• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Politics

BJP Vice President Baijayanta Panda On Sambalpur Curfew
‘ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ସମ୍ବଲପୁରରେ ହିଂସାକାଣ୍ଡ ପ୍ରି ପ୍ଲାନ୍ଡ଼ ଥିଲା’ 

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବିଜେଡିକୁ ଟାର୍ଗେଟ କରିଛନ୍ତି । କହିଛନ୍ତି, ସମ୍ବଲପୁରରେ ଯାହା ଘଟିଲା, ଶାସକ ଦଳ ତାକୁ ଚପାଇ ଦେବାକୁ ବସିଛି ।

Srikant Sahu
ଦାଗୀ ନେତାଙ୍କ ତାଲିକାରେ ବିଜେଡିର ଆଉ ଜଣେ ମନ୍ତ୍ରୀ, ଦଳୀୟ ନେତ୍ରୀ କରିଛନ୍ତି ଅଭିଯୋଗ

ହସ୍ପିଟାଲରୁ ବାହାରିବା ବେଳେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ସଂଯୁକ୍ତା କହିଥିଲେ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ତାଙ୍କର ଅଭିଯୋଗ ରହିଛି।

Jharsuguda byelection
ଝାରସୁଗୁଡ଼ା ଲଢ଼େଇରେ ପାର୍ଟି ନୁହେଁ ମାଟି ଚର୍ଚ୍ଚା

ଝାରସୁଗୁଡ଼ାରେ ବିକାଶ କାର୍ଡ ଖେଳୁଛି ଶାସକ ଦଳ ।

Aparajita Sarangi
ରାଜଧାନୀ ଜନ୍ମଦିନରେ ସାଂସଦ ପୁଣି ଅଲୋଡ଼ା

ସଂସଦରେ ଆଣିବି ସ୍ୱାଧିକାର ଭଙ୍ଗ ପ୍ରସ୍ତାବ କହିଲେ ଅପରାଜିତା ।

THE GREAT ODISHA POLITICAL CIRCUS EP 707 APRIL 09 2023 | ମିଶୁନି ବାପାଙ୍କ ମୂର୍ତ୍ତି
THE GREAT ODISHA POLITICAL CIRCUS EP 707 APRIL 09 2023 | ମିଶୁନି ବାପାଙ୍କ ମୂର୍ତ୍ତି

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

Naveen Patnaik
‘ଓଡ଼ିଶା ଗରିବ କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ଧନୀ ଆଉ ତାଙ୍କ ଦଳ BJD ବି ଧନୀ’

ଧନୀ ତାଲିକାରେ ୫୧୦ କୋଟି ସହ ୧ ନମ୍ବରରେ ଜଗନ ରେଡ୍ଡି  । ମମତା ବାନାର୍ଜୀଙ୍କ ସଂପତ୍ତି ମାତ୍ର ୧୫ ଲକ୍ଷ, ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ  ।

Odisha Mo Parivar
‘ଓଡ଼ିଶା ପରିବାର’ ନିର୍ଦ୍ଦେଶାଳୟ ଗଠନ ପୂର୍ବରୁ କେଁ, ସରକାରୀକରଣ କରିବା ନେଇ ବର୍ଷିଲେ ବିରୋଧୀ

ଓଡ଼ିଆ ଅସ୍ମିତାକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି । ଜୁଏଲ ଓରାମ ଓ ଅଶ୍ବିନୀ ପାତ୍ରଙ୍କ ମଧ୍ୟରେ କଥା କଟାକାଟି ।

Jharsuguda Bypoll
ଝାରସୁଗୁଡ଼ା ଉପନିର୍ବାଚନ, ତରୁଣ ପାଣ୍ଡେ ହେଲେ କଂଗ୍ରେସ ପ୍ରାର୍ଥୀ

BJP ପ୍ରାର୍ଥୀଙ୍କ ନାଁ ଘୋଷଣା କରିନଥିଲେ ବି ଦିଲ୍ଲୀରେ ଦଳୀୟ ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା ହୋଇଥିବା ଜଣାପଡ଼ିଛି । 

BJD
ଝାରସୁଗୁଡ଼ା ଲଢ଼େଇ ପାଇଁ ପ୍ରସ୍ତୁତ ହୋଇସାରିଲାଣି ବିଜେଡି, ବଡ଼ ନେତାଙ୍କୁ ଦାୟିତ୍ୱ ବାଣ୍ଟିଲା ଦଳ

ବିଜେଡିର ବରିଷ୍ଠ ନେତା ଝାରସୁଗୁଡ଼ରେ କରିଛନ୍ତି ରୁଦ୍ଧଦ୍ୱାର ବୈଠକ । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଝାରସୁଗୁଡା ଉପନିର୍ବାଚନ ପାଇଁ ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସାରଦା ନାୟକ ପ୍ରମୁଖ ଏହି ବୈଠକରେ ଯୋଗ ଦେଇଥିଲେ ।

Odisha BJP
‘ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ଏକ ନାଟକ ! ପୁରୁଣା ବହିରେ ନୂଆ ମଲାଟ ମାରି, ନେଉଛନ୍ତି ବାହାବାହା’

୨୦୨୦ ଫେବୃଆରୀ ୨୭ ତାରିଖରେ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟସ୍ତିରେ ଓଡିଶା ସରକାର ନିପନ୍ ଷ୍ଟିଲ ସହ ଆଲୋଚନା କରିଥିଲେ ବୋଲି ବିଜେପି କହିଛି ।

Odisha Politics
ଏ କି ନୂଆ ଫନ୍ଦି ! ଜିଲ୍ଲାରେ ନିଯୁକ୍ତି ହେବେ ରିଟାୟାର୍ଡ ବାବୁ, ଦରମା ୭୫ ହଜାର

ଚାକିରି କରିବେ ଅବସରପ୍ରାପ୍ତ ସରକାରୀ ଅଧିକାରୀ । ଅଜବ ନିଯୁକ୍ତି ବ୍ୟବସ୍ଥାକୁ ନେଇ ଘେରିଲେ ବିରୋଧୀ ।

Bonded Labor
​​​​​​​ଗାଁ ଖାଲି ଖାଲି, ଦୂଆରେ ଦୂଆରେ ତାଲା ! ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଦାନା ପାଇଁ ଧାଇଛନ୍ତି ଦାଦନ..

ବେରୋଜଗାରୀକୁ ନେଇ ଯୁବପିଢ଼ିଙ୍କ ଭିତରେ ଅସନ୍ତୋଷ । ବିଜେଡି ଗଡ଼ରେ ସରକାରଙ୍କୁ ଘେରିଲେ ବିଜୟ ।

SHG
ବିଜେଡିକୁ SHG ମହିଳା ଚିନ୍ତା

ସେମାନଙ୍କୁ ସଙ୍ଗଠିତ କରି ରଖିବା ଲାଗି ନେତା ଓ ବିଧାୟକମାନଙ୍କୁ ବିଜେଡି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

THE GREAT ODISHA POLITICAL CIRCUS EP 706 APRIL 02 2023 | ବୋହୂମୋର ଘରେ କମ ବାହାରେ ବେଶୀ
THE GREAT ODISHA POLITICAL CIRCUS EP 706 APRIL 02 2023 | ବୋହୂମୋର ଘରେ କମ ବାହାରେ ବେଶୀ

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

Jharsuguda By-poll
ଶାସକ ଦଳର ଅନୁକମ୍ପା ବନାମ ବିରୋଧୀଙ୍କ ଆଇନଶୃଙ୍ଖଳା : ସରଗରମ୍‌ ଝାରସୁଗୁଡ଼ା ରାଜନୀତି

ମେ' ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ । ତାରିଖ ଘୋଷଣା ହେଉ ହେଉ ଶାସକ ଦଳଠାରୁ ଆରମ୍ଭ କରି ବିରୋଧୀ ଏବେ ପୁରା ସକ୍ରିୟ।

BJD
ଜାଲ୍ ସାର୍ଟିଫିକେଟ କେଳେଙ୍କାରୀର ଖୋଲିବ ତ ଗୁମର ?

ଆଜି ଯାଏଁ ୨୨୫ଟି ମାମଲାର ତଦନ୍ତ ନେଇ ମାତ୍ର ୪୫ଟିର ଚାର୍ଜସିଟ୍ କରିପାରିଛି କ୍ରାଇମବ୍ରାଞ୍ଚ । ସରକାରୀ ଦଳର ଏଜେଣ୍ଟ ସାଜିଥିବା କ୍ରାଇମବ୍ରାଞ୍ଚ ଅନ୍ୟ ଘଟଣା ଭଳି ଏ ଘଟଣାକୁ ବି ଚପାଇଦେବ ।

