ଭୁବନେଶ୍ୱର ଶିଶୁ ଭବନ ଛକରେ ଘଣ୍ଟାଏରୁ ଅଧିକ ସମୟ ଧରି ପୋଲିସ୍-ବିଜେପି କର୍ମୀ ମଧ୍ୟରେ ଛକାପଞ୍ଝା । ଠେଲାପେଲା ଓ ଧସ୍ତାଧସ୍ତି । ବିକ୍ଷୋଭକାରୀଙ୍କୁ ଅଟକାଇବାକୁ ନାକେଦମ୍ ପୋଲିସ୍ । ଶେଷରେ ଗିରଫ ହେଲେ ବିଜେପ ନେତା ଓ କର୍ମୀ ।
ଭାଇରାଲ ଅଡିଓକୁ ନେଇ ଏବେ ଜୋରଦାର ଚର୍ଚ୍ଚା । ଯାହାକି ଧାମନଗର ଉପନିର୍ବାଚନକୁ ଅଧିକ ଉଷ୍ଣ କରିଛି ।
ବିଜେଡି ବିରୋଧରେ ECIରେ ଫେରାଦ ହେଲା ବିଜେପି । ସାଇବର ଥାନାରେ ବି ବିଜେପିର ଅଭିଯୋଗ ।
SHGକୁ ଅପମାନ ଓ ଅର୍ଥବଳର ପ୍ରୟୋଗ ଅଭିଯୋଗ । ବିଜେପିର ଦାବି ଆଗ କ୍ଷମା ମାଗୁ ଶାସକଦଳ ।
ଭୋଟରଙ୍କୁ ଲାଞ୍ଚ ଯାଚିବା, ଧମକାଇବା, ପ୍ରଲୋଭନ ଦେଖାଇବା ଅପରାଧ । ଏଭଳି ଅଭିଯୋଗ ଆସିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ।
ସବୁଠୁ ବଡ଼ କଥା ହେଲା ଅତନୁଙ୍କୁ ତାଙ୍କ ନିର୍ବାଚନ ମଣ୍ଡଳୀରେ ହି ହଟହଟ୍ଟାର ସମ୍ମୁଖୀନ ହେବାକୁ ପଡ଼ିଛି ।
୨ଟି ମାମଲା ରୁଜୁ କରାଯାଇଥିବା କହିଲେ ସିଇଓ ସୁଶିଲ ଲୋହାନି । ୨ ଜଣ ମହିଳାଙ୍କ ମଧ୍ୟରେ ଟଙ୍କା ଦିଆନିଆ ଅଭିଯୋଗ ପାଇଥିଲୁ କହିଲେ ।
ଧଉଳିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ପୁଣି ବଳି ପଡିଛି ଶହ ଶହ ଗଛ। ବିରୋଧୀ କଂଗ୍ରେସ ଓ ବିଜେପି ଏଭଳି ଅଭିଯୋଗ ଆଣିଛନ୍ତି। ଶାନ୍ତି ସ୍ତୁପର ୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଥିବାବେଳେ ଏହା ପୂର୍ବରୁ ଗଛ କଟାକୁ ନେଇ ଏବେ ରାଜନୀତି ଜୋର ଧରିଛି।
ବିଜେଡି ପ୍ରାର୍ଥୀଙ୍କ ପାଇଁ ଟଙ୍କା ବଣ୍ଟା ଯାଇଥିବା ଅଭିଯୋଗ ।
ନିର୍ବାଚନ ଅଧିକାରୀଙ୍କ ନିକଟରେ ବିଜେପି ଫେରାଦ । ସଂଖ୍ୟାଲଘୁ ଭୋଟ୍ ହୋଇପାରେ ନିର୍ଣ୍ଣାୟକ ।
୪୮ ଘଣ୍ଟାରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ । ଝାରପଡ଼ା ଜେଲ୍ରେ ନାଗ ଦମ୍ପତ୍ତିଙ୍କ ୨୦ ମିନିଟିଆ ଦେଖାସାକ୍ଷାତ ।
ଭଦ୍ରକରେ ପହଞ୍ଚିବାପରେ ୟୁଟର୍ଣ୍ଣ ନେଇଥିଲେ ରାଜୁ ଆଉ ସ୍ୱାଧୀନ ଭାବେ ଲଢ଼ିବେ ବୋଲି ଘୋଷଣା କରିଥିଲେ।
ରାଜ୍ୟ ରାଜନୀତିରେ ଏବେ ଦୁଇଟି ଘଟଣା କମ୍ପନ ସୃଷ୍ଟିକରିଛି। ଗୋଟିଏ ପଟେ ଅର୍ଚ୍ଚନା ନାଗଙ୍କ ମାମଲାକୁ ନେଇ ସରକାର ଟଳମଳ ହେଉଥିବା ବେଳେ ଅନ୍ୟପଟେ ଧାମନଗର ଉପନିର୍ବାଚନରେ ପ୍ରାର୍ଥୀ ହୋଇଥିବା ରାଜେନ୍ଦ୍ର ଦାସଙ୍କୁ ନେଇ ରାଜନୈତିକ କମ୍ପନ ସୃଷ୍ଟିହୋଇଛି।
ଅର୍ଚ୍ଚନାର କେଳେଙ୍କାରୀ ଏତିକି ନୁହେଁ। ଚର୍ଚ୍ଚାକୁ ଆସିଛି କେସିଙ୍ଗା ସ୍ଥିତ ଏହି ଗୋଲାପୀ କୋଠା।
ଅନ୍ୟ ରାଜ୍ୟରେ ଏଭଳି ହୋଇଥିଲେ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇସାରନ୍ତେଣି । କିନ୍ତୁ ଆମ ରାଜ୍ୟରେ ସେମିତି କିଛି ଦେଖିବାକୁ ମିଳୁନି ।
ପ୍ରଥମେ ସେ ବିଜେଡିର ଆଶାୟୀ ପ୍ରାର୍ଥୀ ଥିଲେ । କିନ୍ତୁ ଦଳରୁ ଟିକଟ ନମିଳିବାରୁ ସ୍ୱାଧିନ ଭାବେ ନାମାଙ୍କନ ଦାଖଲ କରିଛନ୍ତି ।
ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ଓ ସ୍ୱାଧୀନ ପ୍ରାର୍ଥୀ ରାଜୁଙ୍କ କ୍ୟାମ୍ପେନ୍ ଜୋର୍ । ବିଜେଡି ଓ କଂଗ୍ରେସ ଯୋଦ୍ଧା ବି ମାଗିଲେଣି ଭୋଟ୍ ।
ଅର୍ଚ୍ଚନାଙ୍କ ଲିଙ୍କରେ ବିଧାୟକ, ମନ୍ତ୍ରୀ, ପ୍ରଶାସକ ରହିଛନ୍ତି । ତେଣୁ ପୋଲିସ୍ ତଦନ୍ତ ସ୍ଥାଣୁ ପାଲଟିଛି । ଅର୍ଚ୍ଚନା ମାମଲାରେ ୭୦ କୋଟି ଟଙ୍କାର କାରବାର ହୋଇଛି ।
ରାଜେନ୍ଦ୍ର ଲଢୁଥିବା ସ୍ପଷ୍ଟ ହୋଇଯିବା ପରେ ଧାମନଗର ଗଣିତ ବଦଳି ଯାଇପାରେ ବୋଲି ବହୁ ରାଜନୈତିକ ପଣ୍ଡିତ ଆକଳନ କରୁଛନ୍ତି।
ଖୋଦ୍ ବିଜେଡିର ସାଂସଦ ଓ ବିଧାୟକଙ୍କ କରୁଛନ୍ତି ବିରୋଧ ।
ଧାମନଗର ଉପନିର୍ବାଚନ: ଅବନ୍ତୀ ଦାସ ବିଜେଡି ପ୍ରାର୍ଥୀ । କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀଙ୍କୁ ଟିକଟ୍ ।
ଅବନ୍ତୀ ଦାସ ହେଲେ ବିଜୁ ଜନତା ଦଳର ପ୍ରାର୍ଥୀ । ଏବେ ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅଛନ୍ତି ଅବନ୍ତୀ ।
ଧାମନଗର ଉପନିର୍ବାଚନ ପାଇଁ ବଢୁଛି ଉଷ୍ମତା, ନାମାଙ୍କନ ଭରିଲେ ସୂଯର୍ୟବଂଶୀ । ବିଜେପି କହିଲା ୨୪ ପୂର୍ବରୁ ଆମ ପାଇଁ ଇଏ ସେମିଫାଇନାଲ୍ ।
ଗଂଜାମକୁ ବେଶୀ ଗୁରୁତ୍ୱ, ଅନ୍ୟ ଦଳର ଆମଦାନୀ ନେତାଙ୍କୁ ବି ପ୍ରଧାନ୍ୟ । ଦାସବର୍ମାଙ୍କ ଭଳି ବରିଷ୍ଠଙ୍କୁ ବାଦ୍, ଝୁଲିଲା ଯୋଜନାବୋର୍ଡ ଉପାଧ୍ୟକ୍ଷ ପଦ ।
ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅଙ୍କୁ ଧାମନଗର ଟିକେଟ୍ ସୂଯର୍ୟବଂଶୀଙ୍କୁ ଧାମନଗର ଯୋଦ୍ଧା ଘୋଷଣା କଲା ବିଜେପି ।