୨୪ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ୍ ନାଁରେ ନୂଆ ସ୍କିମ୍ ଘୋଷଣା କରିଛନ୍ତି। ଆଗାମୀ ୩ ବର୍ଷରେ ଜନଜାତିଙ୍କ ଜୀବିକା ପାଇଁ ୫ଶହ କୋଟି ଖର୍ଚ୍ଚ କରିବେ ସରକାର। ଯାହାକୁ ନେଇ ଆଦିବାସୀ ଭୋଟ୍ ନେବାକୁ ରଣନୀତି ବୋଲି ବିରୋଧୀ ଅଭିଯୋଗ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ କଂଗ୍ରେସ ଓ ବିଜେପି । ଗୃହ ବାରମ୍ବାର ମୁଲତବି, ତଦନ୍ତ ପ୍ରକ୍ରିୟାକୁ ନେଇ ତେଜୁଛି ଅସନ୍ତୋଷ ।
ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ବିଜେପି ନେତା ବିଜୟ ମହାପାତ୍ର ବଡ଼ ବିସ୍ଫୋରଣ କରିଛନ୍ତି। ଦୁଇ ଅଣଓଡ଼ିଆ ଅଫିସର ହିଁ ପରଦା ପଛର ମୁଖ୍ୟ ନାୟକ ବୋଲି ବିଜୟ କହିଛନ୍ତି।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves
ସ୍ପଷ୍ଟ ରିପୋର୍ଟ ସତ୍ତ୍ୱେ କାହିଁକି ବେଙ୍ଗାଳୁରୁ ସ୍ଥିତ National Institue of Mental Helath and Neuroscience ବା ନିମହାନ୍ସକୁ ଗୋପାଳକୁ ନେବାକୁ ଚାହୁଁଛି କ୍ରାଇମବ୍ରାଞ୍ଚ ।
କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟା ଉପରେ ବଢିିଲା ସନ୍ଦେହ । କ୍ରାଇମବ୍ରାଂଚ ଓ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ।
ଓଡ଼ିଶା ସରକାର ଗୋପାଳକୁ ବଞ୍ଚେଇବାକୁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରୁଥିବା କହି ସାଂଘାତିକ ଅଭିଯୋଗ କରିଛନ୍ତି ଜୟନାରାୟଣ ।
ଜଣେ ମନ୍ତ୍ରୀଙ୍କ ବିରୋଧରେ ବିଜେପିର ସାଙ୍ଘାତିକ ଅଭିଯୋଗ
ଭୁବନେଶ୍ୱରରେ ବିକ୍ଷୋଭ ବେଳେ ବିଜେପି କର୍ମୀଙ୍କ ଉପରେ ପୋଲିସର ଆକ୍ରମଣ ଓ ବ୍ୟବହାରକୁ ନେଇ ବିଜେଡିର ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବ ପ୍ରଶ୍ନ ଉଠାଇଛନ୍ତି।
ଚର୍ଚ୍ଚା ହେଉଛି ଏଣିକି ବିଜୁ ଓଡ଼ିଶା ବନାମ୍ ନବୀନ ଓଡ଼ିଶା ହେବ । ଦଳର ଭବିଷ୍ୟତ ଉତ୍ତରାଧିକାରୀ ଲାଗି ନବୀନ ଓଡ଼ିଶା ନାରା ବୋଲି କୁହାଯାଉଛି ।
ଦୁଇ ଏବିଭିପି ଛାତ୍ରନେତା ଓ ସାଲୁଜାଙ୍କ ପୁଅ ବି ଗିରଫ ହୋଇ ଜେଲରେ । ରାଜ୍ୟ ସରକାରଙ୍କ ବିରୋଧୀ ଦମନ ଅଭିଯାନକୁ ନେଇ ପ୍ରଶ୍ନ ।
ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନବାଣକୁ ନେଇ ଚର୍ଚ୍ଚା । କ୍ଷମତାର ମହୁ ଖାଇବା ଯୋଗ୍ୟତା ତୁମର ଅଛି କି କହିଲେ ସୌମ୍ୟ ।
‘ଆପଣଙ୍କ ଜେଲ୍ କମ୍ ପଡ଼ିଯିବ, ରାବଣ ଦୁର୍ଯ୍ୟୋଧନ ଅହଂକାର ତିଷ୍ଠିବନି । ରାଜ୍ୟରେ ସିଷ୍ଟମ୍ ଫେଲ୍ ଆଡକୁ ଯାଉଛି, ଲ ଲେସନେସ୍ ଆଡକୁ ଯାଉଛି’
ଟେଷ୍ଟ ରିପୋର୍ଟ ଅନୁସାରେ ଗୋପାଳ ପାଗଳ ନୁହେଁ ବୋଲି ସ୍ପଷ୍ଟ ଉଲ୍ଲେଖ ।
ବିଜୁ ବାବୁଙ୍କ ଭଳି ଆମକୁ ବି ହେବା ଦରକାର ବୋଲି କହିଛନ୍ତି ସୌମ୍ୟ । କିଛି ଦିନ ତଳେ କଟକ ଲ' କଲେଜର ରୌପ୍ୟ ଜୟନ୍ତୀ ଉତ୍ସବରେ ମଧ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଥିଲେ ସୌମ୍ୟରଞ୍ଜନ ।
ସ୍ଥିତି ସୁଧାରିବାକୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଥିବାର ଚର୍ଚ୍ଚା । ବିରୋଧୀ କହିଲେ-ଫରକ୍ ପଡ଼ିବନି ନବୀନଙ୍କ ଗସ୍ତ ।
ଆସନ୍ତାକାଲି ସବୁ ଏସ୍ପି ଓ ଡିସିପି ଅଫିସ ଘେରାଉ । କାଉଣ୍ଟରରେ ଗ୍ୟାସ୍ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି ।
କର୍ମୀଙ୍କ ଉପରେ ପୋଲିସର ଆକ୍ରମଣ ସୁଚିନ୍ତିତ ଯୋଜନା ଓ ଷଡ଼ଯନ୍ତ୍ର ଥିଲା ବୋଲି ଆଜି ଏକ ସମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛି ଦଳ ।
କାଁ ଭାଁ ଲାଗିଛି, ଅନ୍ୟ କେଉଁଠି ନାହିଁ ଚିହ୍ନବର୍ଣ୍ଣ । ସିଜିନାଲ ଗଛ, ମରିଗଲା ବୋଲି କହିଲେ ମେୟର । ଦୁର୍ନୀତି ଗନ୍ଧ ବାରିଲେ ବିରୋଧୀ ।
କାଲି ସବୁ ଥାନାରେ FIR ଦେବ ବିଜେପି । ଶନିବାର SP ଅଫିସ ଆଗରେ ବିକ୍ଷୋଭ । ରାଜ୍ୟରେ ଚାଲିଛି ହିଟଲରୀ ଶାସନ କହିଲା କଂଗ୍ରେସ ।
ଜୁଲାଇ ୧୨ ତାରିଖ ସୁଦ୍ଧା ସର୍ଭେର ସମସ୍ତ ପ୍ରକ୍ରିୟା ଶେଷ କରିବାକୁ ନିଷ୍ପତ୍ତି ନେଇଛନ୍ତି ଓବିସି କମିଶନ୍ ।
ଗତକାଲିର ଘଟଣାକୁ ନେଇ ଆଜି ଆଗ ବିଜେଡି ପ୍ରେସମିଟ୍ କରି ସିଧା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରସଙ୍ଗ ଭିତରକୁ ଟାଣି ତାଙ୍କରି ଅନୁସାରେ ହିଁ ସବୁ କିଛି ହୋଇଛି ବୋଲି ଟାର୍ଗେଟ୍ କରିଛି ।
ଲୋୟର ପିଏମ୍ଜି ଖଣ୍ଡଯୁଦ୍ଧ ପରେ ବିଜେପି-ବିଜେଡି ମୁହାଁମୁହିଁ । ଧର୍ମେନ୍ଦ୍ରଙ୍କ ଇଙ୍ଗିତରେ ପୋଲିସକୁ ଆକ୍ରମଣ କରାଯାଇଛି କହିଛି ବିଜେଡି ।
ଘୋଷଣାର ଦୀର୍ଘଦିନ ପରେ ଓବିସି ସର୍ଭେକୁ ଗ୍ରୀନ୍ ସିଗ୍ନାଲ । ପଛୁଆ ବର୍ଗର ଭୋଟ୍ ନେବାକୁ କସରତ ଆରମ୍ଭ ।
ନୋଟିସ ପାଇଥିବା କହି ଅନୁଧ୍ୟାନ କରାଯାଉଛି କହିଛନ୍ତି ବାଚସ୍ପତି ।