UTKAL DIVAS
କୋଟିଆରେ ଉତ୍କଳ ଦିବସ ରାଜନୀତି; ଶକ୍ତି ପ୍ରଦର୍ଶନ କଲା ବିଜେପି ଓ ବିଜେଡି

ଆନ୍ଧ୍ର ଗୋ' ବ୍ୟାକ୍... ଉତ୍କଳ ଦିବସ ଅବସରରେ କୋଟିଆ ଗସ୍ତ କରି ଏହି ନାରା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋରାପୁଟ ଜିଲ୍ଲାର ବହୁ ବିବାଦୀୟ ସୀମାବର୍ତ୍ତି ଗ୍ରାମପୁଞ୍ଜ 'କୋଟିଆ' ଉପରେ, ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଲୋଲୁପ ଦୃଷ୍ଟି ପକାଇଥିବା ବେଳେ; ଆଜି ସେଠାରେ ଆଡ଼ମ୍ବର ସହକାରେ ଉତ୍କଳ ଦିବସ ପାଳିଛନ୍ତି ଧର୍ମେନ୍ଦ୍ର ।

Narasingha Mishra
ନକଲି ସାର୍ଟିଫିକେଟ୍ ବିକ୍ରି ମାମଲାରେ ବିଜେଡି ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ପୁଣି ବର୍ଷିଲେ ନରସିଂହ

ଅନୁସନ୍ଧାନ ନକଲେ ସନ୍ଦେହ ରହିବ ବୋଲି କହିଛନ୍ତି ନରସିଂହ । ଅନ୍ୟପଟେ ନରସିଂହଙ୍କ ଅଭିଯୋଗ ନେଇ ବିଜେଡି ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ ।

Kotia
ସାରା ରାଜ୍ୟରେ ଉତ୍କଳ ଦିବସ ପାଳିତ, କୋଟିଆରେ ବିଜେଡି-ବିଜେପିର ଶକ୍ତି ପ୍ରଦର୍ଶନ

ରାଜ୍ୟ ସରକାରର ତଥା ବିଭିନ୍ନ ଘରୋଇ ସଂସ୍ଥା ଏବଂ ସଂଗଠନ ପକ୍ଷରୁ ମଧ୍ୟ ଉତ୍କଳ ଦିବସ ପାଳନ କରାଯାଉଛି ।

Deepali Das
ଦୀପାଳି ହେଲେ ପ୍ରାର୍ଥୀ, ମହିଳା ସହ ଅନୁକମ୍ପା କାର୍ଡ ଖେଳିଲା ବିଜେଡି !

କଂଗ୍ରେସର ପ୍ରାର୍ଥୀ ଖୋଜା ଜାରି । ନବ ହତ୍ୟା ଷଡ଼ଯନ୍ତ୍ର ଇମ୍ପାକ୍ଟକୁ ନେଇ ଚର୍ଚ୍ଚା ।

Odisha Politics
ଗୃହରେ ମୁହାଁମୁହିଁ ନରସିଂହ-ଅରୁଣ, 5T ସ୍କୁଲକୁ ବଣିକ CMDଙ୍କ କଂପ୍ୟୁଟର ଯୋଗାଣ ନେଇ ବିରୋଧୀଙ୍କ ପ୍ରଶ୍ନ  

ବିଧାନସଭାରେ ବଣିକ କୋଚିଂ ଓ ଫେକ୍ ସାର୍ଟିଫିକେଟ ତାତି । ବିଜେଡି ଲିଙ୍କ ଅଭିଯୋଗ ଆଣି ବିରୋଧୀଙ୍କ ହଙ୍ଗାମା ।

Dipali Das
ଦୀପାଳି ଦାସ ହେଲେ ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ

ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ ।

Pradeep Panigrahi
ନବୀନଙ୍କୁ ପ୍ରଦୀପଙ୍କ ସିଧା ନିଶାନା; ‘ବ୍ରହ୍ମପୁର ଏୟାରପୋର୍ଟ ନାଁରେ ସରକାର ଦେଉଛନ୍ତି ଲଲିପପ୍’

ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବରିଷ୍ଠ ନେତାଙ୍କୁ ଦଳରେ କାହିଁକି ନୀରବ କରାଗଲା ? ଗଞ୍ଜାମ ରାଜନୀତି ବିଜେଡିରେ ଦୁର୍ବଳ ନେତୃତ୍ୱ ପାଇଁ ଦଳର ଗୋଷ୍ଠୀକନ୍ଦଳ ତୀବ୍ର ହେଉଛି ।

THE GREAT ODISHA POLITICAL CIRCUS EP 705 MAR 26 2023| ଗର୍ବ ପର୍ବ
THE GREAT ODISHA POLITICAL CIRCUS EP 705 MAR 26 2023| ଗର୍ବ ପର୍ବ

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves