ଅନୁସନ୍ଧାନ ନକଲେ ସନ୍ଦେହ ରହିବ ବୋଲି କହିଛନ୍ତି ନରସିଂହ । ଅନ୍ୟପଟେ ନରସିଂହଙ୍କ ଅଭିଯୋଗ ନେଇ ବିଜେଡି ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ ।
ରାଜ୍ୟ ସରକାରର ତଥା ବିଭିନ୍ନ ଘରୋଇ ସଂସ୍ଥା ଏବଂ ସଂଗଠନ ପକ୍ଷରୁ ମଧ୍ୟ ଉତ୍କଳ ଦିବସ ପାଳନ କରାଯାଉଛି ।
କଂଗ୍ରେସର ପ୍ରାର୍ଥୀ ଖୋଜା ଜାରି । ନବ ହତ୍ୟା ଷଡ଼ଯନ୍ତ୍ର ଇମ୍ପାକ୍ଟକୁ ନେଇ ଚର୍ଚ୍ଚା ।
ବିଧାନସଭାରେ ବଣିକ କୋଚିଂ ଓ ଫେକ୍ ସାର୍ଟିଫିକେଟ ତାତି । ବିଜେଡି ଲିଙ୍କ ଅଭିଯୋଗ ଆଣି ବିରୋଧୀଙ୍କ ହଙ୍ଗାମା ।
ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବରିଷ୍ଠ ନେତାଙ୍କୁ ଦଳରେ କାହିଁକି ନୀରବ କରାଗଲା ? ଗଞ୍ଜାମ ରାଜନୀତି ବିଜେଡିରେ ଦୁର୍ବଳ ନେତୃତ୍ୱ ପାଇଁ ଦଳର ଗୋଷ୍ଠୀକନ୍ଦଳ ତୀବ୍ର ହେଉଛି ।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ବିଜେଡିର ନୂଆ ନାରାକୁ ନେଇ ତେଜିଲା ରାଜନୀତି । ନିର୍ବାଚନକୁ ଆଖି ଆଗରେ ରଖି, ବିଜେପିକୁ ଚେକ୍ ଦେବାକୁ ଦଳ ସଫ୍ଟ ହିନ୍ଦୁତ୍ୱ କାର୍ଡ ଖେଳୁଥିବା ଚର୍ଚ୍ଚା ହେଉଛି ।
ମହାନଦୀ ଟ୍ରିବ୍ୟୁନାଲରେ ରାଜ୍ୟ ସରକାର ୬ ଜଣ ବରିଷ୍ଠ ଓକିଲଙ୍କୁ ନିୟୋଜିତ କରିଛନ୍ତି, ସେମାନଙ୍କ ପାଇଁ କେତେ ଟଙ୍କା ଖର୍ଚ୍ଚ ହୋଇଛି । ତାର ପୂର୍ଣ୍ଣାଙ୍ଗ ରିପୋର୍ଟ ସରକାର ଗୃହରେ ଉପସ୍ଥାପନ କରନ୍ତୁ ବୋଲି ଦାବି କରିଛନ୍ତି ଜୟନାରାୟଣ ।
ସେହି ୪ଟି ଜିଲ୍ଲା ଖଣି ଖାଦାନରେ ଭରପୁର । ବ୍ଲାକରୋଜ କଥା ବି ଉଠାଇଲେ ଜୟନାରାୟଣ ।
୨୦୨୪ରେ କ୍ଷମତା ଦଖଲ ପାଇଁ ବିଜେପିର ବ୍ଲୁ ପ୍ରିଣ୍ଟ । ନବୀନ ସରକାର ବିରୋଧରେ ବଡ଼ ଲଢେଇ ପାଇଁ ସଜବାଜ ।
ଭୁବନେଶ୍ୱର ସମେତ ରାଜ୍ୟରେ ଉତ୍କଟ ପାନୀୟ ଜଳ ସମସ୍ୟା ହେବ ।
ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।
SHGଙ୍କ ପାଇଁ ଆସୁଥିବା ଟଙ୍କାରେ ମହାଜନୀ କାରବାର । କେଉଁଠି ସବୁ ଅର୍ଥ ଚଳୁ ତ କେଉଁଠି ସୁଧ ବେପାର ଅଭିଯୋଗ ।
ଆଜି ବି ଲୋକେ ପିଇବା ପାଣି ପାଇଁ ଅନେକ ସମସ୍ୟାର ସମ୍ମୁଖିନ ହେଉଛନ୍ତି। ପାଣି ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ ହେଉଛି ସତ କିନ୍ତୁ ମେଣ୍ଟୁନି ଶୋଷ। ନିର୍ବାଚନ ବେଳ ଆସିଲେ ଏନେଇ ନେତାମାନଙ୍କ ଠାରୁ ଗଦା ଗଦା ପ୍ରତିଶ୍ରୁତି ମିଳୁଛି କିନ୍ତୁ ସମସ୍ୟା ସମାଧାନ ହେଉନି।
ପୋଲିସକୁ ରାଜନୈତିକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଛି, ପୋଲିସର କମାଣ୍ଡ ବ୍ୟବସ୍ଥା ଭୁଶୁଡ଼ିପଡ଼ିଛି । କେହି କାହାକୁ ମାନୁ ନାହାନ୍ତି ।
ବିଧାୟକମାନେ ଲୋକଙ୍କ ପ୍ରତିନିଧି, ଆମେ ଲୋକଙ୍କ କଥା ଉଠାଇବୁ, କ୍ରୀତଦାସ କେମିତି ହେବୁ ବୋଲି ପ୍ରଶ୍ନ କରିଛନ୍ତି ଜୟ ନାରୟଣ ।
ଅଫିସ ପରିସରରେ ଏବଂ ବାହାରେ ଲୋକଙ୍କ ସହ ମୁହାଁମୁହିଁ ହୋଇଥିଲେ ଉପ ଜିଲ୍ଲାପାଳ ରବୀନ୍ଦ୍ରନାଥ କଅଁର ।
ବିଜେପି ବି ସୁଶାନ୍ତଙ୍କ ଆଡ଼କୁ ଉଠାଇଲା ଅଙ୍ଗୁଳି । ଗୋପାଳ ପାଗଳ କି ନା ବିଧାନସଭାରେ ସରଗରମ ଚର୍ଚ୍ଚା ।
ଆମ୍ ଆଦମୀ ପାର୍ଟିର ନାଁ ନେଇ, ଏଭଳି ଦଳସବୁ ନିର୍ବାଚନ ଜିତିବା ଲାଗି ଯେ କୌଣସି ଉପାୟ ଅବଲମ୍ବନ କରିବାକୁ ପ୍ରସ୍ତୁତ ବୋଲି ଲେଖିଛନ୍ତି ଭର୍ତ୍ତୃହରି ।
ଅଭିଯୋଗ ଆଣିଲେ ଉଭୟ ବିଜେପି ଓ କଂଗ୍ରେସ । ଅତାବିରା ଥାନାରେ ଏତଲା । ଅଭିଯୋଗକୁ ଖଣ୍ଡନ କଲେ ବିଜେଡି ପ୍ରାର୍ଥୀ ।
THE GREAT ODISHA POLITICAL CIRCUSOdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of
ସୁରକ୍ଷା ନ ଦେଲେ ବସ୍ ବନ୍ଦ କରିବାକୁ ସଂଘର ଚେତାବନୀ । ଗୃହରେ ହଙ୍ଗାମା, ବିବୃତି ରଖିବାକୁ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ ।
ଗାଦି ମାଡ଼ି ବସିଛନ୍ତି ସରକାରୀ ବାବୁ ଓ ସଚିବ । ୟେ କିଭଳିଆ ଫାଇଭ୍ ଟି ବୋଲି କହି ବର୍ଷିଲା ବିଜେପି । ବୁକ୍ ସର୍କୁଲାର ଉଲ୍ଲଂଘନ ନେଇ କଂଗ୍ରେସର ହମଲା ।
ସବୁ ବିଭାଗର କ୍ଷମତା ସଂକୋଚନ ପାଇଁ ଆସିଛି କି 5T ? ଯଦି ବିଭାଗ, ତେବେ ବିଧାନସଭାରେ କାହିଁକି ହେଉନି ପ୍ରଶ୍ନୋତ୍ତର ?