ଗୋପ ଜିଲ୍ଲାପରିଷଦ ଆସନ ଏବେ ବିଜେଡି ହାତରୁ ଖସି ବିଜେପି ଖାତାକୁ ଚାଲିଯାଇଛି ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
କେନ୍ଦ୍ରୀୟ ଫୋର୍ସ ମୁତୟନ ନେଇ ସିଇଓଙ୍କ ପାଖେ ବିଜେପିର ଦାବି । ପଦ୍ମ ଛାଡ଼ି ଶଙ୍ଖ ଧରିଲେ ଜିଲ୍ଲା ବିଜେପି ସଭାପତି ମଙ୍ଗଳ ସାହୁ ।
ପାରାଦୀପ ଆସନ ଉପରେ ଆଖି ରଖିଛନ୍ତି କି ପୂର୍ବତନ ବିଜେଡ଼ି ବିଧାୟକ ଦେବାଶିଷ ସାମନ୍ତରାୟ ? ବରିଷ୍ଠ ନେତା ଦାମୋଦର ରାଉତଙ୍କ ପୁଅ ସମ୍ବିତ ରାଉତରାୟଙ୍କୁ ହଟାଇ ଆଗାମୀ ନିର୍ବାଚନରେ ଲଢ଼ିବାକୁ ଆଶାୟୀ ଅଛନ୍ତି କି ଦେବାଶିଷ ?
ପ୍ରଚାର ମୈଦାନରେ ଜୋରଦାର ଟକ୍କର । ଏସବୁ ଭିତରେ ମୈଦାନରେ ଫ୍ୟାମିଲି କ୍ୟାମ୍ପେନ ବି ଚରମରେ ।
ଟିମ୍ର ଅଧ୍ୟକ୍ଷ ଅବସରପ୍ରାପ୍ତ ଆଇପିଏସ୍ ତଥା ସାଂସଦ ବ୍ରିଜ୍ ଲାଲ୍ ଘଟଣାର ସିବିଆଇ ତଦନ୍ତ ସହ ଏ କ୍ଷେତ୍ରରେ ଏନ୍ଆଇଏର ସହଯଗ ନିଆଯିବାକୁ ଦାବି କରିଛନ୍ତି ।
ବିଜେପିର କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ର ଗ୍ରାଉଣ୍ଡ ଭିଜିଟ୍ । ସମ୍ବଲପୁର ହିଂସାଗ୍ରସ୍ତ ଅଞ୍ଚଳ ବୁଲିଲେ କେନ୍ଦ୍ରୀୟ ଟିମ୍ ।
ବିଜେଡି ପ୍ରାର୍ଥୀ ଜଣେ ମହିଳା ହୋଇଥିବାରୁ ବିଜେପି ପାଇଁ ମହିଳା ଭୋଟ୍ ଜୁଟାଇବାର ଭାର ନେଇଛନ୍ତି ଟଙ୍କଧରଙ୍କ ପତ୍ନୀ ଗୁଡ଼ିଆ ।
ନିର୍ବାଚନ ପୂର୍ବରୁ ପଛୁଆ ଭୋଟ୍ ହାତେଇବାର ଉଦ୍ୟମ । ରାଜ୍ୟରେ ଆରମ୍ଭ ହେଲା ଓବିସି ସର୍ଭେ । ଘର ଘର ବୁଲି ସର୍ଭେ କରିବାକୁ ଦାବି କରିଛି ବିଜେପି ।
ଉପ ନିର୍ବାଚନ ପାଇଁ ଜମୁଛି ଝାରସୁଗୁଡ଼ା ପ୍ରଚାର ମୈଦାନ । ଲଇକେରା ଓ କୋଲାବିରାରେ ବିଶାଳ ଜନସମାବେଶ ।
ଜମୁଛି ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ପ୍ରଚାର। ମଇଦାନରେ ଥିବା ତିନି ପ୍ରମୁଖ ଦଳ ପକ୍ଷରୁ ଚାଲିଛି ଜୋରଦାର କ୍ୟାମ୍ପେନିଂ। ହେଲେ ଉପନିର୍ବାଚନକୁ ଆଉ ଦିନ କେଇଟା ବାକିଥିବା ବେଳେ, ତାପୂର୍ବରୁ କଂଗ୍ରେସକୁ ଲାଗିଛି ବଡ଼ ଝଟକା।
ସମ୍ବଲପୁର ହିଂସାକୁ ନେଇ ଥମୁନି ବିବାଦ। ଏଥିପାଇଁ କିଏ କରିଥିଲା ଷଡ଼ଯନ୍ତ୍ର? ପୋଲିସ, ଗୁଇନ୍ଦା, ଓ ପ୍ରଶାସନିକ ବିଫଳତା ଦାୟୀ କି?
ନିର୍ବାଚନ ମଣ୍ଡଳୀରେ ରହି କାମ କରିବାକୁ ସୁପ୍ରିମୋ ପରାମର୍ଶ । ଯାହାକୁ ଡକରା ଆସିନି, ସେମାନଙ୍କ ଛାତି ଧଡ୍ ଧଡ୍ ।
ସରକାରଙ୍କ ଅପରାଗତାକୁ ଦାୟୀ କରି ବର୍ଷିଲେ ବିରୋଧୀ । ବିଜେଡି କହିଲା ସେବେ ନଥିଲା ଆମ ସରକାର ।
ନିରାଶ ହେବା ପରେ ଅସନ୍ତୁଷ୍ଟ ମହେନ୍ଦ୍ରଙ୍କୁ ଆଦିବାସୀଙ୍କ ଭୋଟ୍ ଗୋଟାଇବା ଆଶାରେ କୋଳେଇ ନେଇଛି ବିଜେଡି ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
STFକୁ ଚକମା ଦେବା ଲାଗି ମିରଟ, ଆଜମେର, ଝାନସୀ, ନାସିକ ପରେ ପୁଣେ ଦେଇ ବରଗଡ଼ ଚାଲି ଆସିଥିଲା ଗୁଡ୍ଡୁ ।
ସମ୍ବଲପୁର ଘଟଣାକୁ ନେଇ ସେ ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେବେ ବୋଲି କହିଛନ୍ତି ।
ବିରୋଧୀ କଳାଧନ ପ୍ରସଙ୍ଗ ଉଠାଇ ବିଜେଡିକୁ ଘେରିଥିବା ବେଳେ ଉତ୍ତରରେ ଶାସକ ଦଳ କହିଛି କୌଣସି ତଥ୍ୟ ଲୁଚାଯାଇନି।
ଧର୍ମକୁ ନେଇ ରାଜନୀତି ଠିକ୍ ନୁହେଁ କହିଲା ବିଜେଡି । ମୃତ ଚନ୍ଦ୍ରକାନ୍ତ ମିର୍ଦ୍ଦାଙ୍କ ଗାଁରେ ଜାତୀୟ ST କମିଶନ୍ ।
ଓଡ଼ିଶାରେ ୧୨ ଦିନ ଲୁଚିଥିଲା ଗ୍ୟାଙ୍ଗଷ୍ଟର ଗୁଡ୍ଡୁ ମୁସଲିମ୍, ଜାତୀୟ ଗଣମାଧ୍ୟମ ରିପୋର୍ଟକୁ ନେଇ ପୁଣି ହଇଚଇ ।
ଭାରତୀୟ ହକି ଦଳର ଆଉ ୧୦ ବର୍ଷ ପ୍ରାୟୋଜକ ହେବ ଓଡ଼ିଶା । ୨୦୩୩ ପର୍ଯ୍ୟନ୍ତ ପ୍ରାୟୋଜକ ହେବାକୁ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି ।
ସମ୍ବଲପୁର ହିଂସା ଓ ଗୁଡ୍ଡୁ ମୁସଲିମ୍ ଓଡ଼ିଶା ଲିଙ୍କର ହେଉ ତଦନ୍ତ-ସୁରେଶ ପୂଜାରୀ
ଘେରିଲା ଉପଭୋକ୍ତା ସଂଘ, ୨୦ବର୍ଷ ତଳର ଭିତ୍ତିଭୂମିରେ ସେବାକୁ ନେଇ ପ୍ରଶ୍ନ । ଗ୍ରାଉଣ୍ଡ ଜିରୋରୁ ଆସୁଛି ବିଜୁଳି କାଟ୍ ଯନ୍ତ୍ରଣା ଓ ପରିଣାମର ମାଳ ମାଳ ଚିତ୍ର ।
୩୫ ଲକ୍ଷ ଖରିଫ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୪୪୧ କୋଟିର ସୁଧ ରିହାତି ଘୋଷଣା । ଭେଳିକି କହି ଅସଲ ଚାଷୀଙ୍କ ପ୍ରଶ୍ନ, କୁଆଡ଼େ ଯାଉଛି ଋଣ ଟଙ୍କା ଓ ସୁବିଧା ?