ଚାଷୀ ପ୍ରସଙ୍ଗକୁ ନେଇ ଉଠୁଛିପଡୁଛି ପଦ୍ମପୁର ରାଜନୀତି।
ସୌମ୍ୟଙ୍କ ଏଭଳି ମନ୍ତବ୍ୟ ଏବେ ସରକାରୀ ଦଳରେ କମ୍ପନ ସୃଷ୍ଟି କରିଛି ।
କେନ୍ଦ୍ର କୃଷିମନ୍ତ୍ରୀ ତୋମାରଙ୍କୁ ଭେଟିଲେ ଧର୍ମେନ୍ଦ୍ର ।
ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ନବୀନଙ୍କ ପ୍ରତିଶ୍ରୁତି । ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଘୋଷଣା ପାଇଁ ନିଷ୍ପତ୍ତି ।
ଫସଲ ବୀମା ରାଶି କ୍ଲେମ ପାଇଁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ । ୨ଶହ କୋଟିର ଇନପୁଟ୍ ସବ୍ସିଡି ଘୋଷଣା କଲେ ନବୀନ ।
ହନୁ ମଲାବେଳେ ସତ କହେ କହିଲା ବିଜେପି । କଂଗ୍ରେସ ଛାଡ଼ିଲା ତେରଛା ବାଣ ।
ରତ୍ନ ଭଣ୍ଡାର ଓ ଖଣି ଲୁଟ୍ ପାଇଁ ଷଡ଼ଯନ୍ତ୍ର କରୁଛି ବିଦେଶୀ ଶକ୍ତି।
ଚାଷୀମାନେ ବୀମା ସୁବିଧା ପାଉନଥିବାରୁ ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି ପ୍ରଦୀପ ।
ପଦ୍ମପୁରରେ ଯଦି ବାହାରନ୍ତି ପୁଣି ଜଣେ ରାଜୁ ଦାସ । ତେବେ ବିଜେଡି ପାଇଁ ଏହା ଘାଟା ହୋଇପାରେ । ତେଣୁ ଏଠି ଦଳ ଭାବିଚିନ୍ତି ନେବ ନିଷ୍ପତ୍ତି ।
ପଦ୍ମପୁରରେ କଂଗ୍ରେସର ଭଲ ପ୍ରାର୍ଥୀ ଅଛନ୍ତି ବୋଲି ସେ କହିଛନ୍ତି । ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
ବିଜେଡିରେ ବିଦ୍ରୋହର ନିଆଁ । ଧାମନଗରରେ ରାଜୁ ଦାସ ପୋତିଲେ ମଞ୍ଜି । ଆଗକୁ ଅନେକ ରାଜୁ ସୃଷ୍ଟି ହେବା ଆଶଙ୍କା । ବିଦ୍ରୋହର ବାରୁଦ ଗଦା ଉପରେ ବସିଥିବା ବିଜେଡିକୁ ଘାରଛି ଗୋଷ୍ଠୀ କନ୍ଦଳର ଭୟ । ପ୍ରଥମ ଥର ପାଇଁ ଧାମନଗର ଉପନିର୍ବାଚନରେ ବଡ଼ ଝଟ୍କା ଲାଗିବା ପରେ ଦଳରେ ଚାଲିଛି ମାନସମନ୍ଥନ
ସବୁଠି ବିଦ୍ରୋହୀ ଥିବା କହି ବିଜେପି ଓ କଂଗ୍ରେସର ଆକ୍ଷେପ । ଶଙ୍ଖ ଶିବିରରେ ଛନକା ସତ୍ତ୍ୱେ ମାନିବାକୁ ନାରାଜ ବିଜେଡି ।
ପଦ୍ମପୁର ପାଇଁ ମଧ୍ୟ ଖୁବ ଶୀଘ୍ର ଓଡିଶା ଆସି ରଣନୀତି ପ୍ରସ୍ତୁତ କରିବେ ସୁନିଲ ବଂଶଲ ଏବଂ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ।
ପଦ୍ମପୁର ଉପନିର୍ବାଚନକୁ ନେଇ ଆରମ୍ଭ ହେଲାଣି ପାଗ ଭିଡ଼ା । ନିର୍ବାଚନ ଜିତିବା ପାଇଁ ଆରମ୍ଭ ହେଲାଣି କସରତ ।
ବିଜେଡିକୁ ବୁମେରାଂ ହେଲା କି ଅବନ୍ତୀଙ୍କ ପ୍ରାର୍ଥୀତ୍ୱ ? ଚର୍ଚ୍ଚାରେ ବିଜେଡି ବିଜୟ ଧାରାରେ କଳଙ୍କ ଲଗାଇଥିବା ନେତା ।
ଇଞ୍ଜିନିୟରିଂ ମୋର ବୃତ୍ତିଗତ ମାନ୍ୟତା କିନ୍ତୁ ବିଧାୟକ ମୋର କର୍ତ୍ତବ୍ୟ ବୋଲି ଦୋହରାଇଛନ୍ତି ସୂର୍ଯ୍ୟ ।
ଆକ୍ରମଣର ଶିକାର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଗୁରୁତରଙ୍କୁ ଭେଟିଛନ୍ତି ବିଜେପି ବିଧାୟକ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ।
କଡ଼ା ସୁରକ୍ଷା ଭିତରେ ଇଭିଏମ୍ । କାଲି ସକାଳ ୮ରୁ ଆରମ୍ଭ ହେବ ଭୋଟ୍ ଗଣତି ।
ମହାନଗର ମାନ୍ୟତା ମିଳିଲା, ହେଲେ ମେୟର ପାଇଲାନି ରାଉରକେଲା ମହାନଗର ନିଗମ। ବିରୋଧୀ ଅଭିଯୋଗ କରିଛନ୍ତି ଯେ, ହକି ବିଶ୍ୱକପ୍ର ଆୟୋଜନ କରି ରାଉରକେଲାବାସୀଙ୍କ ଭାବମୂର୍ତ୍ତୀ ଜିଣିବାକୁ ଶାସକ ଦଳ ଚେଷ୍ଟା କରୁଛି।
ଶାନ୍ତିପୂର୍ଣ୍ଣ ମତଦାନର କିଛି ସମୟ ପରେ ବିଭିନ୍ନ ସ୍ଥାନରୁ ଆସିଥିଲା ଗଣ୍ଡଗୋଳ ଓ ଉତ୍ତେଜନାର ଚିତ୍ର।
ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଖୋଦ୍ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏଠାରେ ପହଞ୍ଚିଥିଲେ।
ଅପରାହ୍ନ ସାଢ଼େ ୩ଟା ସୁଦ୍ଧା ଧାମନଗରରେ ମୋଟାମୋଟି ଶାନ୍ତିଶୃଙ୍ଖଳାର ସହ ଚାଲିଛି ମତଦାନ । କାଁ ଭାଁ ବୁଥ୍ ରିଗିଂ ଓ ବିଶୃଙ୍ଖଳା ଖବର ସାମ୍ନାକୁ ଆସିଛି ।
କ’ଣ ହେବ ରେଜଲ୍ଟ, ତାହା ତ ଆସନ୍ତା ୬ ତାରିଖରେ ଜଣାପଡ଼ିବ । କିନ୍ତୁ ଆଜି ଧାମନଗରବାସୀ ବାଛିବେ ତାଙ୍କ ବିଧାୟକ ।
ବିଜେପି ବିରୋଧରେ ବିଜେଡି ଯେଉଁସବୁ ଅଭିଯୋଗ ନେଇ ସିଇଓଙ୍କ ଅଫିସକୁ ଯାଇଛି, ତାର ତଥ୍ୟ ବି ମାଗିଛି ଦଳ।