• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Politics

Draupadi Murmu
NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ BJDର ସମର୍ଥନ ନେଇ କାହିଁକି ଏତେ ଚର୍ଚ୍ଚା ?

କଂଗ୍ରେସର ଆକ୍ଷେପ ବିଜେଡିକୁ ଘାରୁଛି ଇଡି ଓ ସିବିଆଇ ଡର । ବିଜେଡି କହିଲା ଏନଡିଏର ଉଭୟ ପ୍ରାର୍ଥୀ ଉପଯୁକ୍ତ । ବିଜେପି କହିଲା ଅଣକଂଗ୍ରେସ ଦଳ ଭାବେ ନାହିଁ ବିକଳ୍ପ ପନ୍ଥା ।

Naveen Patnaik
ଚର୍ଚ୍ଚାରେ ନବୀନଙ୍କ ୨ ଭଉଣୀଙ୍କ ପ୍ରତି ଆଦର-ଅନାଦର

NDAର ରାଷ୍ଟ୍ରପତି ପ୍ରାର୍ଥୀ ପରେ ପୁଣି ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ କାହିଁକି ସମର୍ଥନ କଲେ ନବୀନ ? ସିବିଆଇ ଭୟ ନା ଆଉ କିଛି ?

Child
ହୃଦୟ ବିଦାରକ ! ମନ୍ତ୍ରୀ କହିଲେ, ରାଜ୍ୟରେ ୩୯୩ ଶିଶୁ ରାସ୍ତା କଡ଼ରେ କାଟୁଛନ୍ତି ଜୀବନ

 ଏକ ପ୍ରଶ୍ନର ଉତ୍ତର ରଖି ମତ ରଖିଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୦୫ ଜଣ ଶିଶୁ ରାସ୍ତା କଡ଼ରେ ରହୁଛନ୍ତି ।

Bishnu Sethi
ପୁଣି ଗୃହରେ ଉଠିଲା କୋଟିଆ ପ୍ରସଙ୍ଗ, ବିଷ୍ଣୁ ସେଠି କହିଲେ ଆମ ସାହିତ୍ୟ-ସଂସ୍କୃତି ସୁରକ୍ଷିତ ନୁହେଁ

ଗୃହରେ ଉଠିଲା ରାଜ୍ୟ ସୀମା ସୁରକ୍ଷା ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ଉଠିଲା ରାଜ୍ୟର ସୀମା ସୁରକ୍ଷା ପ୍ରସଙ୍ଗ ।

Draupadi Murmu
ପାରମ୍ପରିକ ବାଦ୍ୟ ସହ ନାଚଗୀତ, ଧୁମ୍‌ଧାମ୍‌ରେ ଦ୍ରୌପଦୀଙ୍କୁ ସ୍ୱାଗତ କଲେ ବିଜେଡି-ବିଜେପି

ସମର୍ଥନ ଯୋଗାଡ଼ରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଜନ୍ମ ମାଟି ଓ଼ଡିଶାରେ ବିଜେପି ଓ ବିଜେଡିର ଭବ୍ୟ ସ୍ୱାଗତ ।

Draupadi Murmu
ମାଗିବା ଆଗରୁ ମିଳିସାରିଛି ସମର୍ଥନ, କହିଲେ ଦ୍ରୌପଦୀ

ଦ୍ରୌପଦୀଙ୍କ ଭୁବନେଶ୍ୱର ଗସ୍ତ ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ସମ୍ବୋଧିତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ଏବଂ ବିଜେଡି ବିଧାୟକ-ସାଂସଦଙ୍କ ଠାରୁ ଔପଚାରିକତା ଦୃଷ୍ଟିରୁ ସମର୍ଥନ ଲୋଡ଼ିଛନ୍ତି । 

Naveen Niwas
ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କଲେ ଦ୍ରୌପଦୀ

ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସି ରାଜ୍ୟ ନେତାଙ୍କୁ ଭୋଟ ମାଗିଛନ୍ତି ଦ୍ରୌପଦୀ । ପ୍ରଥମେ ବିମାନ ବନ୍ଦରରେ ଓହ୍ଲାଇବା ପରେ ତାଙ୍କୁ ଉଭୟ ବିଜେଡି ଓ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା ।

aparajita sarangi
ପୁଣି ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା, ସରକାର ଡାକିଲେନି ସରକାରୀ କାର୍ଯ୍ୟକ୍ରମକୁ

ସରକାରୀ କାର୍ଯ୍ୟକ୍ରମକୁ ଡକାଯାଇନଥିବା ନେଇ ଟ୍ୱିଟ୍ କରି କ୍ଷୋଭ ପ୍ରକାଶ କଲେ ଅପରାଜିତା । ଭୁବନେଶ୍ୱରରେ ଆୟୋଜିତ ହେଉଛି ୭୩ ତମ ବନ ମହୋତ୍ସବ ।

Soumya Ranjan Pattnaik
BJDକୁ ଅଡୁଆ ନିଜ ଦଳର ବିଧାୟକ, ସରକାରୀ ଅଧିକାରୀଙ୍କ ଉପରେ ବର୍ଷିଲେ ସୌମ୍ୟରଂଜନ

ସୌମ୍ୟ କହିଲେ ଭୁଲ୍ ତଥ୍ୟ ଦେଇ ଆମକୁ ସଜାଉଛନ୍ତି ମିଛୁଆ । ଆନନ୍ଦପୁରର ସ୍ୱାସ୍ଥ୍ୟ ଭିତ୍ତିଭୂମି ଗୁମର ଖୋଲିଲେ ଭାଗିରଥୀ

Congress Leader Narasingha Mishra
ନରସିଂହଙ୍କ ଅଭିଯୋଗ, ବିଧାନସଭାରେ କ୍ଷୁର୍ଣ୍ଣ କରାଯାଉଛି ବିଧାୟକଙ୍କ ସାମ୍ବିଧାନିକ ଅଧିକାର

ରାଜ୍ୟ ସରକାର ସନ୍ଦେହ ଘେରକୁ ଆସିବା ସହ ଦୁର୍ନୀତିର ଗନ୍ଧ ବାରି ହେଉଛି ବୋଲି କହିଛନ୍ତି ନରସିଂହ ମିଶ୍ର ।

Odisha BJP
ବଦଳିବେ ରାଜ୍ୟ ବିରୋଧୀଦଳ ନେତା, ରେସ୍‌ରେ ଜୟନାରାୟଣ-ମୋହନ-ସୁବାଷ

ସାଧାରଣ ନିର୍ବାଚନ ପାଇଁ ହାତରେ ମାତ୍ର ଆଉ ଦୁଇ ବର୍ଷ । ତେଣୁ ରାଷ୍ଟ୍ରପତି ନିର୍ବାଚନ ଲଢ଼େଇ ଜୋରଦାର୍ ହେବ ବୋଲି କୁହାଯାଉଛି ।

Sura Routray takes u turn, says Odisha Congress will support Yashwant Sinha
କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ୟୁ ଟର୍ଣ୍ଣ; ମାଟିର ଝିଅ ଦ୍ରୌପଦୀଙ୍କୁ ଦେବେନି ଭୋଟ୍

ରାଷ୍ଟ୍ରପତି ନିର୍ବାଚନରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ନାହିଁ ବୋଲି କହିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ।

Kusum tete
ବିଧାନସଭା ପୂର୍ବରୁ ବଦଳିବେ ବିରୋଧୀ ଦଳ ନେତା

ଆମ ଦଳରେ ୨୨ ବିଧାୟକ, ଅଧିକାଂଶ ବରିଷ୍ଠ ଓ ଅଭିଜ୍ଞ । ସେମାନଙ୍କ ମଧ୍ୟରୁ ଯାହାକୁ ବିରୋଧୀଦଳ ନେତା କଲେ ଚଳିବ ବୋଲି କହିଛନ୍ତି କୁସୁମ ଟେଟେ ।

Sura Routray
‘ମୁଁ ୯୯ ପ୍ରତିଶତ ଦ୍ରୌପଦୀଙ୍କୁ ସମର୍ଥନ କରୁଛି, ହେଲେ...’

ନରସିଂହଙ୍କ ବୟାନର ଦିନକ ପରେ ସୁର କହିଛନ୍ତି ଦ୍ରୌପଦୀଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ କରିବାକୁ ସେ ସୋନିଆଙ୍କୁ ପରାମର୍ଶ ଦେଲେ ।

Draupadi Murmu
ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଶ୍ରେୟ ପଲିଟିକ୍ସ ! NDA ପ୍ରାର୍ଥୀ ଘୋଷଣା ମାତ୍ରେ ବିଜେଡି ସମର୍ଥନକୁ ନେଇ ଚର୍ଚ୍ଚା

ଦ୍ରୌପଦୀଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ଦ୍ୱାରା ଆଦିବାସୀ ଭୋଟ କାଳେ ବିଜେପିକୁ ଚାଲିଯିବ ସେଇ ଆଶଙ୍କାରେ ବିଜେଡି ଏଭଳି ମାହୋଲ ସୃଷ୍ଟି କରୁଥିବା କହିଛନ୍ତି ରାଜନୈତିକ ସମୀକ୍ଷକ । 

Narsingha Mishra
ଦୌପଦୀ ମୁର୍ମୁଙ୍କୁ ସମର୍ଥନ କରିବନି କଂଗ୍ରେସ: ନରସିଂହ ମିଶ୍ର

ମୁର୍ମୁଙ୍କ ପ୍ରାର୍ଥୀତ୍ୱ ଘୋଷଣା ପୂର୍ବରୁ ବିରୋଧୀଦଳ ପ୍ରାର୍ଥୀ ଘୋଷଣା କରିଛି । ଜଣକୁ ଛିଡ଼ା କରି ଅନ୍ୟ ଜଣକୁ ସମର୍ଥନ କରିବା ଠିକ୍ କଥା ନୁହେଁ କହିଲେ ନରସିଂହ ।

pradeep panigrahi
‘ଏବେ ବି ବିଜେଡିରେ ମୋ ନାଁ ରହିଛି, ମୁଖ୍ୟମନ୍ତ୍ରୀ ମୋତେ ଭଲ ପାଆନ୍ତି’

ଏବେ ବି ତାଲିକାରେ ନାଁ ରହିଛି, ମିଡିଆରେ ବହିଷ୍କୃତ ହୋଇଛି ବୋଲି କୁହାଯାଉଛି । ମୁଖ୍ୟମନ୍ତ୍ରୀ ଯଦି ଭଲ ପାଉ ନ ଥାନ୍ତେ, ଲିଖିତ ଭାବେ ବିଧାନସଭାକୁ ଜଣାଇଥାନ୍ତେ ।

Naveen - Draupadi
NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ବିଧାୟକମାନଙ୍କୁ ନବୀନଙ୍କ ଅପିଲ

ସର୍ବସମ୍ମତିକ୍ରମେ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ । ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ ।

President Election
ବିଜେଡି ପାଖରେ ଗେମ୍ ଚେଞ୍ଜିଂ ନମ୍ବର

ବିଜେପି ପାଇଁ ଆବଶ୍ୟକ ପଡ଼ୁଥିବା ୨ ପ୍ରତିଶତ ବେଶ ଗୁରୁତ୍ୱବହନ କରୁଛି।

Badri Patra
ରାଜନୀତିରେ ଯୁବବର୍ଗଙ୍କୁ ନେଇ ବଦ୍ରୀ ପାତ୍ରଙ୍କ ବଡ଼ ବୟାନ

ବଦ୍ରୀ କହିଛନ୍ତି, ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି । ଆଉ ଏହାକୁ ନେଇ ବଦ୍ରୀ ପାତ୍ର ଦେଇଛନ୍ତି ବଡ଼ ବୟାନ । ସେ କହିଛନ୍ତି ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ । 

Naveen Patnaik
୧୦ ବର୍ଷ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ

ଓ୍ୱାର୍ଲଡ୍ ଫୁଡ୍ ପ୍ରୋଗ୍ରାମ୍ -WFP ପକ୍ଷରୁ ରୋମ୍‌କୁ ତାଙ୍କୁ ନିମନ୍ତ୍ରଣ କରଯାଇଛି ।

Niranjan Bishi
ସାଂସଦ ହଉ ହଉ ନିରଞ୍ଜନଙ୍କ ପାଇଁ ବଢ଼ିଲା ଅଡ଼ୁଆ, ବିଜେଡି ନେତା କଲେଣି ବିଦ୍ରୋହ

ବଲାଙ୍ଗିର ବିଧାୟକ କହିଛନ୍ତି, ନିରଂଜନ ଲଢୁନଥିଲେ, ନାଟକ କରୁଥିଲେ । ତେବେ ଏନେଇ ନିରଞ୍ଜନଙ୍କ ପ୍ରତିକ୍ରିୟା ମିଳିପାରିନି ।

Jual Oram - Draupadi
ରାଷ୍ଟ୍ରପତି ନିର୍ବାଚନ; ଚର୍ଚ୍ଚାରେ ଓଡ଼ିଶାର ୨ ଆଦିବାସୀ ଚେହେରା ଜୁଏଲ୍ - ଦ୍ରୌପଦୀ

ଜାତୀୟ ଗଣମାଧ୍ୟମର ଚର୍ଚ୍ଚାରେ ଜୁଏଲ୍ ଓରାମ୍ ଓ ଦ୍ରୌପଦୀ ମୁର୍ମୁ । ନିର୍ବାଚନ ଗଣିତ କହୁଛି ନିର୍ଣ୍ଣାୟକ ସାଜିବ ବିଜେଡି ଓ YSR କଂଗ୍ରେସ ଭୋଟ୍ ।

Sashi Bhusan Behera
ରାଷ୍ଟ୍ରପତି ନିର୍ବାଚନରେ କାହାକୁ ସମର୍ଥନ କରିବ ବିଜେଡି ? ପ୍ରତିକ୍ରିୟା ରଖିଲେ ବିଧାୟକ ଶଶୀଭୂଷଣ

ନବୀନ ପଟ୍ଟନାୟକ ଓଡ଼ିଶାର ସ୍ୱାର୍ଥ ଦେଖି ନିଷ୍ପତ୍ତି ନେବେ କହିଲେ ଶଶିଭୂଷଣ ବେହେରା ।

Naveen- pope
‘ଦିନେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିନଥିବା ନବୀନ, ସଂଖ୍ୟାଲଘୁ ଭୋଟ ହାତେଇବାକୁ ପୋପ୍‌ଙ୍କୁ ଭେଟିବାକୁ ଯାଉଛନ୍ତି’

ୟୁଏଇ ଓଡ଼ିଆ ସମାଜ ତରଫରୁ ଆୟୋଜିତ ପ୍ରବାସୀ ଓଡ଼ିଆ ସମ୍ମିଳନରେ ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ହେଲେ ଏନେଇ ତାରିଖ ଚୂଡାନ୍ତ ହୋଇନଥିବା ବେଳେ ଏଇ ମାସରେ ହିଁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇପାରେ ।