୍ଦୁତ୍ୱ କାର୍ଡ ଖେଳୁଥିବା ଚର୍ଚ୍ଚା ହେଉଛି ।

Odisha Assembly
ବିଧାନସଭା ଶୂନ୍ୟକାଳରେ ଉଠିଲା ମହାନଦୀ ଜଳ ସଂକଟ

ମହାନଦୀ ଟ୍ରିବ୍ୟୁନାଲରେ ରାଜ୍ୟ ସରକାର ୬ ଜଣ ବରିଷ୍ଠ ଓକିଲଙ୍କୁ ନିୟୋଜିତ କରିଛନ୍ତି, ସେମାନଙ୍କ ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି । ତାର ପୂର୍ଣ୍ଣାଙ୍ଗ ରିପୋର୍ଟ ସରକାର ଗୃହରେ ଉପସ୍ଥାପନ କରନ୍ତୁ ବୋଲି ଦାବି କରିଛନ୍ତି ଜୟନାରାୟଣ ।

Jayanrayan Mishra
ବବିଙ୍କୁ ୪ ଜିଲ୍ଲା ଦାୟିତ୍ୱ ନେଇ ଜୟଙ୍କ କଟାକ୍ଷ, କହିଲେ ସଂଗଠନ ନୁହେଁ ପାର୍ଟି ଫଣ୍ଡ ଆଦାୟ ପାଇଁ ମିଳିଛି ଦାୟିତ୍ୱ

ସେହି ୪ଟି ଜିଲ୍ଲା ଖଣି ଖାଦାନରେ ଭରପୁର । ବ୍ଲାକରୋଜ କଥା ବି ଉଠାଇଲେ ଜୟନାରାୟଣ ।

Odisha Politics, BJP
ଏଥର ଜୋର୍‌ଦାର୍‌ ଲଢ଼େଇ ବାସ୍ନା ! ଆକ୍ରମଣାତ୍ମକ ମୁଦ୍ରାରେ ରାଜ୍ୟ ବିଜେପି, ଜୋସରେ ପଦ୍ମ କ୍ୟାଂପ୍

୨୦୨୪ରେ କ୍ଷମତା ଦଖଲ ପାଇଁ ବିଜେପିର ବ୍ଲୁ ପ୍ରିଣ୍ଟ । ନବୀନ ସରକାର ବିରୋଧରେ ବଡ଼ ଲଢେଇ ପାଇଁ ସଜବାଜ ।

Bijay mohapatra
କମୁଛି ମହାନଦୀ ଜଳସ୍ତର, ବିପଦରେ ୧୪ରୁ ୧୫ ଜିଲ୍ଲା, ପାଣି ମିଳିବନି କି ଲାଇନ୍ ରହିବନି..!

ଭୁବନେଶ୍ୱର ସମେତ ରାଜ୍ୟରେ ଉତ୍କଟ ପାନୀୟ ଜଳ ସମସ୍ୟା ହେବ ।

Manmohan Samal
ରାଜ୍ୟ ବିଜେପିର ନୂଆ ମୁଖିଆ ହେଲେ ମନମୋହନ ସାମଲ

ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।

SHG
SHG ଟଙ୍କା ଲାଗୁଛି ସୁଧରେ ! ପ୍ରକଳ୍ପ କରି ଆତ୍ମନିର୍ଭରଶୀଳ ହେବା ବଦଳରେ କରୁଛନ୍ତି ଗଫଲତି !

SHGଙ୍କ ପାଇଁ ଆସୁଥିବା ଟଙ୍କାରେ ମହାଜନୀ କାରବାର । କେଉଁଠି ସବୁ ଅର୍ଥ ଚଳୁ ତ କେଉଁଠି ସୁଧ ବେପାର ଅଭିଯୋଗ ।